-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଉତ୍ସାହ ରେ ଯୋଗଦେବା ପାଇଁ କୃତି ଶିଶୁଙ୍କ କଳିଙ୍ଗ ଷ୍ଟାଡିୟମ୍ ,ଭୁବନେଶ୍ୱର କୁ ଗସ୍ତ।

13-Nov-2025



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର  ଜିଲ୍ଲାରେ ଅବସ୍ଥିତ ଥିବା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଥିବା ୫ ଟି ଶିଶୁ ଯତ୍ନ ଅନୁଷ୍ଠାନ ର ଶିଶୁ ମାନଙ୍କୁ ଜିଲ୍ଲା ସ୍ଥରରେ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିବା ପ୍ରଥମ ,ଦ୍ଵିତୀୟ ଓ ତୃତୀୟ କୃତି ଶିଶୁ ମାନଙ୍କୁ ଜିଲ୍ଲା ସ୍ତରରୁ ରାଜ୍ୟ ସ୍ତରରେ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ସାମାଜିକ କର୍ମୀ  ଶ୍ରୀଯୁକ୍ତ ଅରୁଣ ଖୁଆସ୍ କୁ ଶିଶୁ ମାନଙ୍କୁ ସୁରକ୍ଷା ଓ ନେବା ,ଆଣିବା ଏବଂ ଅଂଶ ଗ୍ରହଣ କରିବା ପାଇଁ ପଠାଯାଇଛି।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ଡ.ଅନୁପମା ପ୍ରଧାନ ସମସ୍ତ ଶିଶୁ ମାନଙ୍କୁ ଗସ୍ତ ସମୟରେ ବିଜୟୀ ହେବା ପାଇଁ ଉତ୍ସାହିତ କରି ଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ପ୍ରୋଗ୍ରାମ ଅଫିସର୍ ଆଶିଷ ନାୟକ, ଅଣ ଆନୁଷ୍ଠାନିକ ଅଧିକାରୀ ସୁଧାଂଶୁ ଶେଖର କୁମ୍ଭାର, ଆଇନ୍ ପରିବିକ୍ଷକ ଅଧିକାରୀ ଦିଗାମ୍ବର  କର,ଗଣେଶ ସୁନା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026

You Might Also Like