-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା କେବଳ ପ୍ରହସନ ମାତ୍ର*

10-Nov-2025



ଡାବୁଗାଁ(ପ୍ରିୟଦର୍ଶିନୀ ପାତ୍ର)
 ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ବ୍ଲକ ସଦରମହକୁମା ସ୍ଥିତ କଲେଜ ଷ୍ଟାଡିୟମ୍ ଠାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ସୋମବାର  ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧରି ଯୋଗ ଦେଇ ମାଛ ଚାଷ ଓ ଗୋପାଳ , ପଶୁପକ୍ଷୀ ଙ୍କ ପାଳନ ଉପରେ ଆଲୋଚନା କରିଥିଲେ ହେଲେ ଶୁଣିବା ପାଇଁ ଚାଷୀ କମ୍ ଥିବା ବେଳେ ସରକାରୀ ଅଧିକାରୀ ଅଧିକ ମାତ୍ରାରେ ଯୋଗ ଦେଇଥିଲେ । ପରିଚାଳନା କରୁଥିବା ଅଧିକାରୀ ଙ୍କ କହିବା ଅନୁସାରେ ଚାଷୀ କିପରୀ ମତ୍ସ୍ୟ ଚାଷ ଓ ପ୍ରାଣୀସମ୍ପଦ , ପଶୁ ପାଳନ ଉପରେ ବୁଝି ପାରିବେ ସେନେଇ ସରକାର ଅନେକ ଚେଷ୍ଟା କରୁଛନ୍ତି କିନ୍ତୁ କିଛି ଅଧିକାରୀ ଚାଷୀ ଙ୍କୁ ଅବଗତ ନ କରି ଏପରି କାର୍ଯ୍ୟକ୍ରମ କରୁଛନ୍ତି ଯାହା ଫଳରେ ମୁଖ୍ୟ ଚାଷୀ ଏହି ବିସୟରେ ଜାଣିପରୁନାହାନ୍ତି । କିଛି ଚାଷୀ ଙ୍କୁ ଖବର ଦେଇ କାର୍ଯ୍ୟକ୍ରମ ଅନୁଷ୍ଠିତ କରୁଛନ୍ତି। ଆଖ ପାଖରୁ କିଛି ଚାଷୀଙ୍କୁ ସଖାଳ ୮ଘଣ୍ଟା ସମୟରୁ ଡକା ଯାଇଥିଲା କିନ୍ତୁ କାର୍ଯ୍ୟକ୍ରମ ୧୨ଘଣ୍ଟା ସମୟରେ ଆରମ୍ଭ ହେଲା। ଖାଲି ସେତିକି ନୁହଁ କାଗଜପାତ୍ର ରେ ଦୁଇ ଶାହରୁ ଉର୍ଦ୍ଧ ଚାଷି ଆସିଥିବା ଦର୍ଶା ଯାଇଛି କିନ୍ତୁ ମିଳିଥିବା ସୂଚନା ପ୍ରକାରେ ପ୍ରାୟ ୧୫୦ ଜଣକ ପାଇଁ ରସେଇ ହୋଇଥିବା ଜଣାପଡିଛି ତାହାବି ଚାଷୀମାନଙ୍କୁ କିଭଳି ଖାଦ୍ୟ ଦିଆହେଲା ତାହା ନ କହିବା ଭଲ। ଏହି କାର୍ଯ୍ୟକ୍ରମ ପାଇଁ ୩ଲକ୍ଷ ୬୦ହଜାର ଟଙ୍କା ଆସିଥିବା ବେଳେ ଅନ୍ତତଃ ଚାଷି ଭାଇ ମାନଂକୁ ଭଲ ଖାଦ୍ୟ ଦେଇ ପାରିଥାନ୍ତେ। ଖାଇବା ତ ଦୂରର କଥା ପିଇବା ପାଣିର ମଧ୍ୟ ବ୍ୟବସ୍ଥା କରିନଥିଲେ ଦାଇତ୍ୱରେ ଥିବା ପ୍ରାଣୀ ସମ୍ପଦ ବିଭାଗର ଅଧିକାରୀ ମାନେ। ଏନେଇ ଡ଼ାବୁଗାଁ ରେ ମାଛ ଚାଷ କରୁଥିବା ଚାଷୀଙ୍କ ମନରେ ଆସନ୍ତୋସ ପାଇଛି । ଖବର ଥାଉକି ପ୍ରାଣୀସମ୍ପଦ ବିଭାଗ କୁ ଉକ୍ତ କାର୍ଯ୍ୟକ୍ରମ କୁ ତଦାରଖ କରିବାକୁ ନିର୍ଦ୍ଦେଶ ରହିଛି କିନ୍ତୁ କିଛି ଚାଷୀ ଙ୍କୁ ଡାକି ପ୍ରାଣୀ ବିଷୟରେ କହିବା ତାହା ଚାଷୀ ଙ୍କୁ ଉପହାସ କରିବା ଭଳି ହେଉଛି। ଏହି ମେଳାରେ ଲୋକଙ୍କ ଅଭାବ ଦେଖୀ କଲେଜ ଛାତ୍ର ଛାତ୍ରୀ ଙ୍କ ଗହଳି ହୋଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like