-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଓଷ୍ଟା ଜୋନ ର ସାମ୍ବିଧାନିକ ସମ୍ବିଳନୀ

09-Nov-2025



ବଲାଙ୍ଗିର(ପ୍ରେରଣା ଖବର)- ଭଗବାନ ବିଦ୍ୟାମନ୍ଦିର ଖୁଜେନପାଲି ଠାରେ ବଲାଙ୍ଗିର ଜୋନର ସାଂଗଠାନିକ ସମ୍ମିଳନୀ ସଭାପତି ସୁରେଶ ଷଡଙ୍ଗୀଙ୍କ ସଭାପତି ସୁରେଶ ଷଡଙ୍ଗି ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ରାଜ୍ୟ ଉପସଭାପତି ସୁଧିର କୁମାର ନାଏକ, ରାଜ୍ୟ ସଂପାଦିକା ରଂଜିତା ମିଶ୍ର, ଜିଲ୍ଲା ସଭାପତି ପ୍ରଦୀପ କୁମାର ପଟେଲ, କାର୍ଯ୍ୟକାରୀ ସଭାପତି ଅନିଲ କୁମାର ସାହୁ, ଜିଲ୍ଲା ସଂପାଦକ ଶଙ୍କର ପ୍ରସାଦ ମିଶ୍ର, ଜିଲ୍ଲା ଯୁଗ୍ମ ସଂପାଦକ ଶୁଭେନ୍ଦ୍ର କୁମାର ମହାନ୍ତି, ଜିଲ୍ଲା-ଉପସଭାପତି ପ୍ରଣତି ପାଣିଗ୍ରାହୀ, କାର୍ଯ୍ୟକାରୀ ସଦସ୍ୟା ପଦ୍ମାଳୟ ତ୍ରିପାଠି ଓ ପର୍ଯ୍ୟବେକ୍ଷକ ଭାବରେ ସଇଁନ୍ତଲା ବ୍ଲକ ସଂପାଦକ ମନୋଜ କୁମାର ବେହେରା ଓ ପାଟଣାଗଡ ବ୍ଲକ ସଂପାଦକ ସଂଜିବ ହୋତା ଉପସ୍ଥିତି ସାଂଗଠନିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲେ । ଏହି ସମ୍ମିଳନୀରେ ବଲାଙ୍ଗିର ଜୋନ ର ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା । ସଭାପତି ଭାବରେ ସୁରେଶ କୁମାର ଷଡଙ୍ଗି, ଉପ-ସଭାପତି ଜଗନ୍ନାଥ ସାହୁ ଓ ସଂଜୁଲତା ମିଶ୍ର, ସଂପାଦକ ସଂଜୟ କୁମାର ତ୍ରିପାଠି, ଯୁଗ୍ମ ସଂପାଦକ ସରୋଜ କୁମାର ମାଝି ଓ ସାଧନା ସ୍ୱାଇଁ, ଜିଲ୍ଲା କାର୍ଯ୍ୟକାରୀ ସଭ୍ୟ ରଂଜନ କୁମାର ଆଚାର୍ଯ୍ୟ, ସରୋଜ କୁମାର ସାହୁ, ଲଲାଟ କେଶରୀ ପ୍ରଧାନ ଓ ସର୍ଜନ କୁମାର ପଟେଲ, ରାଜ୍ୟ କାର୍ଯ୍ୟକାରୀ ସଭ୍ୟ ରୂପେ ସୁଧାନିଧି ମିଶ୍ର, ଇନ୍ଦ୍ରମଣି ସାହୁ, କୃଷ୍ଣଚନ୍ଦ୍ର ମିଶ୍ର ଓ ହରେକୃଷ୍ଣ ପୋଢ ମନୋନିତ ହୋଇଥିଲେ ।  ଶେଷରେ ସୁରେନ୍ଦ୍ର କୁମାର ନାଥ ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like