-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||     

HOME   ଜିଲ୍ଲା

କୂଟାସିଂହ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

10-Nov-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହ। ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହି ଶିବିର ରେ ସରପଞ୍ଚ ଡିଗ୍ରୀ ମେହେର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୁଦ୍ରପ୍ରସାଦ ସୁନା , ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ୍ ଧୀରେନ୍ଦ୍ର ମେହେର, ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ମଞ୍ଚାସିନ ଥିଲେ ।ଏହି କାର୍ଯ୍ୟକ୍ରମ ରେ ସର୍ବମୋଟ 21 ଗୋଟି ଅଭିଯୋଗ ଉପରେ ଶୁଣାଣି ହୋଇଥିଲା । ଏଥିରେ ବ୍ଲକ ର ସର୍ବେଶ୍ଵର ପଟେଲ ,  ଆର ଆଇ ମନୋଜ ଗହିର , ଏଲ ଆଇ ମଧୁମିତା ମିଶ୍ର , ଭିଏଲ୍ ଡ ବ୍ଲୁ ବସନ୍ତ ମାଝୀ , ଅଂଶୁମାନ ଦେବ ବାବୁ , ସୁନିଲ ସାହୁ , ହିମାଂଶୁ ପୁଟେଲ , ସୁଶାନ୍ତ ମହାକୁର , ସି ଆର ସି ସି ନିରଞ୍ଜନ ପଧାନ, ଜ୍ଞାନରଂଜନ ସା ପ୍ରମୁଖ ଉପସ୍ଥିତ ଥିବାବେଳେ ପଞ୍ଚାୟତ ରୁ ପି ଇ ଓ ଅମର କୁମାର କୁଅଁର , ଜି ଆର ଏସ ସୁଦର୍ଶନ ମେହେର ଉପସ୍ଥିତ ରହି ଅଭିଯୋଗ ଶୁଣାଣି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026

You Might Also Like