-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||     

HOME   ଜିଲ୍ଲା

୧୭ରୁ ୩୦ ନଭେମ୍ବର ପର୍ଯ୍ୟନ୍ତ କୁଷ୍ଠ ନିରାକରଣ ଅଭିଯାନ

10-Nov-2025



ନୂଆପଡ଼ା,ସିନାପାଲି(ପରମେଶ୍ୱର ମେହେର): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୭ ମସିହା ସୁଦ୍ଧା ଓଡିଶାକୁ କୁଷ୍ଠ ମୁକ୍ତ କରିବା ଲକ୍ଷ୍ୟ ରଖିଥିବା ପରିପ୍ରେକ୍ଷିରେ ନୂଆପଡ଼ା ଜିଲ୍ଲାରେ ଆସନ୍ତା ୧୭ ନଭେମ୍ବରରୁ ୩୦ ନଭେମ୍ବର ପର୍ଯ୍ୟନ୍ତ ବ୍ୟାପକ କୁଷ୍ଠ ନିରାକରଣ ଅଭିଯାନ ଆରମ୍ଭ ହେବ । ଏନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସମସ୍ତ ପ୍ରସ୍ତୁତି ସମାପ୍ତ କରିଛି । ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଲୁକ୍କାଇତ କୁଷ୍ଠ ଛଉଙ୍କୁ ଚିହ୍ନଟ କରି ତାଙ୍କର ସମୟୋଚିତ ଚିକିତ୍ସା, କୁଷ୍ଠ ରୋଗ ପ୍ରତି ସମାଜରେ ଥିବା ଭ୍ରମ ଓ ଘୃଣା ଦୂର କରିବା, ସଂକ୍ରମଣ କୁ ରୋକିବା ଏବଂ କୁଷ୍ଠ ରୋଗ ନିମିତ୍ତ ଶାରୀରିକ ବିକଳାଙ୍ଗ ହୋଇଥିବା ରୋଗୀମାନଙ୍କୁ ଚିହ୍ନଟ କରି ମାଗଣାରେ ଅସ୍ତ୍ରୋପଚାର ସୁବିଧା ଦେବା । ଅଭିଯାନ ସମୟରେ ସମସ୍ତ ଆଶା କର୍ମୀ ଏବଂ ସ୍ୱାସ୍ଥ୍ୟ କର୍ମୀମାନେ ଘରେଘରେ ପହଞ୍ଚି କୁଷ୍ଠ ସନ୍ଦେହାସ୍ପଦ ଛଉମାନଙ୍କୁ ଚିହ୍ନଟ କରି ନିକଟସ୍ଥ ଚିକିତ୍ସାଳୟ କୁ ପଠାଇବେ । ସେଠାରେ ଡାକ୍ତରମାନେ ଯଦି ରୋଗୀକୁ କୁଷ୍ଠ ରୋଗୀ ବୋଲି ନିଶ୍ଚିତ କରିବେ ତେବେ ତାଙ୍କୁ ମାଗଣାରେ ଔଷଧ ଦେଇ ସମ୍ପୂର୍ଣ୍ଣ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ।ଏହି ଅଭିଯାନ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧନେଶ୍ୱର ସେଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ, କୁଷ୍ଠ ରୋଗ ନିରାକରଣ ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ତନ୍ମୟ ତ୍ରିପାଠୀଙ୍କ ନେତୃତ୍ୱରେ ପରିଚାଳିତ ହେବ । ଏଥିରେ ଡିଏଲସି ଡାକ୍ତର ଅନିତା ସାହୁ ସହଯୋଗ ପ୍ରଦାନ କରୁଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଲୋକମାନଙ୍କୁ ଆହ୍ୱାନ କରିଛି, ଯଦି କେହି ନିଜ ଘର ପରିବାର କିମ୍ବା ପଡ଼ୋଶରେ କୁଷ୍ଠ ସନ୍ଦେହାସ୍ପଦ ସ୍ୱାସ୍ଥ୍ୟ ସମସ୍ୟା ଦେଖନ୍ତି, ତେବେ ତାହାକୁ ଲୁଚାଇ ରଖିବେ ନାହିଁ, ସ୍ୱାସ୍ଥ୍ୟ କର୍ମୀଙ୍କୁ ତତ୍କ୍ଷଣାତ୍ ସୂଚନା ଦେବେ କାରଣ କୁଷ୍ଠ ଚିକିତ୍ସାଯୋଗ୍ୟ ଏବଂ ସମ୍ପୂର୍ଣ୍ଣ ଭାବେ ଆରୋଗ୍ୟ ହୋଇଯାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026
  ଜିଲ୍ଲା  
ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   05-Jul-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
*ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   05-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026

You Might Also Like