-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କୀଡୀନି ରୋଗୀଙ୍କୁ କେସିସିଏଲ ପକ୍ଷରୁ ଆର୍ଥିକ ସହାୟତା

13-Nov-2025



କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା କ୍ରେଡିଟ କୋଅପରେଟିଭ ସୋସାଇଟି(କେସିସିଏଲ) ସହର ଶାଖା ପକ୍ଷରୁ କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଇଚ୍ଛାପୁରର କମାରଖଣ୍ଡି ଗ୍ରାମ ନିବାସୀ ସ୍ବର୍ଗତ ଶଙ୍କର୍ଷଣ ବେହେରାଙ୍କ ଏକମାତ୍ର ପୁତ୍ର କିଡ଼ନୀ ରୋଗରେ ପୀଡ଼ିତ ପ୍ରଦୀପ ବେହେରା(୩୫)ଙ୍କୁ ଅଧିକ ଚିକିତ୍ସା ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସୋସାଇଟିର ସଭାପତି ସମବାୟବିତ୍ତ ଶ୍ରୀ ପ୍ରମୋଦ ପ୍ରମୋଦ କୁମାର ସାହୁ ପ୍ରଦୀପଙ୍କ ବାସଭବନରେ ପହଞ୍ଚି ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହାସହ ସରକାରୀ ସ୍ତରରେ ପ୍ରଦୀପଙ୍କ ଚିକିତ୍ସା ପାଇଁ କିପରି ଅଧିକ ସହାୟତା ମିଳି ପାରିବ ସେ ନେଇ ଶ୍ରୀ ସାହୁ ଉଦ୍ୟମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ଶ୍ରୀ ସାହୁ କହିଥିଲେ ସମଗ୍ର କେନ୍ଦ୍ରାପଡ଼ା ଜିଲାରେ ଭୁତଳ ଜଳ ସ୍ତର ଦ୍ରୁତ ଗତିରେ ହ୍ରାସ ପାଉଛି। ଏହାସହ ଭୁତଳ ଜଳ ପ୍ରଦୂଷିତ ହେଉଛି। ଏହି ଜଳକୁ ପାନୀୟ ଭାବେ ବ୍ୟବହାର କରୁଥିବାରୁ ଜିଲ୍ଲାରେ କିଡ଼ନୀ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ସରକାରୀ ସ୍ତରରେ ବିଶେଷଜ୍ଞ କମିଟି ଗଠନ କରାଯାଇ ଏହାର କାରଣ ଓ ନିରାକରଣ ପାଇଁ ପଦକ୍ଷେପ ନିଆଯିବା ଉଚିତ। ଫଳରେ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇବା ପାଇଁ ପାଇପାରିବେ ଓ କିଡ଼ନୀ ରୋଗରୁ ଦୂରେଇ ରହିପାରିବେ। ଏହି ଆର୍ଥିକ ସହାୟତା ପ୍ରଦାନ ବେଳେ ସମିତିର ସମ୍ପାଦକ ଶ୍ରୀ ଅରବିନ୍ଦ ସାହୁ, ସହର ଶାଖା ପରିଚାଳକ ଅଂଶୁମାନ ଚୌଧୁରୀ ଏବଂ ଦୈନିକ ଜମା ସଂଗ୍ରହକାରୀ ସର୍ବଶ୍ରୀ ପ୍ରଦୀପ ବେହେରା, ସନ୍ତୋଷ ସାହୁ, ଶ୍ରୀକାନ୍ତ ଦାଶ ଏବଂ ପ୍ରଶାନ୍ତ ରାଉତରାୟଙ୍କ ସମେତ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ। 

କିଡ଼ନୀ ରୋଗୀ ପ୍ରଦୀପଙ୍କ ବିଧବା ମା ବାସନ୍ତୀ ବେହେରା (୭୦) ଙ୍କ ଛଡା ପତ୍ନୀ ମମତାମୟୀ ବେହେରା (୨୮) ଏବଂ ଦୁଇଟି ଛୋଟ ପୁଅ ରହିଛନ୍ତି। ଘରର ଏକମାତ୍ର ରୋଜଗାରିଆ ବ୍ୟକ୍ତି ହୋଇଥିବାରୁ ପରିବାରର ଗୁଜୁରାଣ କିପରି ମେଣ୍ଟିବ ସେ ନେଇ ପ୍ରଦୀପ ଚିନ୍ତାରେ। ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେବାଯୋଗୁ ସ୍ୱାସ୍ଥ୍ୟ କାର୍ଡ ପାଣ୍ଠି ଶେଷ ହୋଇଯାଇଛି। ତାଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଯାଇଥିବାରୁ ଅନ୍ତତଃ ଗୋଟିଏ କିଡ଼ନୀ ପ୍ରତିରୋପଣ ପାଇଁ ୧୦ ରୁ ୧୫ ଲକ୍ଷ ଟଙ୍କା ଆବଶ୍ୟକ। ପ୍ରଦୀପଙ୍କ ଚିକିତ୍ସା ପାଇଁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଯୋଗାଇଦେବା ଜରୁରୀ ହୋଇପଡିଛି। ଏ କ୍ଷେତ୍ରରେ ସାଂସଦ ବୈଜୟନ୍ତ ପଣ୍ଡା ଓ ସ୍ଥାନୀୟ ବିଧାୟକ ଗଣେଶ୍ୱର ବେହେରା ସ୍ୱତନ୍ତ୍ର ଭାବେ ଧ୍ୟାନ ଦେବାକୁ ସ୍ଥାନୀୟ ଜନସାଧାରଣ ଅନୁରୋଧ କରିଛନ୍ତି। 
  ଉଲ୍ଲେଖ ଥାଉକି କେନ୍ଦ୍ରାପଡ଼ା କ୍ରେଡିଟ କୋ-ଅପରେଟିଭ ସୋସାଇଟି ସଦା ସର୍ବଦା ବ୍ୟବସାୟ ଛଡା ସାମାଜିକ ଦିଗରେ କାର୍ଯ୍ୟ କରୁଛି। ଏହି ସମିତି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନ ମାନଙ୍କୁ ରିଲିଫ ସହାୟତା ପ୍ରଦାନ କରିବା ସଙ୍ଗେ ସଙ୍ଗେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଗରିବ ଓ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଥାଏ। ସେହିଭଳି ଗରିବ ଓ ଅସହାୟ ରୋଗୀମାନଙ୍କୁ ଚିକିତ୍ସା ସହାୟତା ଦେବା ସଙ୍ଗେ ସଙ୍ଗେ ଜାତୀୟ ଓ ଅନ୍ତର୍ଜାତୀୟ ଓ ରାଜ୍ୟ ସ୍ତରରେ କୃତୀ ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ପ୍ରୋତ୍ସାହନ ଦେଇଥାଏ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like