-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

କନ୍ଧମାଳ ସ୍ଵେଛାସେବୀ ମହାସଂଘ ପକ୍ଷରୁ ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଉତ୍ସବ ଉଦଯାପିତ

30-Jan-2021



କନ୍ଧମାଳ,(ସୁଶିଲ  କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ଗାନ୍ଧୀ ସ୍ତୁତି ଭବନ ଠାରେ ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘ (ପିଏଜି) ପକ୍ଷରୁ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉଦଯାପନୀ ଉତ୍ସବ ସ୍ଥାନୀୟ ଗାନ୍ଧୀ ସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି  । ପ୍ରଥମେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା।ଏହି ଅବସରରେ ସ୍ଵାତୀ ଅନୁଷ୍ଠାନର ସଂପାଦକ ଇଂ. ହରିଶଙ୍କର ରାଉତଙ୍କ ସଭାପତିତ୍ଵ ରେ ପ୍ରଚଳିତ ଶିକ୍ଷା ଆଇନ ଓ ଗାନ୍ଧୀଙ୍କ  ବିଚାର, ଜୀବନୀ ଓ ଦର୍ଶନର ପ୍ରାସଙ୍ଗିକତା ସଂପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ।
ଏଥିରେ ନିପିଡ଼ିତ ସ୍ଵେଛ।ସେବୀ ସଂଗଠନ ର ସଂପାଦକ ରାମଚନ୍ଦ୍ର ଦାସ, ଆଇନଜିବି  ବିଜୟ ପଟନାୟକ, ବାଲିଗୁଡା ବନବାସୀ ସେବା ସମିତିର  ସଂପାଦକ ଉତ୍ସବ ଚନ୍ଦ୍ର ଜେନା, ସହ ସଂପାଦକ ତଥା ଜୟନ୍ତୀ କମିଟିର ଅଧ୍ଯକ୍ଷ ରବୀନ୍ଦ୍ର କୁମାର ପଣ୍ଡା, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଙ୍କ ସମେତ ବହୁ ଗାନ୍ଧୀ ବିଚାରଧାରା ସହ ସଂପୃକ୍ତ ବହୁ ବୁଦ୍ଧିଜିବୀ ସାହିତିକ, ସମାଜସେବୀ, ସାମ୍ବାଦିକ,ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ପ୍ରମୁଖ ଯୋଗଦେଇ ଗାନ୍ଧୀଜୀ ଙ୍କ ବିଚାରଧାରା ଓ ସେ ଦେଖିଥିବା ସ୍ଵପ୍ନ ସାକାର କରିବାପାଇଁ ଆହ୍ୱାନ ଦେଇଥିଲେ। ସେହିପରି ଶିକ୍ଷାବ୍ୟବସ୍ଥାରେ ଥିବା ଅସମାନତାକୁ ଦୂର କରିବା ଆବଶ୍ୟକ ବୋଲି କହିଥିଲେ।ସେହିପରି ଅନ୍ୟମାନଙ୍କ ମଧ୍ୟରେ ବିଷ୍ଣୁପ୍ରସାଦ ମିଶ୍ର, ଅଶୋକପରିଡ଼ା, ଅନ୍ତରଙ୍ଗ ଯୁବକ ସଂଘ ସଂପାଦକ, ଓ ବହୁ ବୁଦ୍ଧିଜିବି  ପ୍ରମୁଖ ଯୋଗଦେଇ ନିଜ ନିଜର ସୁଚିନ୍ତିତ ମତ ରଖିଥିଲେ।
ଏହି ଅବସରରେ ନିକଟରେ ପଦ୍ମଶ୍ରୀ ଉପାଧି ପାଇଥିବା ପୂର୍ଣ୍ଣମାସୀ ଜାନୀ ଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ପ୍ରଦାତ୍ତା  ସ୍ଵେଛାସେବୀ ସଂଗଠନର ସଂପାଦକ ପ୍ରଦୀପ କୁମାର ଦାସ, ସ୍ଵେଛାସେବୀ ଅଶୋକ ପ୍ରଧାନ ପ୍ରମୁଖ ଯୋଗଦେଇ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like