-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||     

HOME   ଜିଲ୍ଲା

*୨.୫ କ୍ଵିଣ୍ଟାଲ ଗଞ୍ଜେଇ ସହ ବଲେରୋ ଜବତ; ୨ ଅଭିଯୁକ୍ତ ଗିରଫ*

10-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ପୋଲିସକୁ ମିଳିଛି ପୁଣି ଏକ ସଫଳତା । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନାକୁ  ଚୋରା ଗଞ୍ଜେଇ ଚାଲାଣ ହେଉଥିବା ନେଇ ଏକ ବିଶ୍ବସ୍ତ ସୂତ୍ରରୁ ଖବର ମିଳିଥିଲା । ସୋମବାର ଦିନ ସକାଳୁ ୫.୩୦ ମିରେ ସମୟରେ ବଡଫଟାମୁଣ୍ଡା ଖେଳ ପଡିଆ ଏନଏଚ-୨୬ ଠାରେ ପୋଲିସ ପକ୍ଷରୁ ଏଏସଆଇ ସୁକାନ୍ତ କୁମାର ଜେନା ଙ୍କ ନେତୃତ୍ବରେ ଏକ ଟିମ୍ ତଲାସି ଚଲାଇଥିବା ବେଳେ ବଲାଙ୍ଗୀର ପଟରୁ ଏକ ଧଳା ରଙ୍ଗର ନୂଆ ବୋଲେରୋ ଗାଡ଼ି ଆସୁଥିବା ଦେଖି ତାକୁ ଅଟକାଇ ଯାଞ୍ଚ କରିଥଲେ । ଗାଡି ରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଦେଖିବାକୁ ପାଇଥିଲେ ପରେ ଗାଡି ଚାଳକ ଓ ଜଣେ ଯୁବକ କୁ ପୋଲିସ ଅଟକ ରଖିଥିଲେ । ପରେ ଏନଡିପିଏସ ଆଇନ ଅନୁଯାୟୀ ମାଜିଷ୍ଟ୍ରେଟ ଓ ସାକ୍ଷୀଙ୍କ ଉପସ୍ଥିତ ତଲାସୀ କରାଯାଇ ନୂଆ ବୋଲେରୋ ଗାଡିରେ ୯ଟି ବ୍ୟାଗ ଥିବା ଦେଖିବାକୁ ମିଳିଥିଲା । ୯ଟି ବ୍ୟାଗକୁ ଖୋଲିଲା ପରେ ସେଥିରୁ ୧୨୫ଟି ଗଞ୍ଜେଇ ଭର୍ତ୍ତି ପ୍ୟାକେଟ ବାହାରିଥିଲା । ପ୍ରତି ପ୍ୟାକେଟ ରେ ୨ କିଲୋ ଗଞ୍ଜେଇ ଥିଲାବେଳେ ମୋଟ ଓଜନ ୨ କ୍ୱଣ୍ଟାଲ ୪୯ କେଜି ୬୧୦ଗ୍ରାମ ଥିବା ଜଣାପଡିଥିଲା । ପରେ ୨ ଅଭିଯୁକ୍ତ ସୁରେନ୍ଦ୍ର ବିଶ୍ବାକର୍ମା (୩୦) ଓ ଦିପାଂଶୁ ସିଂ (୨୪) ଫତେପୁର ଜିଲ୍ଲା ହାଟଗାଁଓ ଥାନା, ଉତ୍ତରପ୍ରଦେଶର ବୋଲି ଜଣାପଡିଛି । ସେମାନେ ବୌଦ୍ଧ ଜିଲ୍ଲାରୁ ଉତ୍ତରପ୍ରଦେଶ କୁ ଚୋରା ଗଞ୍ଜେଇ ଚାଲାଣ କରୁଥିବା ସୂଚନା ଦେଇଥିଲେ । ସରକାରୀ ହିସାବରେ ଚୋରା ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ଥିବାବେଳେ ବାହାର ବଜାର ମୂଲ୍ୟ ପ୍ରାୟ ୨୫ କୋଟି ଟଙ୍କା ହେବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏସପି ନାରାୟଣ ନାୟକ ସୂଚନା ଦେଇଛନ୍ତି । ଏ ନେଇ ଡୁଙ୍ଗୁରିପାଲି ଥାନାରେ କେସ ନଂ ୨୧୯ ତା୧୦/୧୧/୨୫ U/s-20(b)C/29 NDPS ଆକ୍ଟ ଅନୁଯାୟୀ ମାମଲା ରୁଜୁ ହେବା ସହ ଏସଆଇ ପ୍ରେମରାଜ ସାହୁ ମାମଲା ର ତଦନ୍ତ କରୁଛନ୍ତି । ଆହୁରି ମଧ୍ୟ ଏସପି ଶ୍ରୀ ନାୟକ ସୂଚନା ଦେଇଛନ୍ତି ଯେ ସୁବର୍ଣ୍ଣପୁର ପୋଲିସ ଗତ ୬ ମାସ ମଧ୍ୟରେ ୯୫ ରୁ ଅଧିକ NDPS ମାମଲା ରୁଜୁ କରି ୧୩୫ ଲୋକଙ୍କୁ ଗିରଫ କରିବା ସହ ୫୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୫୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ କରିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026

You Might Also Like