-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||     

HOME   ଜିଲ୍ଲା

ସାରଦା ଦେବୀ ପବ୍ଲିକ ସ୍କୁଲରେ ଫ୍ୟାନ୍ସି ଡ୍ରେସ୍ ପ୍ରତିଯୋଗିତା

13-Nov-2025



ବରପାଲି (ସୁଦାମ ଦୀପ)
ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ସାରଦା ଦେବୀ ପବ୍ଲିକ ସ୍କୁଲ ପରିସରରେ କୁନିକୁନି ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଆନନ୍ଦମୟ ଫ୍ୟାନ୍ସି ଡ୍ରେସ୍ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଛାତ୍ରଛାତ୍ରୀମାନେ  ନିଜକୁ ଭିନ୍ନ ଭିନ୍ନ ବେଶଭୁଷାରେ ନିଜକୁ ସଜେଇ ଚିତ୍ତାକର୍ଷକ ଅଭିନୟ ପଦର୍ଶନ କରିଥିଲେ। ପ୍ରତିଯୋଗିତାରେ ଜାତୀୟ ନାୟକ, ପ୍ରକୃତି ସୁରକ୍ଷା ଉପରେ ବହୁ ଶିକ୍ଷଣୀୟ ବାର୍ତ୍ତା, ସମାଜସେବା, ଖରାପ ଖାଦ୍ୟର ଜନଜୀବନରେ ପ୍ରଭାବ, ପୋଲିସ, ଡାକ୍ତର, ଶିକ୍ଷୟତ୍ରୀ, ଆର୍ମି ପ୍ରଭୁତି ଭୂମିକାରେ ଅଭିନୟ ମାନ ପଦର୍ଶନ କରିଥିଲେ। ପ୍ରତିଯୋଗିତାରେ ଶାରଦା ଦେବୀ ପବ୍ଲିକ ସ୍କୁଲର ନର୍ସରୀ, ଏଲକେଜି, ୟୁକେଜି ଏବଂ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୧୧୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ସ୍କୁଲ ଚେୟାରମ୍ୟାନ ସୌମ୍ୟ ରଞ୍ଜନ ସାମଲ  କାର୍ଯ୍ୟକ୍ରମ ସଂଚାଳନା କରିଥିବା ବେଳେ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସମସ୍ତ ଶିକ୍ଷକ ଓ ଅଭିଭାବକମାନଙ୍କ ସକ୍ରୀୟ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026

You Might Also Like