-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ରଚନା ପକ୍ଷରୁ "ଆମ ସଂସ୍କୃତି ଓ ଆଧୁନିକତା" ଶୀର୍ଷକ ଆଲୋଚନାଚକ୍ର

09-Nov-2025



ବଲାଙ୍ଗିର(ପ୍ରେରଣା ଖବର)- ପରିବର୍ତ୍ତନଶୀଳ ସମୟ ସହ ତାଳ ଦେଇ ଆମ ସମାଜ ମଧ୍ୟ ପରିବର୍ତ୍ତନକୁ ଆପଣେଇ ଥାଏ। କିନ୍ତୁ ଆମେ ଆମ ସଂସ୍କୃତି ଓ ପରମ୍ପରାକୁ ପାଶୋରି ଦେବା ଉଚିତ ନୁହେଁ। ଆଧୁନିକତାର ଅର୍ଥ ନିଜ ସଂସ୍କୃତିକୁ ଭୁଲିଯିବା ନୁହେଁ। ଆମ ଭାରତୀୟ ସଂସ୍କୃତି ଏକ ଶୃଙ୍ଖଳିତ ଜୀବନ ଶୈଳୀର ଶିକ୍ଷାଦିଏ। ତେଣୁ ଏହାକୁ ଛାତ୍ର ଅବସ୍ଥାରୁ ଆଦରି ନେବା ଆବଶ୍ୟକ l ବଲାଙ୍ଗିରର ଅଗ୍ରଣୀ ସାମାଜିକ ସାହିତ୍ୟିକ-ସାଂସ୍କୃତିକ ଅନୁଷ୍ଠାନ 'ରଚନା'ର "ମାସିକ ରଚନା ସନ୍ଧ୍ୟା" କାର୍ଯ୍ୟକ୍ରମରେ ଏହି ମତ ପ୍ରକାଶ ପାଇଛି। ସ୍ଥାନୀୟ ପି ପି ଏକାଡେମୀ ସଭାକକ୍ଷରେ "ଆମ ସଂସ୍କୃତି ଓ ଆଧୁନିକତା" ଶୀର୍ଷକ ଆଲୋଚନାଚକ୍ରରେ ଅତିଥିବକ୍ତା ଭାବରେ ରାଜେନ୍ଦ୍ର ମହାବିଦ୍ୟାଳୟର ଅବସର ପ୍ରାପ୍ତ ଅଧ୍ୟକ୍ଷ ସତ୍ୟବନ୍ତ ବେଦବାକ, ଅବସରପ୍ରାପ୍ତ ପ୍ରାଧ୍ୟାପକ ଗତିକୃଷ୍ଣ ଉଦଗାତା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପୁରାଣ ପ୍ରସଙ୍ଗ ଓ ପୁସ୍ତକର ଉଦାହରଣ ଦେଇ ଆମ ସଂସ୍କୃତିର

ମହାନତା ସମ୍ପର୍କରେ ସୂଚନା ଦେଇଥିଲେ। ଅନ୍ୟତମ ଅତିଥିବକ୍ତା ଭାବରେ ମହିଳା ମହାବିଦ୍ୟାଳୟର ଛାତ୍ରୀ ସୁଚିସ୍ମିତା ସିଂହ ଓ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ଛାତ୍ର ବରୁଣ ଚୌହାନ ଯୋଗଦେଇ ଆଧୁନିକତାକୁ ଆମେ ଏପରି ଭାବରେ ଆପଣାଇବା ଯାହା ଆମ ସଂସ୍କୃତିକୁ କୌଣସି ଆଘାତ ପହଞ୍ଚାଉ ନଥିବ ବରଂ ଆମକୁ ଆହୁରି ଶୃଙ୍ଖଳିତ କରୁଥିବ ବୋଲି ନିଜ ମତ ରଖିଥିଲେ l କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଅଧ୍ୟାପକ ଡ଼ ଜଗନ୍ନାଥ ସାହୁ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ସହସମ୍ପାଦକ ରତ୍ନମୟ ତ୍ରିପାଠୀ। ଏହି କାର୍ଯ୍ୟକ୍ରମରେ 'ରଚନା'ର ସମସ୍ତ ସଭ୍ୟ ସଭ୍ୟା, ଛାତ୍ରଛାତ୍ରୀ, ସଂସ୍କୃତିପ୍ରେମୀ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like