-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଷ୍ଟୁଡେଣ୍ଟ ଡ୍ରପ୍ ଆଉଟ ରୋକିବା ପାଇଁ ଡେଙ୍ଗ ବିଦ୍ୟାଳୟ ତରଫରୁ ଜାତୀୟ ଶିକ୍ଷା ଦିବସରେ ଗଣଦୌଡ଼ କାର୍ଯ୍ୟକ୍ରମ

12-Nov-2025




ବଲାଙ୍ଗୀର,ତା. ୧୧/୧୧ (ପ୍ରେରଣା ଖବର ):  ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗରେ ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଦିଲ୍ଲିପ କୁମାର ଯୋଶୀଙ୍କ ମାର୍ଗଦର୍ଶନ ଓ ପ୍ରଧାନ ଶିକ୍ଷକ ରାମ ନାରାୟଣ ଦାଶଙ୍କ ତତ୍ତ୍ଵାବଧାନରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ,ପୁରାତନ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କୁ ନେଇ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ଗଣଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବ୍ଲକ କଲୋନୀ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ବୁଡେକ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା ଉପସ୍ଥିତ ଥିଲେ। ଷ୍ଟୁଡେଣ୍ଟ ଡ୍ରପ୍ ଆଉଟକୁ ରୋକିବା ତଥା ବିଦ୍ୟାଳୟରେ ବାରମ୍ବାର ଅନୁପସ୍ଥିତି ହେଉଥିବା ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟକୁ ଫେରାଇ ଆଣିବା ଉଦ୍ଦେଶ୍ୟ ଥିଲା। ପୁରାତନ ବିଦ୍ୟାଳୟରୁ ନୂତନ ବିଦ୍ୟାଳୟ ପର୍ଯ୍ୟନ୍ତ ଗଣଦୌଡ଼ରେ ପାଖାପାଖି ୬୦୦ରୁ ଉର୍ଦ୍ଧ୍ବ ବ୍ୟକ୍ତି ଅଂଶଗ୍ରହଣ କରିଥିଲେ। ପରେ ବିଦ୍ୟାଳୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଭାରତର ପୂର୍ବତନ ଶିକ୍ଷାମନ୍ତ୍ରୀ ତଥା ଭାରତରତ୍ନ ମୌଲାନା ଆବୁଲ କାଲମ ଆଜାଦଙ୍କ ଜୟନ୍ତୀ ଅବସରରେ ଶିକ୍ଷାକୁ ସୁଧାର ଆଣିଥିବା ବିଭିନ୍ନ ପନ୍ଥାଗୁଡ଼ିକୁ ଅତିଥିଗଣ ଛାତ୍ରଛାତ୍ରୀଙ୍କ ଆଗରେ ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଲିଙ୍ଗରାଜ ନନ୍ଦ, ଅବିନାଶ ଭୋଇ, ଦୀପକ ସେନ ଧରୁଆ,ସୁଦର୍ଶନ ଦାଶ,ସମୀର ସେଠି, ହିମାଂଶୁ ବିଶ୍ଵାଳ, ଦେବେଶ ହୋତା, ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ତପସ୍ଵିନୀ ପଟେଲ, ଶ୍ରଦ୍ଧାଞ୍ଜଳି ନନ୍ଦ, ଦ୍ରୌପଦୀ ଭୋଇ, କାନ୍ତି ଭୋଇ, ଛାତ୍ରଛାତ୍ରୀ ତଥା ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ବିଜ୍ଞାନ ଶିକ୍ଷକ କୃପାସିନ୍ଧୁ ମିଶ୍ର ଓ ମନରଞ୍ଜନ ପରିଡ଼ା ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like