-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ ଜାନୁଆରୀ ୭ରୁ ଆରମ୍ଭ

13-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣ ଲୋକ ମହୋତ୍ସବ ଓ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା ଆସନ୍ତା ଜାନୁୟାରୀ ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ରାମେଶ୍ବର ଷ୍ଟାଡିୟମ ଠାରେ ଆୟୋଜିତ ହେବାନେଇ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ଅଫିସ ସଭା ଗୃହ ଠାରେ  ଜିଲ୍ଲାପାଳ ଡ.ନୃପରାଜ ସାହୁ ଙ୍କ ସଭାପତିତ୍ବ ରେ  ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l  ଏହି ସଭା ରେ ଏସପି  ନାରାୟଣ ନାଏକ, ଏ ଡି ଏମ୍ ରାଜେନ୍ଦ୍ର ମାଝୀ, ଏ ଡି ଏମ୍  ଅଞଳୀନା ପଧାନ ସୋନପୁର ଉପଜିଲ୍ଲାପାଳ  ଡ଼ ସୈ।ମ୍ୟରୂପା ରଥ, ବୀରମହାରାଜପୁର ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ , ସହର ର ସମସ୍ତ ସ୍ବେଛାସେବୀ ଅନୁଷ୍ଠାନ କର୍ମ କର୍ତ୍ତା, ସ୍କୁଲ କଲେଜ କର୍ତ୍ତୃପକ୍ଷ, ବୁଦ୍ଧିଜୀବୀ,ବରିଷ୍ଠ ନାଗରିକ ସଂଘ  ସଦସ୍ୟ ଯୋଗ ଦେଇ ଏହି ଉତ୍ସବ କୁ ଅତ୍ୟନ୍ତ ଜାକଜମକ ରେ ଶାନ୍ତି ଶୃଙ୍ଖଳା ଓ ସଫଳ ଭାବେ ପରିଚାଳନା ପାଇଁ ବିଭିନ୍ନ ସୁ ଚିନ୍ତିତ ମତାମତ ରଖିଥିଲେ l ବିଶେଷ କରି ଆରମ୍ଭ ଦିନ ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଙ୍କ ମନ୍ଦିର ରୁ ମଶାଲ ଶୋଭାଯାତ୍ରା ବେଳେ ଅନ୍ୟୁନ ୧୦୦୦ ରୁ ଉର୍ଦ୍ଧ୍ବ କଳାକାର ମାନଙ୍କୁ ନେଇ ଥିଏଟର ମାର୍ଚ୍ଚ କରିବାସହ ମେଳା ପରିସରରେ ଫୁଡ୍ କୋର୍ଟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ରାଜ୍ୟ ଓ ରାଜ୍ୟ ବାହାରେ କଳାକାର ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହେବାପରେ ଗୁରୁତ୍ୱାରୋପ କରାଯାଇଥିଲା।ଏହି ଲୋକ ମହୋତ୍ସବ କୁ ସଫଳତା ର ସହ ଆୟୋଜନ କରିବାପାଇଁ ବିଭିନ୍ନ କମିଟି ମାନ ଗଠନ କରାଯାଇଥିଲା।  ଜିଲ୍ଲା ସଂସ୍କୃତି ଅଧିକାରୀ ଜମୁନାପ୍ରଧାନ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଓରମାସ ର ମୁଖ୍ୟ ସମୀର ବାବୁ ବିଭିନ୍ନ କମିଟିର ସମସ୍ତ ଙ୍କ ସହଯୋଗ କାମନା କରିଥିଲେ। ବୈଠକରେ  ଗୋରେଖନାଥ ସାହୁ, ଡଃ, ପୁରୁଷୋତ୍ତମ ମିଶ୍ର,  ଶ୍ୟାମା୍ॐ ପ୍ରସାଦ ମିଶ୍ର,ପର୍ଶୁରାମ ମିଶ୍ର, ସାସ୍ଵତ ତ୍ରିପାଠୀ, ରତନ ପଟ୍ଟନାୟକ, ଦିଲ୍ଲୀପ ପାତ୍ର, ମନୋରଞ୍ଜନ ତ୍ରିପାଠୀ , ସ୍ଵାଧୀନ  ମେହେର , ଗୋବିନ୍ଦ ମହାରଣା ଡଃ ସୈ।ରଭ ରଞ୍ଜନ ଖମାରୀ ,ଶ୍ରଦ୍ଧାଞ୍ଜଳି ମିଶ୍ର, ବେଣିମାଧବ ବେଦବାକ, ଦେବାଶିଷ ପଟ୍ଟନାୟକ, ଶ୍ରୀଧର ବାଗ, ଚୈ।ଧୁରୀ ବିଭାର, ଅନିରୁଦ୍ଧ କୁରକୁରିଆ  ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like