-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ମାଁ ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୂର୍ତ୍ତିରେ ମହୋତ୍ସବ ପାଇଁ ଉନ୍ନତିକରଣ ଶିଘ୍ର ସମ୍ପୁର୍ଣ୍ଣ କରିବା ପାଇଁ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ 

09-Nov-2025



ବଲାଙ୍ଗିର(ପ୍ରେରଣାଖବର)- ପାଟଣା ରାଜ୍ୟର ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମନ୍ଦିର ପୀଠକୁ ୧୮୭୨ ମସିହା ରୁ ୨୦୨୫ କୁ ୧୫୦ ବର୍ଷ ପୁର୍ତ୍ତି ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାର ଦେବାଳୟ ଐତିହ୍ୟ ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଆଗାମୀ ଜାନୁୟାରୀ ମାସ ପହିଲା ସପ୍ତାହରେ ପାଟଣେଶ୍ୱରୀ ମହୋତ୍ସବ ଆୟୋଜନ ପାଇଁ ଉପ-ଜିଲ୍ଲାପାଳ ତଥା ଦୋବୋତ୍ତର ବିଭାଗ କୁ ସୂଚନା ପ୍ରଦାନ କରିଛି । ଗତ ୨୦୨୩ ମସିହାରେ ଉନ୍ନତିକରଣ ପାଇଁ ୧କୋଟି ୧୨ଲକ୍ଷ ଟଙ୍କା ସୌନ୍ଦର୍ଯ୍ୟକରଣ ପାଇଁ ମାଁ ପାଟଣେଶ୍ୱରୀ ମନ୍ଦିର କାର୍ଯ୍ୟ ଆରମ୍ଭ ହୋଇଥିଲା । ୩ବର୍ଷରୁ ଉର୍ଦ୍ଧ୍ୱ ହୋଇଗଲାଣି ଏ ଯାଏଁ ସମ୍ପୁର୍ଣ୍ଣ ହୋଇନାହିଁ । ଏହି ଅବସରରେ ବଲାଙ୍ଗିର ଉପ-ଜିଲ୍ଲାପାଳ ଆଲୋକ କୁମାର ପଟେଲଙ୍କୁ ଦେବାଳୟ ସୁରକ୍ଷା କମିଟି ୪ ଗୋଟି ଦାବି ପ୍ରଦାନ କରିଛି । ଜାନୁୟାରୀ ମାସରେ ମହୋତ୍ସବ ଆୟୋଜନ ହେବା ହେତୁ ମନ୍ଦିର ଉନ୍ନତିକରଣ ତ୍ୱରାନ୍ୱିତ କରିବା ପାଇଁ ଏବଂ ମାଁ ପାଟଣେଶ୍ୱରୀ ମନ୍ଦିରର ଗମ୍ଭିରାଘର, ପରଭା ରୂପା କିମ୍ବା ପିତ୍ତଳ ଛାଉଣିି ଲଗାଇବା ପାଇଁ ଦାବି । ୧୫୦ ବର୍ଷ ପୁର୍ତ୍ତି ଅବସରରେ ପାଟଣା ରାଜ୍ୟର ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମନ୍ଦିରକୁ ପର୍ଯ୍ୟଟନ ମାନ୍ୟତା ଦାବି, ପାଟଣେଶ୍ୱରୀ ମହୋତ୍ସବ ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ପଠାଇବା ପାଇଁ ଦାବି ଜଣାଇଥିଲେ । କମିଟିର ସଭାପତି ଜୟକୃଷ୍ଣ ମିଶ୍ର, ପ୍ରଶାନ୍ତ ମହାକୁର ଆଗାମୀ ଦିନରେ ମହୋତ୍ସବ ପାଇଁ ବିଭିନ୍ନ ଯୋଜନା ଓ ବଲାଙ୍ଗିର ର ବୁଦ୍ଧିଜିବିଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ହେବ । ରାଜ୍ୟର ମହାମହିମ ରାଜ୍ୟପାଳ ଏବଂ ରାଜ୍ୟର ବିଭିନ୍ନ ନେତା ମନ୍ତ୍ରୀଗଣ ଉତ୍ସବରେ ନିମନ୍ତ୍ରିତ କରାଯିବ ବୋଲି ଏହି ଅବସରରେ କମିଟି ନିଷ୍ପତ୍ତି ଅନୁଯାୟୀ ଏକ ପ୍ରେସ ବିବୃତ୍ତିରେ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like