-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଶତବାର୍ଷିକ ପାଳନ ପାଇଁ ସାମ୍ବାଦିକ ସମ୍ମିଳନୀ* -- *ଏକତା ପଦଯାତ୍ରା କୁ ବ୍ୟାପକ ଓ ସ୍ମରଣୀୟ କରିବାକୁ ଜିଲ୍ଲାପାଳ ଙ୍କ ପରାମର୍ଶ*-

13-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)                      
 ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଶତ ବାର୍ଷିକୀ ପାଳନ ଉପଲକ୍ଷେ ଆଗାମୀ ତା ୨୧.୧୧.୨୦୨୫ ରିଖ ପୂର୍ବାହ୍ନ ୯.୩୦ ଘଟିକା ସମୟରେ ବୀରମହାରାଜପୁର ଠାରେ "ଏକତା ପଦଯାତ୍ରା" ଆୟୋଜନ ଓ ଅନୁଷ୍ଠିତ କରିବା  ଉଦ୍ଦେଶ୍ୟରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ଅଧ୍ୟକ୍ଷତା ରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଏକତା ପଦଯାତ୍ରା ଆୟୋଜନ, ପଦଯାତ୍ରାର ପଥ, ଅନୁଷ୍ଠିତ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ, ସାମୁହିକ ସଫେଇ କାର୍ଯ୍ୟକ୍ରମ, ବିଭିନ୍ନ ପ୍ରକାରର ପ୍ରତିଯୋଗିତା, ଅନ୍ୟାନ୍ୟ କାର୍ଯ୍ୟକଳାପ  ଓ କାର୍ଯ୍ୟକ୍ରମ ସଂକ୍ରାନ୍ତରେ ସବିଶେଷ ସୂଚନା ଉପସ୍ଥିତ ସମସ୍ତ ସାମ୍ବାଦିକ ଙ୍କୁ ସୂଚନା ଦେଇ ଥିଲେ। ଏହି ପଦଯାତ୍ରା ବୀରମହାରାଜପୁର ମିନି ଷ୍ଟାଡିୟମ୍ ଠାରୁ ଆରମ୍ଭ ହୋଇ ଆମ୍ବେଦକର ଛକ ସ୍ଥିତ ଡ଼. ଭୀମ ରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ - ସ୍ଥାନୀୟ  ମହାବିଦ୍ୟାଳୟ - ଲାତୁରପେଟ ଗାୟତ୍ରୀ ମନ୍ଦିର (ପାନୀୟ ଜଳ / ଓ.ଆର୍.ଏସ୍. ଯୋଗାଣ) - ରଣାପାଲି ଛକ - ଉଫୁଲା ମାଉସୀ ମା ମନ୍ଦିର ( ପ୍ରଥମ ରହଣି) - ସ୍ଥାନୀୟ  ବସ ଷ୍ଟାଣ୍ଡ ( ଦ୍ଵିତୀୟ ରହଣି) - ଚମ୍ପାପୁର ଛକ - ଚମ୍ପାମାଲ ଶିବ ମନ୍ଦିର( ତୃତୀୟ ରହଣି) ପରେ ସ୍ଥାନୀୟ  ମିନି ଷ୍ଟାଡିୟମ ଠାରେ ପଦଯାତ୍ରା ସମାପ୍ତ ହେବା। ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର, ଶ୍ରୀ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଉପ ଜିଲ୍ଲାପାଳ, ବୀରମହାରାଜପୁର,  ଭାରତୀୟ ଜନତା ପାର୍ଟି, ଜିଲ୍ଲା ସଭାପତି  ଶ୍ରୀ ବେଣୁଧର ଦାଶ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ଶ୍ରୀ ଚିତ୍ତ ରଞ୍ଜନ ମିଶ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ, ସୁଶ୍ରୀ ଯମୁନା ପ୍ରଧାନ, ଜିଲ୍ଲା ସଂଯୋଜକ, ମାଇ ଯୁବ ଭାରତ, ସୁବର୍ଣ୍ଣପୁର ଶ୍ରୀ କୃପାସିନ୍ଧୁ ସା, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ,  ଶ୍ରୀ ଅର୍ଜୁନ ମାଝୀଙ୍କ ସମେତ ସୁବର୍ଣ୍ଣପୁର ଜିଲ୍ଲାର ବହୁ ସାମ୍ବାଦିକ ମାନେ  ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like