-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକ ରେ ୬ଜଣ ଆଇଏଏସ ପ୍ରଶିକ୍ଷାର୍ଥୀ

11-Nov-2025



ଡାବୁଗାଁ (ପ୍ରିୟଦର୍ଶିନୀ ପାତ୍ର)ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡାଖୁଣ୍ଟା ଗ୍ରାମ ପଞ୍ଚାୟତ କୁ ଉତ୍ତରାଖଣ୍ଡ ମଶୁରି ତାଲିମ କେନ୍ଦ୍ରରୁ ନବରଙ୍ଗପୁର ଜିଲା କୁ ଆସିଥିବା ୧୨ ଜଣ  ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ପ୍ରଶିକ୍ଷାର୍ଥୀ ଙ୍କ ମଧ୍ୟରୁ ୬ ଜଣ ପ୍ରଶିକ୍ଷାର୍ଥୀ  ଡାବୁଗାଁ ବ୍ଲକ ଘୋଡାଖୁଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଆସି ପହଞ୍ଚିଥିଲେ l  ସେହି ୬ ଜଣକୁ  ସମ୍ବର୍ଦ୍ଧନା  ପ୍ରଶାସନ ଓ ବିଦ୍ୟାଳୟ ତରଫରୁ  ଦିଆଯାଇଥିଲା l ବିଡ଼ିଓ ଶରତ ମାଝି  ସମସ୍ତଙ୍କୁ ସ୍ୱାଗତ କରିବା ସହ ସମସ୍ତ ଙ୍କ ପରିଚୟ ପ୍ରଦାନ କରିବା ସହ ସମସ୍ତ କର୍ମଚାରୀ ଙ୍କ ପରିଚୟ ପ୍ରଦାନ କରିଥିଲେ l ୬ ଜଣଙ୍କ ମଧ୍ୟରେ ମୁଦିତା ବଂଶଲ, ଜାଭେଦ ମେଭ, କୌଶିକ ଭି, ସକ୍ସମ ଭାଟିଆ, ମୁସ୍କାନ ଶର୍ମା ଓ ବିଶାଳ ମହର ପ୍ରମୁଖ ପଶିକ୍ଷାର୍ଥୀ ମାନଙ୍କୁ ଉପଢୌକନ ଓ ଫୁଲ ତୋଡ଼ା ଦେଇ ସମ୍ବର୍ଦ୍ଧନା ଦିଆ ଯାଇଥିଲା | ବିଡିଓ ଶରତ ମାଝି ୧୨ ତାରିଖ ପର୍ଯ୍ୟନ୍ତ ର କାର୍ଯ୍ୟକ୍ରମ ସମ୍ପର୍କ ରେ ଅବଗତ କରାଇଥିଲେ l ଏଥି ସହିତ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କ ରେ ଅବଗତ କରାଇଥିଲେ l ଦେଶର ନବରଙ୍ଗପୁର ଜିଲା ର  ଡାବୁଗାଁ  ଆକାଂକ୍ଷା ବ୍ଲକ ହୋଇଥିବା ବେଳେ ଏଠାରେ କେନ୍ଦ୍ର ସରକାର ଙ୍କ କେଉଁ କେଉଁ କାର୍ଯ୍ୟକ୍ରମ ହାତ କୁ ନିଆଯାଇଛି ପଞ୍ଚାୟତ ରେ ଉନ୍ନୟନ ମୂଳକ କାର୍ଯ୍ୟ କିପରି ଚାଲିଛି, ଶିକ୍ଷା, ସ୍ୱାସ୍ଥ୍ୟ, ପରିମଳ, ମିଶନ ଶକ୍ତି, ସାଧାରଣ ବଣ୍ଟନ , ସାମାଜିକ ସୁରକ୍ଷା ଯୋଜନା  ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟ ବୁଲି ଦେଖିବେ l ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା,  ସିଡିପିଓ ମିନତୀ ଦାସ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଙ୍କେତ ନାୟକ, ବ୍ଲକ ଶିକ୍ଷାଧିକାରୀ ରଶ୍ମିତା ନେତାମ,  ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ  ପଦ୍ମନାଭ ଭାଲ୍ଲା,  ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଯୋଗାଣ ନିରିକ୍ଷକ ସିପ୍ରା ସାମଲ,  କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ ଦୀପକ ମିଶ୍ର, ଜନସ୍ୱାସ୍ଥ୍ୟ ସଂମ୍ପ୍ରସାରଣ ଅଧିକାରୀ ପୁଷ୍ପାରାଣୀ ସାମଲ, ଜଳ ଓ ପରିମଳ ବିଭାଗ କନିଷ୍ଠ ଜନ୍ତ୍ରୀ ରୋହିତ କିଶାନ, ଆକାଂକ୍ଷା ବ୍ଲକ ସହଭାଗୀ ମୋନଲ ପରିଡା, ସ୍ଥାନୀୟ ସରପଞ୍ଚ ଲୀଳାଦେଇ ମାଝି,  ପଞ୍ଚାୟତ ନିର୍ବାହୀ ଅଧିକାରୀ କାମିନୀ ହରିଜନ, ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡଙ୍କ ସମେତ  ସମସ୍ତ ବିଭାଗ ର ଅଧିକାରୀ ଓ କର୍ମଚାରୀ ସହଯୋଗ କରିବେ ବୋଲି ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like