-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଦୀର୍ଘଦିନ ଧରି ଖୋଲୁନି ସରକାରୀ ଚକ୍ଷୁ ଚିକିତ୍ସାଳୟ, ରୋଗୀ ହନ୍ତସନ୍ତ

12-Nov-2025



ଟିଟିଲାଗଡ,ଟିଟିଲାଗଡ ଉପଖଣ୍ଡ ସରକାରୀ ଡାକ୍ତରଖାନା ପରିସରରେ ଥିବା ଚକ୍ଷୁ ଚିକିତ୍ସାଳୟ ଦୀର୍ଘଦିନ ଧରି ବନ୍ଦ ରହୁଥିବା ଯୋଗୁଁ ଚକ୍ଷୁ ରୋଗୀ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି।ଏହି ୧୦ ଶର୍ଯ୍ୟା ବିଶିଷ୍ଟ ଚକ୍ଷୁ ଚିକିତ୍ସାଳୟ ରେ ପୂର୍ବରୁ ଅସ୍ତ୍ରୋପଚାର ସହ ଉତ୍ତମ ଚିକିତ୍ସା ଉପଲବ୍ଧ ହେଉଥିବା ଯୋଗୁଁ ସ୍ଥାନୀୟ ଅଞ୍ଚଳବାସୀ ଙ୍କ ସହ ପଡୋଶୀ ଜିଲ୍ଲା ର ଚକ୍ଷୁ ରୋଗୀ ମଧ୍ୟ ନିର୍ଭରଶୀଳ ଥିଲେ। ଗତ ୨୦୨୧ ମସିହାରୁ ଏଠାରେ ଅସ୍ତ୍ରୋପଚାର ସମ୍ପୂର୍ଣ ରୂପେ ବନ୍ଦ ରହିଛି।ଏପରିକି ଏହା ନିୟମିତ ବନ୍ଦ ରହୁଥିବା ଯୋଗୁଁ ସାଧାରଣ ଚିକିତ୍ସା ପାଇଁ ଆସୁଥିବା ରୋଗୀ ମଧ୍ୟ ନୟାନ୍ତ ହେଉଥିବା ଦେଖିବାକୁ ମିଳିଛି।ଗତ ୨୦୧୮ ମସିହାରୁ ଏଲଟିଆରଏମଓ ଡ଼ାକ୍ତର ପ୍ରଣତି ସାହୁ ଚକ୍ଷୁ ବିଶେଷଜ୍ଞ ଦାୟିତ୍ୱରେ କାର୍ଯ୍ୟରତ ଥିବାବେଳେ ସେ କେବଳ ଓପିଡି ଡ୍ୟୁଟି କରୁଥିବା ଦେଖାଯାଇଛି।ଏପରିକି ସେ ଟିଟିଲାଗଡ ସହର ନିକଟରେ ଥିବା ଏକ ଘରୋଇ ଚକ୍ଷୁ ଚିକିତ୍ସାଳୟ ରେ ବେସରକାରୀ ଭାବରେ ଚାକିରି କରୁଥିବା ଓ ସେଠାରେ ନିୟମିତ ଡ୍ୟୁଟି କରୁଥିବା ନେଇ ଅଭିଯୋଗ ହୋଇଛି।କିଛିଦିନ ପୂର୍ବରୁ ଏଠାରେ କାର୍ଯ୍ୟରତ ଆଇ ଟେକ୍ନିସିଆନ ଅବସର ଗ୍ରହଣ କରିଥିବା ବେଳେ ମୂରିବାହାଲ ଚକ୍ଷୁ ସହାୟକ ଅରବିନ୍ଦ ଆଚାର୍ଯ୍ୟ ଙ୍କୁ ସପ୍ତାହ କୁ ୨ ଦିନ ପାଇଁ ଏଠାରେ ଡ୍ୟୁଟି କରିବାକୁ ଏସଡିଏମଓ ବିଭାଗୀୟ ଆଦେଶ ଜାରି କରିଥିଲେ।ତେବେ ଏହାପରେ ମଧ୍ୟ ସ୍ଥିତି ସୁଧୁରି ନ ଥିବା ଯୋଗୁଁ ଏସଡିଏମଓ  ଡ଼ ପ୍ରଦୀପ ନାୟକ ଙ୍କ ଦୃଷ୍ଟି ଆକର୍ଷଣ କରାଯିବାରୁ ସେ ଘଟଣା ସମ୍ଵନ୍ଧରେ ଅବଗତ ଥିବା ଓ ସଂପୃକ୍ତ ଡାକ୍ତର ଓ ସହାୟକ ଙ୍କୁ କାର୍ଯ୍ୟରେ ଅବହେଳା ନେଇ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିବା ଜଣାଇଥିଲେ।ଅପରପକ୍ଷରେ ସଂପୃକ୍ତ ଡାକ୍ତର ତାଙ୍କୁ ଜାରି ହୋଇଥିବା  ନୋଟିସ ର ଉତ୍ତର ବିଭାଗୀୟ ଅଧିକାରୀ ଙ୍କୁ ଦେଇଥିବା ନେଇ ଜଣାଇଛନ୍ତି।ତେବେ ବିଭାଗୀୟ ଡାକ୍ତର ଓ ସହାୟକ ଉଭୟ ଉପଲବ୍ଧ ଥାଇ ମଧ୍ୟ କାହିଁକି ଚକ୍ଷୁ ଚିକିତ୍ସାଳୟ ବନ୍ଦ ରହୁଛି ଏହା ଉପରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରେ ଦାବୀ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like