-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ, ୨୦୨୫ ପାଳିତ

09-Nov-2025



ନବରଙ୍ଗପୁର ( ପ୍ରିୟଦର୍ଶିନୀ ପାତ୍ର,)
 ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଆଇନଜୀବି, ଅଙ୍ଗନୱ।ଡି କର୍ମୀ, ମିଶନ ଶକ୍ତିର ମହିଳା, ବରିଷ୍ଟ ନାଗରିକ ଓ ପାରା ଲିଗାଲ ସଦସ୍ୟ ମାନଙ୍କୁ ନେଇ ଜାତୀୟ ଆଇନ ସେବା ଦିବସ, ୨୦୨୫ ପାଳନ ହେଇଯାଇଛି ।ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଚଳିତ ବର୍ଷ ଏହି ଦିବସ ପାଳନର ପ୍ରସଙ୍ଗ ହେଉଛି “ସମସ୍ତଙ୍କ ପାଇଁ ନ୍ୟାୟ ଆଇନ ସଚେତନତା ମାଧ୍ୟମରେ ନିଷ୍ପେଷିତ ଶ୍ରେଣୀର ସଶକ୍ତି କରଣ”।  ଏହି ଶିବିରରେ ଅତିରିକ୍ତ ଜିଲ୍ଲା ଜର୍ଜ ବିଷ୍ଣୁ ପ୍ରସାଦ ମିଶ୍ର  ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଓ ଦେଶରେ ଯେକୌଣସି ନାଗରିକ ଯେକୌଣସି ପୃଷ୍ଟଭୂମିରୁ ଆସିଥାନ୍ତୁ ନା କାହିଁକି, ତାଙ୍କର ପରିଚୟ ଯାହା ହେଉ ନା କାହିଁକି, ପ୍ରତେକଙ୍କୁ ମାଗଣା ଆଇନ ସେବା ସହାୟତା ମିଳିପାରିବ ବୋଲି ସମସ୍ତଙ୍କୁ କହିଥିଲେ ଓ ଏହି ଦିବସର ମହତ୍ଵ ବିଷୟରେ ଓ ବିଭିନ୍ନ ଆଇନ ବିଷୟରେ ସଚେତନ କରିଥିଲେ। ଅନ୍ୟାନ୍ୟ ଅତିଥି ଭାବେ ପରିବାର ବିଚାରବିଭାଗୀୟ ଜର୍ଜ ଲିଲିପ୍ତା ପସାୟତ, ଅତିରିକ୍ତ ଜିଲ୍ଲା ଜର୍ଜ (ପୋକସୋ) ବାସୁଦେବ ଆଚାର୍ଯ୍ୟ, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରି ସୀମା ତ୍ରିପାଠୀ, ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ସଚିବ ଶାଶ୍ଵତୀ ମିଶ୍ର, ବରିଷ୍ଟ ଦେବାନୀ ଜର୍ଜ, ନବରଙ୍ଗପୁର (ମହିଳା କୋର୍ଟ) ସୁଦୀପା ପାତ୍ର, ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ ସୌମ୍ୟ ଶଙ୍କର ମହନ୍ତ ଓ ଜେ.ଏମ.ଏସି ଅନ ପ୍ରୋବେଶନ ଗୌତମ ପଟ୍ଟନାୟକ, ମୁଖ୍ୟ ଆଈନ ଗତ ସହାୟତା ପ୍ରତିରକ୍ଷା ପରାମର୍ଶଦାତା ପ୍ରସନ୍ନ ପଟ୍ଟନାୟୟକ, ଆଇନ ଜୀବି ନବରଙ୍ଗପୁର କିଶୋରୀ ପଟ୍ଟନାୟକ, ସହାୟକ ଆଈନ ଗତ ସହାୟତା ପ୍ରତିରକ୍ଷା ପରାମର୍ଶଦାତା, ନବରଙ୍ଗପୁର ରାକ୍ଷୀ ଜୈନ ଓ ବହୁ ଆଇନଜୀବି ଯୋଗ ଦେଇଥିଲେ ଓ ରାଷ୍ଟ୍ରୀୟ ଆଇନ ସେବା ଦିବସ, ୨୦୨୫ ବିଷୟରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣର ଭାରପ୍ରାପ୍ତ ସଚିବ ଶ୍ରୀମତୀ ଶାଶ୍ଵତୀ ମିଶ୍ରଙ୍କ ଦ୍ଵାରା ପରିଚାଳନା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like