-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||     

HOME   ଜିଲ୍ଲା

ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”

11-Nov-2025



ଭୁବନେଶ୍ବର(ପ୍ରେରଣା ଖବର): ରାଜ୍ୟରେ କାରଖାନା ମାନଙ୍କରେ ଉଭୟ ସୁରକ୍ଷିତ କାର୍ଯ୍ଯସ୍ଥଳୀ ଏବଂ ଶ୍ରମିକ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଥିବାରୁ ଶ୍ରମ  ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ର ମଞ୍ଜୁରୀ କ୍ରମେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ  ପକ୍ଷରୁ  ଭିନ୍ନ ଭିନ୍ନ ସୁରକ୍ଷା ସମ୍ପର୍କିତ  ପ୍ରସଙ୍ଗ ଉପରେ ତାଲିମ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ  ହୋଇଆସୁଅଛି।
        ସେହି କ୍ରମରେ ରାଜ୍ୟର କାରଖାନା ମାନଙ୍କରେ ସୁରକ୍ଷିତ ବିଦ୍ୟୁତ ପ୍ରୟୋଗ ପ୍ରତି ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ତା . ୧୧. ୧୧. ୨୦୨୫ ରିଖ  ଦିନ ରାଜ୍ୟ ଶ୍ରମ ପ୍ରତିଷ୍ଠାନ ଆନୁକୂଲ୍ୟରେ  ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ “ବିଦ୍ୟୁତ ସୁରକ୍ଷା” ଶୀର୍ଷକ ବିଷୟ ଉପରେ ଏକ ରାଜ୍ଯସ୍ତରୀୟ ତାଲିମ କର୍ମଶାଳା ଅନୁଷ୍ଠିତ ହୋଇଥିଲା ।
          ପୂର୍ବାହ୍ନରେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟର  ଉପନିର୍ଦ୍ଦେଶକ  (ସୁରକ୍ଷା), ଡଃ ମଳୟ କୁମାର ପ୍ରଧାନ  ଉଦବୋଧନ ଦେଇଥିଲେ। ଡ଼ଃ ପ୍ରଧାନ ତାଙ୍କ ଗୁରୁତ୍ୱପୂର୍ଣ୍ଣ ଉଦ୍ବୋଧନରେ କହିଥିଲେ ଯେ, ବିଦ୍ୟୁତ ସୁରକ୍ଷା ଏକ ଥରର କାର୍ଯ୍ୟ ନୁହେଁ, ଏହା ଏକ ଅବିରତ ଦାୟିତ୍ୱ। ସେ ସମସ୍ତଙ୍କୁ ସତର୍କ ରହିବା, ମାନକ ସୁରକ୍ଷା ପ୍ରକ୍ରିୟା ଅନୁସରଣ କରିବା, ଏବଂ ସୁରକ୍ଷାକୁ ନିୟମ ନୁହେଁ, ଅଭ୍ୟାସ ରୂପେ ଗଢ଼ି ତୋଳିବା ପାଇଁ ଆହ୍ୱାନ କଲେ।   
   ଏହା ସହିତ ଶ୍ରୀ ଲକ୍ଷ୍ମୀନାରାୟଣନ୍ ଡି, ଉପ ସାଧାରଣ ପ୍ରବନ୍ଧକ (ବିଦ୍ୟୁତ ରକ୍ଷା ବିଭାଗ) ମଧ୍ୟ କର୍ମଶାଳାରେ ଯୋଗ ଦେଇ ଥିଲେ। ଶ୍ରୀ ନାରାୟଣନ୍ ବିଦ୍ୟୁତ କାର୍ଯ୍ୟରେ କଠୋର ସୁରକ୍ଷା ମାନକ ରଖିବାର ଗୁରୁତ୍ୱ ବିଷୟରେ ଆଲୋକପାତ କଲେ। ସେ କହିଥିଲେ ଯେ, ନିରନ୍ତର ସତର୍କତା ଓ ସଠିକ ରକ୍ଷାପାଳନ ଦ୍ୱାରା ଦୁର୍ଘଟନା ରୋକି ମାନବ ଜୀବନକୁ ସୁରକ୍ଷିତ କରିପାରିବ। ପ୍ରତିଷ୍ଠାନ ପକ୍ଷରୁ ତାଲିମପ୍ରାପ୍ତ କରିଥିବା ୮୨ ଜଣ ଭିନ୍ନ ଭିନ୍ନ ବର୍ଗର କାରଖାନା ଅଧିକାରୀଙ୍କୁ ଉଦଯାପନୀ ସନ୍ଧ୍ୟାରେ ପ୍ରମାଣପତ୍ର ବିତରଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026

You Might Also Like