-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ବୁଲିଲା ସାଇବର ସଚେତନତା ରଥ

09-Nov-2025



ସୁବର୍ଣ୍ଣପୁର: ଆଜି ସକାଳେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନଳିନୀ ଛକ ଠାରେ ସାଇବର ସଚେତନତା ରଥକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ଥିଲା l ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାୟକ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପଧାନ ଯୋଗ ଦେଇ ସବୁଜ ପତାକା ଦେଖାଇ ଏହାର ଶୁଭ ଉଦଘାଟନ କରିଥିଲେ l ଆଜି ଠାରୁ ଆସନ୍ତା ୧୭ ତାରିଖ ଯାଏ ଏହି ସଚେତନତା ରଥ ପ୍ରତି ବ୍ଲକ ଓ ପଞ୍ଚାୟତକୁ ଯାଇ ଲୋକଙ୍କୁ ସଚେତନ କରିବ 

ଏହି ଅବସରରେ ନଳିନୀ ଛକ ଠାରୁ ଆରମ୍ଭ ହୋଇ ସୋନପୁର ବସଷ୍ଟାଣ୍ଡ, ମଝିପଡା, ଆମ୍ବେଦକର ଛକ ଦେଇ ରୟାଲ ପଡିଆ ଯାଏ ପ୍ରାୟ ୪ କିଲୋମିଟର ୱାକାଥନ ଶୋଭାଯାତ୍ରା ଅନୁଷ୍ଠିତ କରଯାଇଥିଲା । ଶେଷରେ ରୋୟାଲ ପଡିଆ ଠାରେ ଏକ  ସଚେତନତା ସଭା ଆୟୋଜନ କରଯାଇଥିଲା । ସେହି ସଭାରେ ଏସପି ଶ୍ରୀ ନାରାୟଣ ନାୟକ  ଏବଂ ଅତିରିକ୍ତ ଲିଲ୍ଲାପାଳ, ସୋନପୁର  ଶ୍ରୀମତୀ ଅଞ୍ଜଳିନା ପଧାନ ଉପସ୍ଥିତ ଥିବା କଲେଜ ଛାତ୍ରଛାତ୍ରୀ, ଜିଲ୍ଲାର ବରିଷ୍ଠ ନାଗରିକ ଓ ପୁଲିସ କର୍ମଚାରୀ ଙ୍କୁ  ସାଇବର ଠକେଇରୁ ନିଜକୁ ଦୂରେଇ ରଖିବାକୁ ଓ ପୁରା ସାବଧାନ ହୋଇ ନିଜରର କଷ୍ଟ ଲବ୍ଧ ଅର୍ଥକୁ ସୁରକ୍ଷିତ ରଖିବାକୁ ଅନୁରୋଧ କରିଥିଲେ l ଆଜିର ଏହି କାର୍ଯ୍ଯ କ୍ରମରେ ଏସପି, ଏ ଡି ଏମ୍ ଙ୍କ ସମେତ ଅତିରିକ୍ତ ଏସପି ଶ୍ରୀ କେ. ହରି ପ୍ରସାଦ, ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଋଷି ମାଝୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ଡି ଏସ ପି ଶ୍ରୀମତୀ ରେଣୁକା ସୁନା,  ଡି ଏସ ପି ଶ୍ରୀ  ଚଦ୍ର ଶେଖର ସବର, ଡି ଏସ ପି ଶ୍ରୀ ପ୍ରତାପ କୁମାର ରଣା, ଡି ଏସ ପି ଶ୍ରୀ ବୈକୁଣ୍ଠ ବିହାରୀ ଶେଠ,  ଏସ ଡି ପି ଓ ଶ୍ରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ସୋନପୁର ଥାନା ଭାରପ୍ରାପ୍ତ ଅଧିକାରୀ ତାପସ କୁମାର ଭୋଇ, ପୋଲିସ୍ ଆର ଆଇ ଶ୍ରୀ କାହୁଁ ଚରଣ ମାରାଣ୍ଡି, ହୋମ ଗାର୍ଡ ଆର ଆଇ ଭକ୍ତବନ୍ଧୁ ସେଠ, ପୋଲିସ୍ ଏସ ଆଇ (ଅ।ର୍ମ୍ସ) ନୀଳକଣ୍ଠ କହଁର ପ୍ରମୁଖ ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ l ସୋନପୁର କଲେଜ ଏନ ସି ସି, ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ, ଅଦିତି କଲେଜ, ସୁକାନ୍ତି ଇଣ୍ଟର ନେସନାଲ ସ୍କୁଲ, କୋଶଳ ହାଇସ୍କୁଲ୍, ସାହାରା ହାଇସ୍କୁଲ୍, ମହାରାଜା ହାଇସ୍କୁଲ, ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରମୁଖ ସହରର ବହୁ ଶିକ୍ଷା ଅନୁଷ୍ଠାନର ଛାତ୍ର ଛାତ୍ରୀ , ମିଡ଼ିଆ ଓ ବୁଦ୍ଧିଜୀବୀ ଏହି କାର୍ଯ୍ଯ କ୍ରମରେ ଯୋଗ ଦେଇ ଥିଲେ l ଏହି ଶୋଭାଯାତ୍ରାରେ ସୁବର୍ଣ୍ଣପୁର ପୋଲିସ ତରପରୁ ସହର ବାସୀଙ୍କୁ ସାଇବାର ସଚେତନତା ସ୍ଲୋଗାନ ଓ ପ୍ରଚାରପତ୍ର ମାଧ୍ୟମରେ ସଚେତନତା କରଯାଇଥିଲା । ସୁବର୍ଣ୍ଣପୁର ଜିଲ୍ଲା ପୁଲିସର ଏହି ପଦକ୍ଷେପକୁ ବିଭିନ୍ନ ମହଲରୁ ପ୍ରଶଂସା କରଯାଇଥିଲା ।

(ଡୁଙ୍ଗୁରିପାଲିରୁ ଅରବିନ୍ଦ ମିଶ୍ରଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like