-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ

11-Nov-2025



ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝଲପ ଗାଁ ରେ ଥିବା ଅଞ୍ଚଳର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଶ୍ରୀ ଗଣେଶ  ଓ ବିଦ୍ୟାଦାତ୍ରୀ ମାଁ ସରସ୍ୱତୀଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ପାଠାଗାରର ସଭାପତି ଯୋଗେଶ କୁମାର ସାହୁ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ମୁଖ୍ୟବକ୍ତା ଭାବେ କୁଣ୍ଡା ବୁଟୁଲା ଛେଳିଆ ସାହୁ ହାଇସ୍କୁଲର ପ୍ରଧାନଶିକ୍ଷକ ସୁଧୀର କୁମାର ସାହୁ,ସମ୍ମାନୀୟ ଅତିଥି ଭାବେ ସିନ୍ଧେକେଲା ସମିତି ସଭ୍ୟ ତଥା ଅଧ୍ୟକ୍ଷାଙ୍କ ପ୍ରତିନିଧି  ଭୋଲାନାଥ ବେହେରା, ଝଲପ ପଞ୍ଚାୟତର ସରପଞ୍ଚ ଙ୍କ ପ୍ରତିନିଧି ଗୋବିନ୍ଦ ପୁଟେଲ, ବଲାଙ୍ଗୀର ସାଂସଦଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନିଲ ନାଏକ, ସାମାଜିକ କର୍ମୀ ମୁକ୍ତି ସେନାପତି ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଦେଶ ଗଠନ କରିବାରେ ଯୁବକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ପାଠାଗାରର  ଉନ୍ନତି କରଣ କରିବା ପାଇଁ ପ୍ରତିଶ୍ରୁତି ଦେବା ସହ ଉତ୍ତୋରତ୍ତର କାମନା କରିଥିଲେ। ଏହି ଅବସରରେ ଅଞ୍ଚଳର ପ୍ରତିଭାବାନ ବ୍ୟକ୍ତି ମାନଙ୍କୁ ଶ୍ରେଷ୍ଠ ସାମାଜିକ ସ୍ୱେଚ୍ଛାସେବୀ  ଝସକେତନ ବାରିକ, ଶ୍ରେଷ୍ଠ ଖେଳାଡି ଝରଣା ବାଗ, ସର୍ବାଧିକ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀ ନିବେଦିତା ବାରିକ ,ସର୍ବାଧିକ ଯୁକ୍ତ ଦୁଇ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ର ଚନ୍ଦନ ବାଗ, କୌତୁକ ପୁଟେଲ, ସିଆଇଏସଏଫ ଜ୍ୟୋତିରଞ୍ଜନ ଦାସ , ଯୋଗାଣ ସହାୟକ ମାନସ ରଞ୍ଜନ ସାହୁଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା  । ସହ ସମ୍ପାଦକ ସୁନୀଲ ବାଗ ସମ୍ପାଦକୀୟ ବିବରଣୀ ପ୍ରଦାନ କରିଥିବା ବେଳେ ଉପସଭାପତି ସତ୍ୟନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ସମ୍ପାଦକ ପୁରୁଷୋତ୍ତମ ଭୋଇ, କ୍ରୀଡା ସମ୍ପାଦକ ବିକ୍ରମ ସୁନା କୋଷାଧ୍ୟକ୍ଷ ହିମାଂଶୁ ବେହେରା, ପୂଜା ସମ୍ପାଦକ ଦେବେନ୍ଦ୍ର ସାହୁ, ଗ୍ରନ୍ଥାଗାର ହେମରାଜ ସାହୁ, ନାଟ୍ୟ ସମ୍ପାଦକ ଡୋଲାମଣି ବେହେରା ପ୍ରମୁଖଙ୍କ ସହ ପାଠାଗାରର ସମସ୍ତ ସଦସ୍ୟ ମାନେ ସହଯୋଗ କରିଥିଲେ । ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକ ପରିବେଷଣ ହୋଇଥିଲା । ଅଭୟ ବାଗ ଓ ଜ୍ୟୋତ୍ସ୍ନା ବେହେରା ସାଂସ୍କୃତିକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।  ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଦର୍ଶକ ମାନେ ଉପଭୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like