-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ସ୍କ୍ରବ ଟାଇଫସ ଆତଙ୍କରେ ବିନିକାବାସୀ ଭୟଭୀତ

13-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ) ବିଲ,ଘାସବୁଦା ହେଉ କି ବଣ ଜଙ୍ଗଲରେ ଦେଖା ଯାଉଥିବା ଏକ କୀଟ ଯଦି କୌଣସି ବ୍ୟକ୍ତିକୁ କାମୁଡି ଦିଏ ତେବେ ପ୍ରଥମେ ତାକୁ ଜ୍ଵର ହେବାସହ ଧୀରେ ଧୀରେ ଜ୍ଵର ବଡିଥାଏ।ଜ୍ଵର ନ ଛାଡ଼ିବା ପରେ ବ୍ୟକ୍ତି ଜଣକ ନିକଟ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଟାଇଫଡ଼ ବାହାରେ ।ଔଷଧ ଖାଇଲେ ମଧ୍ୟ କମେ ନାହିଁ ପୁନର୍ବାର ଚେକଅପ କଲେ ଟାଇଫଡ ରହିଥାଏ। ଏପରି ବିନିକା ସହରର ୪/୫ ଜଣ ବ୍ୟକ୍ତି ସ୍କ୍ରବ ଆକ୍ରାନ୍ତରେ ବିନିକା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହୋଇଥିବା ଜଣାପଡିଛି ।ତେବେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କ ସ୍ୱାସ୍ଥ୍ୟର ସୁବିଧା ନେଇ ସୁବର୍ଣ୍ଣପୁର ଜିଲ୍ଲା ଚିକିତ୍ସାଲୟ କିମ୍ବା ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।ତେବେ ସେମାନେ ସୁସ୍ଥ ଥିବା ସୂଚନା ମିଳିଛି ।ବର୍ତ୍ତମାନ ସ୍କ୍ରବ ଟାଇଫସ ଆକ୍ରାନ୍ତରେ ଜଣେ ଗର୍ଭବତୀ ମହିଳା ବିନିକା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି  । ଆକ୍ରାନ୍ତ ମାନଙ୍କୁ ପ୍ରାଥମିକ ଚିକିତ୍ସା କରି ଔଷଧ,ଇଞ୍ଜେକସନ ଦିଆଯାଉଥିବା ମେଡିକାଲ ଅଫିସର ସୂଚନା ଦେଇଛନ୍ତି। ଏହି କୀଟ ପୋକର କାମୁଡ଼ାରେ ସହରର ଅନେକ ବ୍ୟକ୍ତି ବିଶେଷ ଆକ୍ରାନ୍ତ ହେଉଥିବା ଲୋକ ମୁଖରୁ ଶୁଣିବାକୁ ମିଳୁଛି। ଯାହା ଫଳରେ ପୋକର ପ୍ରାଦୁର୍ଭାବକୁ ନେଇ ସହରବାସୀଙ୍କ ଠାରେ ଭୟର ବାତାବରଣ ସୃଷ୍ଟି କରିଛି।ଉକ୍ତ ରୋଗରୁ ବର୍ତିବା ପାଇଁ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ମାନେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ମାନ ଆୟୋଜନ କରି ଲୋକଙ୍କୁ ସଚେତନ କରୁଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like