-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ

11-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ ୨୦୨୪/୨୫ ବନଖଣ୍ଡ ସଭା ଗୃହ ଠାରେ ଅନୁଷ୍ଟିତ ହୋଇ ଯାଇଛି l ଜଙ୍ଗଲ ର ସୁରକ୍ଷା ଓ ଉଜୁଡ଼ା ଜଙ୍ଗଲ ର ପୁନରୁଦ୍ଧାର ଲକ୍ଷ୍ୟ ନେଇ ଖଣ୍ଡିୟ ପରିଚାଳନା ଏକକ ଦ୍ୱାରା ଆୟୋଜିତ ଏହି ସମୀକ୍ଷା ବୈଠକ ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପ ରାଜ ସାହୁ ଯୋଗ ଦେଇଥିଲେ l ଓ ପ୍ରଥମେ ନିଜ ଗାଁ ଠୁ ପରିବର୍ତ୍ତନ ର କଥା ମୁଁ ଚିନ୍ତା କରେ ବୋଲି ଅନେକ ଉଦାହରଣ ଦେଇ ପରସ୍ପର ଭାଗିଦାରୀ ରେ ହିଁ ଜଙ୍ଗଲ ସୁରକ୍ଷା ସମ୍ଭବ ବୋଲି ଜିଲ୍ଲାପାଳ ଡ. ସାହୁ କହିଥିଲେ l  ବିଭାଗ ର ସଫଳତା ପାଇଁ ପ୍ରଶଂସା କରି ଥିଲେ l ଜୀବନ ଟିଏ ଚାହୁଛନ୍ତି ତ ଗଛ ଟିଏ ଲଗାନ୍ତୁ, ଶାନ୍ତି ଚାହୁଛନ୍ତି ତ ଗଛ ଟିଏ ଲଗାନ୍ତୁ, ସ୍ୱାଵୀଲମ୍ବି ହେବାକୁ ଚାହୁଛନ୍ତି ତ ଗଛ ଟିଏ ଲଗାନ୍ତୁ, ଆଉ ସମଗ୍ର ପୃଥିବୀ ରେ ଶାନ୍ତି ଓ ସଦଭାବନା ସୃଷ୍ଟି କରିବାକୁ ଚାହାନ୍ତି ତ ଗଛ ଟିଏ ଲଗାନ୍ତୁ ବୋଲି ଜିଲ୍ଲାପାଳ ଡ଼. ସାହୁ ଏକ ହୃଦୟସ୍ପର୍ଶି ବାର୍ତ୍ତା ପ୍ରଦାନ କରିଥିଲେ l  ସମ୍ମାନିତ ଅତିଥି ଭାବରେ ଜିଲ୍ଲା ବନ ଖଣ୍ଡ ଅଧିକାରୀ ଶ୍ରୀ ମଦନ ଲାଲ୍ ଶର୍ମା ଯୋଗ ଦେଇ ସୁବର୍ଣ୍ଣପୁର ଜିଲ୍ଲା ରେ ପାଞ୍ଚ ଗୋଟି ବ୍ଲକ ର ୮୪ ଗୋଟି ବନ ସୁରକ୍ଷା ସମିତି କୁ ବିଭାଗ ର ବିଭିନ୍ନ ପ୍ରକଳ୍ପ ରେ ସାମିଲ୍ କରାଯାଇଛି ବୋଲି ମତ ରଖି ଜଙ୍ଗଲ ର ପାର୍ଶ୍ୱ ବର୍ତ୍ତୀ ଅଞ୍ଚଳ ଲୋକ ଙ୍କ ଜୀବନ ଜୀବିକା ବୃଦ୍ଧି ପାଇଁ ଆୟ ର୍ବହିଭୁତ କାର୍ଯ୍ଯ ପାଇଁ ୧ କୋଟି କୋଡିଏ ଲକ୍ଷ ଟଙ୍କା ଋଣ ପ୍ରଦାନ କରାଯାଇଛି ବୋଲି ମତ ଦେଇଥିଲେ l ସୋନପୁର ବ୍ଲକ ର ମାଝୀ ମୁଣ୍ଡା, ଝାଙ୍କରପାଲି, ଓ ବିନିକା ବ୍ଳକ୍ ର ସାହାଜ ବାହାଲ, ନକଟା ମୁଣ୍ଡା ଓ ଉଲୁଣ୍ଡା ବ୍ଳକ୍ ର ବାଘ ପାଲି , ରଡ଼ିଆ ପାଲି ବନ ସୁରକ୍ଷା ସମିତି ଉତ୍ସର୍ଗୀକୃତ କାର୍ଯ୍ଯ କରୁ ଥିବା ବିଷୟ ଉଦାହରଣ ଦେଇ ଉପସ୍ଥିତ ସମସ୍ତ ବନ ସୁରକ୍ଷା ସମିତି ସଦସ୍ୟ ଓ ବିଭାଗୀୟ କର୍ମଚାରୀ ଙ୍କୁ ଶ୍ରୀ ଶର୍ମା ପ୍ରେରଣା ଦେଇଥିଲେ l ୨୦୧୮ ମସିହା ରେ ଜିଲ୍ଲା ରେ ଜଙ୍ଗଲ ର ସ୍ଥିତି କଣ ଥିଲା ଓ ୨୦୨୪ /୨୫ ରେ କେମିତି ଉନ୍ନତ ସ୍ଥିତି ରହିଛି ସେ ସବୁ ଏଲ ଇ ଡି ମାଧ୍ୟମ ରେ ଆଜି ଭିଡ଼ିଓ ପ୍ରଦର୍ଶନ କରା ଯାଇଥିଲା l ଅନ୍ୟତମ ଅତିଥି ଭାବେ ସି ଡି ଇ ଓ ଜିଲ୍ଲା ପରିଷଦ ଶ୍ରୀ ଅଶ୍ଵିନୀ କୁମାର ମେହେର , ସୋନପୁର ଏ ସି ଏଫ୍ ଗିରିଧର ନାଗ, ସମାଜ ସେବୀ ଗୋବିନ୍ଦ ମହାରଣା ଯୋଗ ଦେଇ ଜଙ୍ଗଲ ସୁରକ୍ଷା ବ୍ୟବସ୍ଥା ଉପରେ ବିଭିନ୍ନ ମତ ରଖି ସମସ୍ତ ଙ୍କୁ ଉତ୍ସାହିତ କରିଥିଲେ l ଏସ ଏମ ଏସ ପ୍ରକାଶ କୁମାର ସାହୁ ଅତିଥି ସ୍ଵାଗତ କରି ଥିବା ବେଳେ ଏସ ଏମ ଏସ ସୌଭାଗ୍ୟ ରଞ୍ଜନ ସ୍ବାଇଁ  ୨୦୨୪/୨୫ ର ଉନ୍ନୟନ ମୂଳକ କାର୍ଯ୍ଯ  ସମୀକ୍ଷା ବିବରଣୀ ପ୍ରଦାନ କରିଥିଲେ l ବନ ସୁରକ୍ଷା ସମିତି ର ଜଣେ ସଫଳ ହିତାଧିକାରୀ ବିନିକା ଶିଆଳି ର ନାରାୟଣ ଭୋଇ ଜଙ୍ଗଲ ସୁରକ୍ଷା ସେବା ଉପରେ ନିଜର ଅନୁଭୁତି ପ୍ରକାଶ କରି ଥିଲେ l ବିନିକା ରେଞ୍ଜର ଡମ୍ବରୁ ଧର ପଧାନ, ସୁବଳୟା ରେଞ୍ଜର ଅବିନାଶ ବରିହା, ଉଲୁଣ୍ଡା ରେଞ୍ଜର ଦେବ ରାଜ ଛତ୍ରିଆ, ସୋନପୁର ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର, ଦିନେଶ ପ୍ରସାଦ ମାଝୀ ଙ୍କ ସମେତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l ସୋନପୁର ରେଞ୍ଜର ସୁବାଷ ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l ସମୀକ୍ଷା ୨୦୨୪/୨୫ କୁ ନେଇ ଅତିଥି ଙ୍କ ଦ୍ଵାରା ଏକ ସ୍ମରଣିକା ଉନ୍ମୋଚନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like