-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

ଶିକ୍ଷାମନ୍ତ୍ରୀ ଙ୍କ ଜିଲ୍ଲା ର ବଟକରି ବିଦ୍ୟାଳୟରେ ଛାତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଗୁଲଜ -,,,, ୧୫ଦିନ ଵିତିଯାଇ ଥିଲେ ବି ଜିଲ୍ଲା ଶିକ୍ଷାଧିକାରୀ ଓ ବ୍ଳକ ଶିକ୍ଷା ଅଧିକାରୀ କୁମ୍ଭ କର୍ଣ୍ଣ ନିଦ୍ରାରେ

11-Nov-2025



(ପ୍ରିୟଦର୍ଶିନୀ ପାତ୍ର,)
  ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଳକ ଅନ୍ତର୍ଗତ ବଟକରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ  ରେ ଛାତ୍ରୀ ମାନଙ୍କୁ ଅଭଦ୍ର ଭାଷାରେ ଗାଳି ଗୁଲଜ'ଅଶାଳୀନ ବ୍ୟବହାର କରୁଥିବା ଶିକ୍ଷକ ଶଙ୍କର ମାଠା ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କେଶବ ଦିଶାରୀଙ୍କ ବିରୁଦ୍ଧରେ  ଅଭିଯୋଗ ଆଣି ବିଦ୍ୟାଳୟ ଘେରାଉ କରିଥିଲେ ଗ୍ରାମବାସୀ  ସମୁହ ଓ ଛାତ୍ରୀ ମାନେ।
 ବିଦ୍ୟାଳୟର ଶିକ୍ଷକ ଶଙ୍କର ମାଠା ବିଦ୍ୟାଳୟରେ ଛାତ୍ରି ମାନଂକୁ ସବୁବେଳେ ଦୁର୍ବ୍ୟବହାର କରିବା ସହ ଅଭଦ୍ର ଭାଷାରେ ଗାଳି କରୁଛନ୍ତି। ବିଦ୍ୟାଳୟର ହଷ୍ଟେଲ ଦାୟିତ୍ୱ ନିଜେ ପ୍ରଧାନ ଶିକ୍ଷକ ନେଇଥିବା ବେଳେ ହଷ୍ଟେଲ ରେ କେହିବି ଶିକ୍ଷକ ରହୁ ନାହାନ୍ତି।
ମଧ୍ୟାହ୍ନ ଭୋଜନ ଠିକ ଭାବରେ ଦିଆଯାଉ ନାହିଁ ଓ ଖାଦ୍ୟ ନିମ୍ନମାନର ଦିଆଯାଉଛି। ଉପସ୍ଥାନ ଅଧିକ ଦେଇ ଶିକ୍ଷକ କାମ କରୁଛନ୍ତି।ଖାଲି ଏତିକି ନାହିଁ ଛାତ୍ର ଛାତ୍ରୀଙ୍କୁ ଦୁଇବର୍ଷ ହେବ ଷ୍ଟାଇପେଣ୍ଡ ପଇସା ମଧ୍ୟ ପ୍ରଧାନ ଶିକ୍ଷକ ନ ଦେଇ ନିଜେ ଆତ୍ମସାତ କରିଥିବା ଅଭିଯୋଗ ଆଣିଲେ ବିଦ୍ୟାଳୟର ସଭାପତି।
 ପ୍ରାଧନ ଶିକ୍ଷକ ଜାଲ ସନ୍ତକ କରି ବିଦ୍ୟାଳୟର ପଇସା ହେରଫେର କରୁଛନ୍ତି ଏବଂ ହିସାବ ମାଗିଲେ କଥାକୁ ବୁଲାଇ ଦେଉଛନ୍ତି। ବିଦ୍ୟାଳୟରେ ଛାତ୍ର ଛାତ୍ରୀ ଙ୍କୁ ଫାଳେ ଅଣ୍ଡା ଦେଇ ଶିକ୍ଷକ ମାନେ ମାସକ 2ଥର ଚିକେନ ରନ୍ଧନ  କରି ଖାଉଛନ୍ତି ତାହାବି ଛାତ୍ର ଛାତ୍ରୀଙ୍କ ସାମନା ରେ ବିଚିତ୍ର ଶିକ୍ଷକ ଅଟନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି।
ପ୍ରଧାନ ଶିକ୍ଷକ ଅଧିକାଂଶ ସମୟରେ ବିଦ୍ୟାଳୟ କୁ ନ ଆସି ଗାଁ ଗହଳିରେ ଡାକ୍ତର କାମ କରି ଦୁଇପଇସା ରୋଜଗାର କରୁଥିବା ଭଳି ବିଭିନ୍ନ ଅଭିଯୋଗ ଆଣିଥିଲେ ଗ୍ରାମବାସୀ।
 ଶିକ୍ଷା ମନ୍ତ୍ରୀ ଙ୍କ ଜିଲ୍ଲାରେ ଏଭଳି ଘଟଣା କତେଦୂର ଯୁକ୍ତିଯୁକ୍ତ।ଏହି ଘଟଣା ବିଷୟରେ ପୂର୍ବରୁ ପାପଡାହାଣ୍ଡି ଶିକ୍ଷା ଅଧିକାରୀ ଗ୍ରାମବାସୀ ୩ ଥର  ଅଭିଯୋଗ କରିଛନ୍ତି ଏବଂ ଜିଲ୍ଲା ଗୋଷ୍ଠୀ  ଶିକ୍ଷା ଅଧିକାରୀଙ୍କୁ 3 ଥର ଲିଖିତ ଭାବେ ଜଣାଇଥିଲେ କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇନାହାନ୍ତି ଜିଲ୍ଲା ପ୍ରଶାସନ।ଅବଗତ କରୁଛୁ ଯେ  ଯଥାଶୀଘ୍ର ଏହାର ସମାଧାନ ନ ହେଲେ  ବିଦ୍ୟାଳୟରେ ତାଲା ଦେବାକୁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ। ଶିକ୍ଷା ବିପର୍ଯ୍ୟୟ ର ମୁଖ୍ୟ କାରଣ ଉପରିସ୍ଥ  ଅଧିକାରୀଙ୍କ ଅଟନ୍ତି। ଶିକ୍ଷକ ଠାରୁ ହାତଗୁଞ୍ଜା ନେଇ ଘଟଣାଟିକୁ ଚାପି ଦେବାକୁ ଶିକ୍ଷା ଅଧିକାରି ଚୁପ ରହିବା ପରିସ୍ଥିତିରେ ଶିକ୍ଷାର ଅବନ୍ନତି ପାଇଁ ଶିକ୍ଷା ବିଭାଗ କୁ ଗ୍ରାମବାସୀ ଓ କମିଟି ସମ୍ପୂର୍ଣ୍ଣ ଦୋଷ ଦେଉଛନ୍ତି।ଏଵେ ପ୍ରଶାସନ ତରଫରୁ ପିଲାମାନଙ୍କ ଭବିଷ୍ୟତକୁ ପାଇଁ ଭାବୁଛନ୍ତି ନା ଆଉ କଣ ଚାଲିଛି ଵୁଦ୍ଧି ଜୀବୀ ମହଲରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like