-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଭଗବାନଙ୍କୁ ଆବାହନ ପରେ ଗୋକୁଲାଷ୍ଟମୀ ଯାତ୍ରା ଶୁଭାରମ୍ଭ

10-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)୨୪୨ବର୍ଷରେ ପଦାର୍ପଣ କରିଥିବା ବିନିକା ଗୋକୁଲାଷ୍ଟମୀ ମହୋତ୍ସବ ଆଜି ସନ୍ଧ୍ୟାରେ ଶୁଭାରମ୍ଭ ହୋଇଛି ।ଏହା ୮ଦିନ ଧରି ଚାଲିବ ।ପୂଜକ ସର୍ବେଶ୍ଵର ପୁରୋହିତ ଓ ମାନଭଞ୍ଜନ ପୂଜାରୀଙ୍କ ମନ୍ତ୍ର ଧ୍ୱନି ଉଚ୍ଚାରଣ ହୋମ,ଯଜ୍ଞ ସହ ମାଁ ପୁଣ୍ୟମାସୀ ଓ ବ୍ରଜବିହାରୀଙ୍କୁ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବା ପରେ ସଖୀ ମାନେ ନୃତ୍ୟ ମାଧ୍ୟମରେ ଭଗବାନଙ୍କୁ ବନ୍ଦାପନା କରି ମହାଆଳତୀ କରିଥାନ୍ତି ।ଏନେଇ ବିନିକା କଂସାରିପଡ଼ା ବାସୀ ଏକତ୍ରିତ ହୋଇ ଘଣ୍ଟ,ଶଙ୍ଖ ହୁଳହୁଳି ଧ୍ବନିରେ ପ୍ରଭୁଙ୍କୁ ସ୍ୱରଣ କରିବା ପରେ ମହୋତ୍ସବର ଶୁଭାରମ୍ଭ ହୋଇଥିଲା ।ପରେ ସମସ୍ତେ ନିଷ୍ଠାପର ସହିତ ଭଗବାନ ଶ୍ରୀକୃଷ୍ଣ,ବଳରାମ,ପଞ୍ଚବିଦ୍ୟା କୁ ଯଥାରୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। କମିଟି ସଭାପତି ମନୋଜ ଦାସ,ସମ୍ପାଦକ ଚିତ୍ତରଞ୍ଜନ ଦାସ,ଗୁରୁ ମନୋଜ,ରଘୁନାଥ ମାହାଣା, ଶିବଶଙ୍କର ଦାସ ପ୍ରମୁଖଙ୍କ ସହ ସୂର୍ଯ୍ୟ କୁମାର ଦାସ,ସୀତାରାମ ଦାସ,ସଞ୍ଜୟ ସାହୁ,ରମାକାନ୍ତ ଦାସ,ଜୟନାରାୟଣ ଦାସ,ଜିଶୁ ସାହୁ,ଦେବାଂଶୁ ସାହୁ ଓ ନୃତ୍ୟ କଳା ପରିଷଦର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like