-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ହର୍ଷ ବର୍ଦ୍ଧନ କୁ ଜନ୍ମ ଦିନ ର ଶୁଭେଚ୍ଛା ଜଣାଇଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*

10-Nov-2025



ସୋନପୁର( ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ଶ୍ରୀ ନରସିଂହ ବାବା ଙ୍କ ମନ୍ଦିର ରେ ବାଳକ ହର୍ଷ ବର୍ଦ୍ଧନ ର ୧୬ ତମ ଜନ୍ମ ଦିନ ନିରାଡମ୍ବର ରେ ପାଳିତ ହୋଇ ଯାଇଛି l ସକାଳେ ଶ୍ରୀ ନରସିଂହ ବାବା ଙ୍କ ଠାରେ ତାଙ୍କ ପରିବାର ଓ ପାଖ ପଡ଼ୋଶୀ ମହିଳା ମାନଙ୍କ ଦ୍ବାରା ପୁଜା ଅର୍ଚ୍ଚନା କରାଯାଇ ବାବା ଙ୍କୁ ନୂତନ ବସ୍ତ୍ର ପରିଧାନ ଓ ରୂପା ମୁକୁଟ ପରିଧାନ ସହ ମିଷ୍ଟାନ୍ନ ଭୋଗ ଅର୍ପଣ କରା ଯାଇଥିଲା l ପ୍ରଭୁ ଙ୍କ ଠାରେ ଆଳତୀ ଲାଗି ହେଲା ପରେ ପରେ ହର୍ଷ ବର୍ଦ୍ଧନ ଙ୍କ ସାଙ୍ଗ ସାଥି ଶୁଭେଛୁ ମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରା ଯାଇଥିଲା l ଆଜି  ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଭିଡିଓ କଲ୍ ଜରିଆ ରେ ହର୍ଷ ବର୍ଦ୍ଧନ କୁ ଜନ୍ମ ଦିନ ର ଶୁଭ କାମନା ଜଣାଇ ଉତ୍ସାହିତ କରିଥିଲେ  ଓ ଦୀର୍ଘାୟୁ କାମନା କରି ଶିକ୍ଷା ତଥା ସବୁ କ୍ଷେତ୍ରରେ ସଫଳତା କାମନା କରି ଥିଲେ l କଟକ ର ବରିଷ୍ଠ ଡ଼ାକ୍ତର ହୋତା ଶ୍ରୀ ଜଗନ୍ନାଥ ଙ୍କ ଭୋଗ ପଠାଇ ହର୍ଷ ବର୍ଦ୍ଧନ ଙ୍କ ଆରୋଗ୍ୟ ଓ ଦିର୍ଘାୟୁ କାମନା କରିଥିଲେ l ଆଜି ସନ୍ଧ୍ୟାରେ ଏହି ସମୟରେ ଚନ୍ଦନ ଟ୍ରିଉ ଟରିଆଲ ର ସମସ୍ତ ଛାତ୍ର ଛାତ୍ରୀ, ଶିକ୍ଷକ ଓ ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଜିଲ୍ଲା ଶାଖା କର୍ମକର୍ତ୍ତା ସଂଘ ର ସଦସ୍ୟ ଯୁଧିଷ୍ଠିର ସାହୁ ଙ୍କ ଘରେ ପହଞ୍ଚି ତାଙ୍କ ପୁଅ ହର୍ଷ ବର୍ଦ୍ଧନ କୁ ଶୁଭେଛା ଜଣାଇ ଥିଲେ l ଭାରତ ଇତିହାସ ର ସମ୍ରାଟ ହର୍ଷ ବର୍ଦ୍ଧନ ଯେମିତି ପ୍ରଜା ବତ୍ସଳ, ଦରଦୀ, ସ୍ନେହୀ ଓ ଉଦାର ଥିଲେ , ସୋନପୁର ର ଏ ବାଳକ ହର୍ଷ ବର୍ଦ୍ଧନ ର ମଧ୍ଯ ଉଜ୍ଜ୍ବଳ ଭବିଷ୍ୟତ ଗଢି ଉଠୁ ବୋଲି ତାରି ଜନ୍ମ ଦିନ ରେ ସହର ର ସମସ୍ତ ଶୁଭେଛୁ ମା ସୁରେଶ୍ଵରୀ ଓ ନରସିଂହ ବାବା ଙ୍କୁ ପ୍ରାର୍ଥନା କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like