-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*

11-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ସଦର ଟାଉନ ହଲ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ମେଳାକୁ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର କୁମାର ମାଝୀ ଉଦଘାଟନ କରିଥିଲେ । ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ଼. ନୃପରାଜ୍ ସାହୁ, ଡ଼ା ରଞ୍ଜନ କୁମାର ଦାସ, ମୁଖ୍ୟବକ୍ତା ଭାବରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ସୁବର୍ଣ୍ଣପୁର, ସମ୍ମାନିତ ଅତିଥି ଭାବରେ ସାନନ୍ଦ ମେହେର, ପ୍ରତିନିଧି, ବଲାଙ୍ଗୀର ସାଂସଦ,  ତାମସୀ ତାମସ୍ମିତା ନାୟକ ଅଧ୍ୟକ୍ଷା ପୌର ପରିଷଦ, ସୋନପୁର, ବିଜୟ କୁମାର ସାହୁ, ଜିଲ୍ଲା ମତ୍ସ୍ୟ ଅଧିକାରୀ ସମ୍ମାନିତ ଅତିଥି ଭାବରେ ମଞ୍ଚାସିନ ଥିଲେ । କାମଧେନୁ ଯୋଜନାରେ ଗୋ ପାଳନ, ମଇଁଷି ପାଳନ, ମାଈ ବାଛୁରୀ ପାଳନ ସହିତ ଘାସ ଚାଷ ରେ ବର୍ତ୍ତମାନ ସରକାର ଆର୍ଥିକ ସହଯୋଗ ବୃଦ୍ଧି କରି କିପରି ଚାଷୀ ଲାଭବାନ ହୋଇପାରିବେ ତାହା ବକ୍ତାମାନେ ପ୍ରକାଶ କରିଥିଲେ । ମାଛ ଚାଷରେ ମଧ୍ୟ ସରକାର ପୋଖରୀ ଖନନ ସହିତ ମାଛ ଯାଆଁଳା ଉତ୍ପାଦନ ସହିତ ବିଭିନ୍ନ ଉପକରଣରେ ସରକାର ରିହାତି ନେଇ ମାଛ ଚାଷରେ ଆତ୍ମ ନିର୍ଭର ହୋଇପାରିବେ ବୋଲି ବକ୍ତାମାନେ ପ୍ରକାଶ କରିଥିଲେ । ଡା. ସୌରଭ ମହାରଣା, ଅତିରିକ୍ତ ପ୍ରାଣୀ ଚିକିତ୍ସାଧିକାରୀ ସ୍ଵାଗତ ସମ୍ଭାଷଣ ଦେଇଥିବା ବେଳେ ଚିତ୍ତରଞ୍ଜନ ରାଉତ ସହକାରୀ ମତ୍ସ୍ୟ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।
ଡ଼ା. ପ୍ରିୟବ୍ରତ ବେହେରା ଓ ଡ଼ା. ସୁବ୍ରତ ପୁରୋହିତ ମଞ୍ଚ ପରିଚାଳନା କରିଥିଲେ। ଚାଷୀ ବୈଜ୍ଞାନିକ ଆଲୋଚନା ଚକ୍ରରେ ପ୍ରାଣୀ ସମ୍ପଦ ବିଶେଷଜ୍ଞ ଡ଼ା. ସୁନାକର ସାମଲ, ଉପନିର୍ଦେଶକ, ପ୍ରାଣୀ ଚିକିତ୍ସାଳୟ, ସୋନପୁର ଡ଼ା ଶଙ୍କର୍ଷଣ ମାହୁନ୍ତ, ଅତିରିକ୍ତ ଜିଲ୍ଲା ପ୍ରାଣୀ ଚିକିତ୍ସାଧିକାରୀ, ସୁବର୍ଣ୍ଣପୁର ମତ୍ସ୍ୟ ବିଶେଷଜ୍ଞ ଶ୍ରବଣ କୁମାର କହଁର, ସହକାରୀ ମତ୍ସ୍ୟ ଅଧିକାରୀ, ଉଲୁଣ୍ଡା ତ୍ରିଲୋଚନ ସେଠୀ, ସହକାରୀ ମତ୍ସ୍ୟ ଅଧିକାରୀ, ସୋନପୁର ଭାଗନେଇ ଚାଷୀମାନଙ୍କ ବିଭିନ୍ନ ପ୍ରଶ୍ନ ର ଉତ୍ତର ଦେଇଥିଲେ ।

ସଫଳ ଚାଷୀ ଭାବରେ ପ୍ରାଣୀ ସମ୍ପଦ ବିଭାଗରୁ ଲଳିତ ମୋହନ ଖେତିଙ୍କୁ କୁକୁଡ଼ା ପାଳନ, ରାଜୁ ଦନ୍ତାଙ୍କୁ ଗୋପାଳନ, ଅଜିତ ବସ୍ତିଆଙ୍କୁ ଛେଳି ପାଳନ ଓ ମା ବିମଳେଶ୍ଵରୀ ସ୍ଵୟଂ ସହାୟକ ଦଳକୁ କୁକୁଡ଼ା ପାଳନରେ ପୁରସ୍କୃତ କରଯାଇଥିଲା । 
ମତ୍ସ୍ୟ ବିଭାଗ ର ସତ୍ୟ କୁମାର ସେଠୀ, ମାଛ ଜାଆଁଳା ଉତ୍ପାଦନ, ଇସାକ ଖାନ ମୋ ପୋଖରୀ ଯୋଜନା, ନିରୁପମା ମଲ୍ଲିକ ଜୈବ ପୁଞ୍ଜ ଓ ମା ସୁବର୍ଣ୍ଣ ସ୍ଵୟଂ ସହାୟକ ଦଳ ପୁରସ୍କୃତ ହୋଇଥିଲେ । ମତ୍ସ୍ୟ ବିଭାଗର ନୀଳାଚଳ ମେହେର, ଦେବାଶିଷ ପାଣ୍ଡେ ଓ ପ୍ରାଣୀ ସମ୍ପଦ ବିଭାଗର ମାନସୀ ମହାକୁଡ, ନାଇକେନପାଲି ମମତା ସାହୁ, ଛେପାପାଲି ଙ୍କୁ ସରକାରୀ ସବସିଡି ପ୍ରଦାନ କରାଯାଇଥିଲା । ଡ଼ା ଦୁର୍ଗା ପ୍ରସନ୍ନ ତ୍ରିପାଠୀ, ଡ଼ା ସୁଧୀର ପଣ୍ଡାଡ଼ା ଝସକେତନ ପଶାୟତ, ମନୋରଞ୍ଜନ ହୋତା, ଦେବେନ୍ଦ୍ର ସାହୁ, ଚିନ୍ମୟ ଭୁକ୍ତା
ଋତୁରାଜ ବାଗ ତଥା ଜିଲ୍ଲାର ସମସ୍ତ ପ୍ରାଣୀ ଚିକିତ୍ସକ ଓ ସମସ୍ତ ପ୍ରାଣୀଧନ ନିରୀକ୍ଷକ ଓ କର୍ମଚାରୀ ସହଯୋଗ କରିଥିଲେ । ସୋନପୁର ବାଳିକା ଉଚ୍ଚ ବିଦ୍ୟାଳୟ ଓ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀମାନେ ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like