-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବାର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକ ବିଦ୍ୟାଳୟସ୍ତରୀୟ କବାଡି, ଫୁଟବଲ ଚୟନ ଶିବିର

10-Nov-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବିଦ୍ୟାଳୟ ସ୍ତରୀୟ କବାଡି, ଫୁଟବଲ ଖେଳାଳୀ ଚୟନ ଶିବିର ଘଣ୍ଟାପଡା ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି |ବ୍ଲକ କ୍ରୀଡା ସମ୍ପାଦକ ସୁଦାମ ଚରଣ ମିଶ୍ର ଙ୍କ ନେତୃତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମ ର ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଳି, ସମ୍ମାନିତ ଅତିଥି ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପୀତବାସ ପଣ୍ଡା, ନୁଆଁପାଲି ଆଦିବାସୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅନନ୍ତ ଚରଣ ଖେତୀ ଯୋଗଦେଇ

ପ୍ରତିଯୋଗିତା କୁ ଉଦଘାଟନ କରିଥିଲେ l ୧୪ଓ ୧୭ବର୍ଷ ରୁ କମ ବାଳକ ଓ ବାଳିକା ବିଭାଗ ରେ ପ୍ରାୟ ୧୫୦ପ୍ରତିଯୋଗୀ ଯୋଗଦେଇଥିଲେ |ଖେଳ ପରିଚାଳନା ରେ କ୍ରୀଡା ଶିକ୍ଷକ ପଞ୍ଚାନନ ପ୍ରଧାନ, ଅରୁଣ ଖଟୁଆ, ଶଶୀଭୁଷଣ ପ୍ରଧାନ, ଆଦିନାଥ ଦାସ, ବିଶ୍ୱଜିତ ପ୍ରଧାନ, ମହେନ୍ଦ୍ର କୁମାର ସାହୁ,

ପ୍ରଦୀପ ପ୍ରଧାନ,ପ୍ରଦୀପ ରାଉତ, ସନ୍ତୋଷ ସାହୁ ଓ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ |ଏହି ଶିବିର ରେ ଚୟନ ହୋଇଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ଶିବିର ରେ ଯୋଗଦେବେ ବୋଲି ସମ୍ପାଦକ ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବାର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026

You Might Also Like