-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

10-Nov-2025



 ବିଭିନ୍ନ ପ୍ରକାରର  ୧୨୨ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ 

ରିପୋର୍ଟ: ଅରବିନ୍ଦ ମିଶ୍ର

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ଇଚ୍ଛାପୁର କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ  ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୨୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୦୯ ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୧୨  ଗୋଟି ସାମୁହିକ ଦରଖାସ୍ତ  ଓ ଗୋଟିଏ  ଚିକିତ୍ସା ପାଇଁ ଆର୍ଥିକ ସହାୟତା ନିମନ୍ତେ  ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୬ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିରରେ ସମାଧାନ କରାଯାଇଥିଲା। 

ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରା ଯାଇଛି। ବିଡ଼ିଓ, ଡୁଙ୍ଗୁରିପାଲି ଶ୍ରୀ ଦିଲୀପ କୁମାର ବାଡ଼ାଙ୍କ  ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ  ଶୁଣାଣିରେ , ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବସୁବର୍ଣ୍ଣପୁର,  ରାଜେନ୍ଦ୍ର ମାଝୀ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର, ଶ୍ରୀମତୀ ସୁମ୍ୟାରୁପା ରଥ, ସରପଞ୍ଚ, ଇଚ୍ଛାପୁର ଗ୍ରାମ ପଞ୍ଚାୟତ,  ଶ୍ରୀ ପ୍ରଶାନ୍ତ କୁମାର ସାହୁଙ୍କ  ସମେତ  ତହସିଲଦାର, ଡୁଙ୍ଗୁରିପାଲି, ବିମଳ କିଶୋର ପତ୍ର  ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ଗ୍ରାମରେ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ଓ ଉପଶମ ଶିବିରରେ ଚାରି ଜଣ ଭିନ୍ନକ୍ଷମ

ହିତାଧିକାରୀ ୧. ଯଶୋବନ୍ତି ଭୁଏ ପିତା - ଗୁପେ ବାଗ               ନି - ସନଫଟାମୁଣ୍ଡା, ଗ୍ରା.ପ - ଇଚ୍ଛାପୁର,୨. ବୁଧୁ ପଟେଲ ପିତା - ଥବିର ପଟେଲ, ନି - ସାହଜ ବହାଲ,  ଗ୍ରାମ ପଞ୍ଚାୟତ - ଇଚ୍ଛାପୁର, ୩. ପିଙ୍କି ସାହୁ ପିତା - ଦେବାନନ୍ଦ ସାହୁ, ନି - ସାହାଜ୍ ବାହଲ, ଗ୍ରାମ ପଞ୍ଚାୟତ - ଇଚ୍ଛାପୁର ଓ ୪. ପୁରୁଷୋତ୍ତମ ଅଦାବର ପିତା - ରସିକ ଅଦାବର    ନି - ଶାନ ଫଟାମୁଣ୍ଡା ଇଚ୍ଛାପୁର ଗ୍ରାମ ପଞ୍ଚାୟତଙ୍କୁ  ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ୍ ସାହୁଙ୍କ ଦ୍ଵାରା ହ୍ବିଲ ଚେୟାର ପ୍ରଦାନ କରାଯାଇ ଥିଲା। ତଦୋପରି ମଧୁବାବୁ ପେନସନ ଯୋଜନରେ ଦୁଇ ଜଣ ଭିନ୍ନକ୍ଷମ ହିତାଧିକାରୀ ୧. ଶାନ୍ତି ପଟେଲ, ନି - କନ୍ଧମୁଣ୍ଡା ୨. ଆୟୁଷ୍ରୀ  ଦୀପ ନି - ସାହାଜ ବାହାଲ , ଇଚ୍ଛାପୁର ଗ୍ରାମ ପଞ୍ଚାୟତଙ୍କୁ  ଭିନ୍ନକ୍ଷମ ଭତ୍ତା ଓ ୩. ଦ୍ରୌପଦୀ ବିଶି  ନି - ମହୁଲପାଣି, କର୍ଲାଜୁରି ଗ୍ରାମ ପଞ୍ଚାୟତଙ୍କୁ ବିଧବା ଭତ୍ତା ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like