-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ପ୍ରତିଯୋଗିତା ମହକ ଓ ଉତ୍ସାହ ରେ ଯୋଗଦେବା ପାଇଁ ଗସ୍ତ

10-Nov-2025



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲାରେ କେନ୍ଦ୍ର ଓ ରାଜ୍ୟ ସ୍ତରରୁ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ଵାରା ଜିଲ୍ଲା ପ୍ରଶାସନ ମାଧ୍ୟମରେ ଜିଲ୍ଲାରେ ଅବସ୍ଥିତ ଥିବା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଥିବା ୫ ଟି ଶିଶୁ ଯତ୍ନ ଅନୁଷ୍ଠାନ ର ଶିଶୁ ମାନଙ୍କୁ ଜିଲ୍ଲା ସ୍ଥରରେ ରାଜ୍ୟ ସ୍ତରୀୟ ମହକ ଓ ଉତ୍ସାହ ପ୍ରତିଯୋଗିତା ହେବାକୁ ଥିବା କଳିଙ୍ଗ ଷ୍ଟାଡିୟମ୍,ଭୁବନେଶ୍ୱର ଠାରେ ଅଂଶ ଗ୍ରହଣ କରିଥିବା ପ୍ରଥମ ,ଦ୍ଵିତୀୟ ଓ ତୃତୀୟ କୃତି ଶିଶୁ ମାନଙ୍କୁ ଜିଲ୍ଲା ସ୍ତରରୁ ରାଜ୍ୟ ସ୍ତରରେ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ସାମାଜିକ କର୍ମୀ ଶ୍ରୀଯୁକ୍ତ ହରିବନ୍ଧୁ ରାଉତ୍ କୁ ଶିଶୁ ମାନଙ୍କୁ ସୁରକ୍ଷା ଓ ନେବା ,ଆଣିବା ଏବଂ ଅଂଶ ଗ୍ରହଣ କରିବା ପାଇଁ ପଠାଯାଇଛି।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ଡ.ଅନୁପମା ପ୍ରଧାନ ସମସ୍ତ ଶିଶୁ ମାନଙ୍କୁ ଗସ୍ତ ସମୟରେ ବିଜୟୀ ହେବା ପାଇଁ ଉତ୍ସାହିତ କରିବା ସହ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ପ୍ରୋଗ୍ରାମ ଅଫିସର୍ ଆଶିଷ ନାୟକ,ସାମାଜିକ କର୍ମୀ ଅରୁଣ କୁମାର ଖିଆସ, ଆଇନ୍ ପରିବିକ୍ଷକ ଅଧିକାରୀ ଦିଗାମ୍ବର  କର,ଗଣେଶ ସୁନା, ପାର୍ବତୀ ଗିରି ବାଳ ନିକେତନ ର ଆଶିଷ ଖମାରୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026

You Might Also Like