-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ବିନିକା ଗୋକୁଳାଷ୍ଟମୀ ମହୋତ୍ସବ, ବକାସୁର ବଧ

14-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା କଂଶାରିପଡ଼ା ବ୍ରଜବିହାରି ନୃତ୍ୟ କଳା ପରିଷଦ ତରଫରୁ ଚାଲିଥିବା ଗୋକୁଳାଷ୍ଟମୀ ମହୋତ୍ସବର ଗୁରୁବାର ପଞ୍ଚମ ଦିବସରେ ଗୋପପୁରେ ନଟଖଟିଆ କୃଷ୍ଣ ଗୋପାଳ ପୁଅଙ୍କ ସହିତ ଲୁଚି ଛପି ବିଭିନ୍ନ ଘରକୁ ଯାଇ ଲହୁଣୀ ଚୋରୀ କରି ଖାଇବା,ଖେଳକୁଦରେ ମଜ୍ଜି ରହିବା,ମାଁ ଯଶୋଦାଙ୍କୁ ଧରାଛୁଁଆ ନଦେବା ଆଦି ମଞ୍ଚସ୍ଥ ଦୃଶ୍ୟ ଗୁଡିକ ଅତି ମନୋହର ଥିଲା ।ସେପଟେ ଦେବକୀର ଅଷ୍ଟମ ଗର୍ଭ ସନ୍ତାନ ହାତରେ କଂସର ମୃତ୍ୟୁ ଲେଖା ଅଛି ଭାବି କଂସ ଅତ୍ୟନ୍ତ ବିଚଳିତ ହୋଇ ପଡ଼ିଛି । ଡଗର ଠାରୁ ଷଣ୍ଢାସୁର ବଧ ଖବର ପାଇବା ପରେ ମର୍ମାହତ କଂସ ମନ୍ତ୍ରୀ ପରାମର୍ଶ କ୍ରମେ ଦୁଗ୍ଧ ପିଆ ଶିଶୁକୁ ମାରିବା ପାଇଁ ବକା ସୁର ରାକ୍ଷସ କୁ ପ୍ରେରଣ କରିଥିଲେ।ହେଲେ ଦଇବ ସାହା ହେଲାନାହିଁ ।ପ୍ରଭୁ ଶ୍ରୀକୃଷ୍ଣ ଵକା ସୁର ସହିତ ଯୁଦ୍ଧ କରି ତାକୁ ନିଧନ କରିଥିଲେ ଆଦି ଅନେକ ଦୃଶ୍ୟ ଉଭୟ ଗୋପପୁର ଓ ମଥୁରା ନଗରୀରେ ପ୍ରଦର୍ଶିତ ହୋଇଥିଲା।ସେପଟେ ବନ ଦୁର୍ଗା ପ୍ରାଙ୍ଗଣରେ ଅନୁଷ୍ଟିତ କଂସ ଦରବାରରେ ରାଜକୀୟ ଅତିଥି ଭାବେ ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ,ଉପାଧ୍ୟକ୍ଷ ତପସ୍ଵିନୀ ମେହେର,ଜିଲ୍ଲା ବିଜେଡ଼ି ଯୁବ ସଭାପତି ଅଶୋକ ନନ୍ଦ,ଇତିହାସ ଗବେଷକ ଶିକ୍ଷକ ସୁଦାମ ନାଏକ,କାଉନସିଲଲ ବିଜୟ ବରାଇ,ପ୍ରଦୀପ ବାଘ,ଜିତୁ ମଲ୍ଲିକ,କୁନି ଚିରଗୁନ ପ୍ରମୁଖ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ।ଏହି ଅବସରରେ କମିଟି ସଭାପତି ମନୋଜ ଦାସ ସଭାପତିତ୍ତ କରିଥିବା ବେଳେ ସମ୍ପାଦକ ଅତିଥି ପରିଚୟ ପ୍ରଦାନ ଏବଂ ହିମାଂଶୁ ଭୂଷଣ ପଣ୍ଡା,ସୌମ୍ୟ ରଞ୍ଜନ ପୂଜାରୀ,ବିରଞ୍ଚି ନାରାୟଣ ମେହେର ମଞ୍ଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like