-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଧରତୀ ଆବା ବିର୍ସାମୁଣ୍ଡାଙ୍କ ଜୟନ୍ତୀକୁ ଛୁଟି ଘୋଷଣା କରାଯାଉ, ଅନୁସୁୂଚିତ ଜାତି ଓ ଜନଜାତି କର୍ମଚାରୀ ପରିଷଦର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

09-Nov-2025



ବଲାଙ୍ଗିର(ପ୍ରେରଣା ଖବର) ସ୍ଥାନୀୟ ଗୋଁଣ୍ଡୱାନା ଭବନ ଠାରେ ଓଡ଼ିଶା ଅନୁସୁୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦ ବଲାଙ୍ଗିର ଜିଲ୍ଲା ଶାଖାର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ବାବା ସାହେବ ଆମ୍ବେଦକର, ଧରତି ଆବା ବିର୍ସା ମୁଣ୍ଡା, ସାବିତ୍ରୀବାଇଫୁଲେ ଓ ଧରମସିଂ ମାଝୀ ମାନଧାତାଙ୍କ ଫଟୋଚିତ୍ରରେ ପୂଜାସେବା ପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ସଭାପତି ମୀନକେତନ ମାଝୀ ଅଧକ୍ଷତା କରି ସ୍ୱଗତ ଭାଷଣ ସହିତ ପରିଷଦର ଆଭିମୁଖ୍ୟ, ଲକ୍ଷ୍ୟ, ଉପଲବ୍ôଧ ବିଷୟରେ ଅବଗତ କରାଇଥିଲେ। ମୁଖ୍ୟ ଅତିଥି ଭାବେ ଗୁଣନିଧି ମଲ୍ଲିକ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଲାଙ୍ଗିର ଯୋଗ ଦେଇ ସମାଜ ପ୍ରତି ଉତ୍ତର ଦାୟିତ୍ୱ, ସଂଗଠନର ମହତ୍ୱ ଉପରେ ସଚେତନତା ଜରୁରୀ ବୋଲି ମାର୍ଗଦର୍ଶନ କରିଥିଲେ। ସାଧାରଣ ସଂପାଦକ ରବିନ୍ଦ୍ର କୁମାର ସୁନା ବାର୍ଷିକ ବିବରଣୀ ପାଠ, ସଂପାଦକ(ବିତତ୍ତ)ବୃନ୍ଦାବନ ନାଗ ବାର୍ଷିକ ଆୟବ୍ୟୟ, ସଂପାଦକ(ସାସ୍କୃତିକ) ସୁରେନ୍ଦ୍ର ସେଠ୍ ଶୈକ୍ଷିକ କାର୍ଯ୍ୟାବଳି, କାର୍ଯ୍ୟକାରୀ ସଭାପତି କମଲ ଲୋଚନ ବିଶ୍ୱାଲ ଆର୍ଥିକ ପରିଚାଳନା ବିଷୟରେ ଉଲ୍ଲେଖ କରିଥିଲେ। ଜିଲ୍ଲାର ସମସ୍ତ ବ୍ଲକ ସଭାପତି, ସଂପାଦକ ତଥା ସକ୍ରିୟ ସଭ୍ୟମାନେ ଯୋଗ ଦେଇ ବିବରଣୀ ଉପସ୍ଥାପନ ସହ ପରିଷଦର ଉନ୍ନତି ଏବଂ ଧରତି ଆବା ବିର୍ସାମୁଣ୍ଡାଙ୍କ ଜୟନ୍ତିକୁ ଛୁଟି ଘୋଷଣା କରାଯାଉ ବୋଲି ମତାମତ ଦେଇ ପ୍ରସ୍ତାବ ଗୃହିତ ହୋଇଥିଲା ଓ ଦସ୍ତଖତ ଅଭିଯାନ ଆରମ୍ଭ କରାଯାଇଥିଲା। ଜିଲ୍ଲାରେ ଉଲ୍ଲେଖନୀୟ ସଭ୍ୟ ସଂଖ୍ୟା ସଂଗ୍ରହରେ ଗୁଡ଼ଭେଲା ବ୍ଲକ ପ୍ରଥମ, ଦେଓଗାଁ ବ୍ଲକ ଦ୍ୱିତୀୟ ଓ ବେଲପଡ଼ା ବ୍ଲକ ତୃତୀୟ ହୋଇଥିବାରୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ। ବ୍ଲକ ସଭାପତି ରଘୁନାଥ ପୁଝାରୀ, ଖୁସିରାମ ମଲ୍ଲିକ, ପ୍ରିୟବ୍ରତ କୁମୁରା,ନକୁଳ ମାଝୀ, ଡମ୍ବରୁଧର ଧରୁଆ, ଶୁକ୍ରୁ ଧରୁଆ, ସଂପାଦକ ସତ୍ୟଜିତ ଛତ୍ରିଆ, ହୋଲେଶ୍ୱର ଧରୁଆ, କାରର୍ତିକ ହରପାଲ, ପରଶୁରାମ ସୁନା, ସକ୍ରିୟ ସଭ୍ୟ ମହେନ୍ଦ୍ର ନାଗ, ଅଜତିତ କୁମାର ନାଗ,କଲିଙ୍ଗ ସୁନା,ଭଗତ ନାଗ, ତରୁଣ ସିଂ ଦୀପ,ସହଦେବ ଧରୁଆ,ଛବିନ୍ଦ୍ର ବେହେରା,ଗୋପାଲ ଭୁଏ, ବିରନ୍‌ଚି ମାଝୀ,ବବୃ ନାଗ,ଯୋଗେନ୍ଦ୍ର ଦଲପତି ଓ ସରକାରୀ ମହାବିଦ୍ୟାଳୟର ଅ୍ମ୍ୟାପିକା ରମଣୀ ନାଏକ ସୁଚିନ୍ତିତ ମତାମତ ଦେଇଥିଲେ। ଆଗାମି ବର୍ଷ ପାଇଁ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇଥିଲା। ଅତିରିକ୍ତ ସଂପାଦକ ନିଳକଣ୍ଠ ସୁନା ସଭା ପରିଚାଳନା କରିଥିବା ବେଳେ ଶେଷରେ ବ୍ଲକ ସଚିବ ଗଦି ସୁନା ଧନ୍ୟବାଦ ଦେବା ପରେ ସଭାପତିଙ୍କ ଦ୍ୱାରା ସଭା ସ୍ଥଗିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like