-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡିସେମ୍ବର ୨ରୁ ବୌଦ୍ଧ ପୁସ୍ତକ ମେଳା ଓ କୃଷି ଯନ୍ତ୍ରପାତି ମେଳା

12-Nov-2025



କଣ୍ଟାମାଳ(ଜୟକୁମାର ମହାରଣା):- ବୌଦ୍ଧ ରେ ଜ଼ିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଡିସେମ୍ବର ମାସ 2 ତାରିଖ ରୁ ଡିସେମ୍ବର 6 ତାରିଖ ପର୍ଯ୍ୟନ୍ତ ଏବଂ ୨୦ତମ ପୁସ୍ତକ ମେଳା ଡିସେମ୍ବର 2 ତାରିଖ ରୁ ଡିସେମ୍ବର 7 ତାରିଖ ପର୍ଯ୍ୟନ୍ତ କଚେରୀ ପଡିଆ ଠାରେ ଅନୁଷ୍ଠିତ ହେବ l ଏହି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜ଼ିଲ୍ଲାପାଳ, ବୌଦ୍ଧ ବିଭୁତି ଭୂଷଣ ନାୟକ ଙ୍କ ଅଧ୍ୟକ୍ଷତା ରେ ଜ଼ିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ କୃଷି ବିଭାଗ ପକ୍ଷ ରୁ 40 ଟି ଏବଂ ପୁସ୍ତକ ମେଳା ପାଇଁ 60 ଗୋଟି ଷ୍ଟଲ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି l ଏହି ବୈଠକ ରେ  ପୋଲିସ ବିଭାଗ ପକ୍ଷ ରୁ ଶାନ୍ତି ଶୃଙ୍ଖଳା ରକ୍ଷl, ସ୍ୱାସ୍ଥ୍ୟ ବିଭାଗ ପକ୍ଷ ରୁ ଫାଷ୍ଟଏଡ଼ ବ୍ୟବସ୍ଥା,  ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନି ନିରାପତ୍ତା, ବିଦ୍ୟୁତ ବିଭାଗ କୁ ବିଦ୍ୟୁତ ସେବା ଯୋଗାଇବା ପାଇଁ, ବୌଦ୍ଧଗଡ଼ ଏ ନ. ଏ. ସି. ପକ୍ଷ ରୁ ସକାଳ ଏବଂ ସନ୍ଧ୍ୟା ସମୟରେ ସଫେଇ, ସ୍ୱଛତା ପାଇଁ ଫିନାଇଲ, ବ୍ଲିଚିଙ୍ଗ ପାଉଡର ବ୍ୟବସ୍ଥା, ଜନ ସ୍ୱାସ୍ଥ୍ୟ ବିଭାଗ ପକ୍ଷ ରୁ ପାଣି ଟ୍ୟାଙ୍କର ବ୍ୟବସ୍ଥା, ଭାରତୀୟ ଷ୍ଟେଟ ବ୍ୟାଙ୍କ, ନାବାର୍ଡ ପକ୍ଷ ରୁ ମଧ୍ୟ ଷ୍ଟଲ ଖୋଲାଯିବା, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ପ୍ରଚାର, ପ୍ରସାର, ମିଡ଼ିଆ ପରିଚାଳନା ଦାୟିତ୍ୱ, ଜ଼ିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ସହ 3 ଟି ବ୍ଲକ ରୁ 3 ଗୋଟି ରଥ ବାହାରି ଏହି କାର୍ଯ୍ୟକ୍ରମ ର ପ୍ରଚାର, ପ୍ରସାର କରିବାକୁ ଜ଼ିଲ୍ଲାପାଳ ସମସ୍ତ  ବିଭାଗୀୟ ଅଧିକାରୀ ଙ୍କୁ ଦାୟିତ୍ୱ ନ୍ୟସ୍ତ କରିଥିଲେ l ଏହି ମେଳା କୁ ସଫଳତା ର ସହ କରିବା ପାଇଁ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ l ଏହି ବୈଠକ ରେ  ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ଜ଼ିଲ୍ଲା ମୁଖ୍ୟ  ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡଷନା, ଉପ ଜ଼ିଲ୍ଲାପାଳ ବିନୟ କୁମାର ଭୋଇ, ସାଂସଦ ଙ୍କ ଜ଼ିଲ୍ଲା ପ୍ରତିନିଧି ଯୁଗଳ କିଶୋର ସାମଲ, ପୁସ୍ତକ ମେଳାର ଆବାହକ ଦିବ୍ୟ ରଞ୍ଜନ ପଟ୍ଟନାୟକ , କୃଷି ବିଭାଗ ଏବଂ ଅନ୍ୟାନ୍ୟ ବିଭାଗ ର ଜ଼ିଲ୍ଲାସ୍ତରୀୟ ଅଧିକାରୀ, ପୁସ୍ତକମେଳା ର କର୍ମକର୍ତ୍ତା ଉପସ୍ଥିତ ଥିଲେ l ସଭା ଶେଷରେ  ଜ଼ିଲ୍ଲା ମୁଖ୍ୟ କୃଷି ଅଧିକାରୀ ପି. ଭି. ରମଣ ରାଓ ସମସ୍ତ ଙ୍କ ଉପସ୍ଥିତି ଏବଂ ମତାମତ ପାଇଁ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like