-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଚତୁର୍ଥ ବଲାଙ୍ଗୀର ମୁକବଧିର ସଂଘ ଟି-ଟେନ୍ କ୍ରିକେଟ ଚମ୍ପିୟାନସିପ ସୋନପୁର ଚମ୍ପିୟାନ ।

10-Nov-2025



ର୍ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଏନଏସି ନୁଅପାଲି ଖେଳପଡିଆ ଠାରେ ଚତୁର୍ଥ ବଲାଙ୍ଗିର ମୁକ ବଧିର ଟି ଟେନ୍ କ୍ରିକେଟ ଚମ୍ପିୟାନ ବଲାଙ୍ଗୀର ମୂକ ବଧିର ସଂଘ ତରଫରୁ ଅନୁଷ୍ଟିତ ହୋଇଥିଲା  ଏଥିରେ ବିନିକା ହ୍ୟାପି ହେଣ୍ଡ ସ୍କୁଲକୁ ହରାଇ ସୋନପୂର ଚମ୍ପିୟାନ ହୋଇଥିଲା ପ୍ରତିଯୋଗିତାରେ ବଲାଙ୍ଗିର,ବରଗଡ଼,ସୋନପୁର,ବିନିକା ଦଳ ଭାଗନେଇଥିଲେ । ୧୦ଓଭର ବିଶିଷ୍ଟ ଏହି ପ୍ରତିଯୋଗିତାରେ ସବୁ ଦଳ ପ୍ରତିପକ୍ଷ ଟିମ ସହିତ ଦୁଇଟି ଲେଖାଁଏ ଲିଗ ମ୍ୟାଚ୍ ଖେଳିଥିଲେ । ଲିଗ୍ ମ୍ୟାଚ୍ ପରେ ସୋନପୁର ଓ ହ୍ୟାପି ହେଣ୍ଡସ ସ୍କୁଲ ଫର୍  ଦି ଡେଫ୍ ମଧ୍ୟରେ ଫାଇନାଲ ମ୍ୟାଚ୍ ଖେଳାଯାଇଥିଲା ।ହ୍ୟାପି ହେଣ୍ଡ  ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ପାଞ୍ଚ ଓଭରରେ ତିନି ଉଇକେଟ ହରାଇ ୫୭ ରନ କରିଥିଲେ । ଦ୍ଵିତୀୟ ପାଳିରେ ସୋନପୁର ଟିମ୍ ୬ୱିକେଟ୍ ହରାଇ ଶେଷ ଓଭରରେ ୫୮ରନ କରି ଚମ୍ପିୟାନ ହୋଇଥିଲ। ଟୁର୍ଣ୍ଣାମେଣ୍ଟକୁ ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର ନାୟକ ଉଦଘାଟନ କରିଥିବା ବେଳେ ପୁରସ୍କାର ବିତରନି ଉତ୍ସବରେ ବଲାଙ୍ଗୀର ମୂକବଧିର ସଂଘ ସଭାପତି ରାମଜୀ ପଣ୍ଡା , ରୁରାଲ ଲାଇଫ ଲାଇନ ଟ୍ରଷ୍ଟର ଡାଇରେକ୍ଟର ଡ ଶିବାଜି ପଣ୍ଡା ଓ ଜର୍ମାନ ପ୍ରଫେସର ଉଲ୍ରେକି ଯେସନ ବିଜୟୀ/ରନସ ଅଫ ଦଳ,ଭଲ ଖେଲ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like