-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଜୟ ମାଁ ଦ୍ୱାରସେହ୍ନି ଫୁଟବଲ ଫାଇନାଲ, ସିନ୍ଧେକେଲା କୁ ହରାଇ ଝଲପ ଚମ୍ପିୟାନ

14-Nov-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ): ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପଲ୍ଲି ଶ୍ରୀ ହାଇସ୍କୁଲ ଖେଳ ପଡ଼ିଆ ରେ ସ୍ଥାନୀୟ ଜୟ ମାଁ ଦ୍ୱାରସେହ୍ନି ଫୁଟବଲ କ୍ଲବ ପକ୍ଷରୁ ବିଗତ ଦିନରୁ ଚାଲିଥିବା ଫୁଟବଲ ପ୍ରତିଯୋଗିତାର ଗୁରୁବାର  ଫାଇନାଲ ମ୍ୟାଚ ଝଲପ ଓ ସିନ୍ଧେକେଲା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ସଂଘର୍ଷ ପୂର୍ଣ୍ଣ ଖେଳରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ୧-୧ ଗୋଲରେ ସମାନ ହେବାରୁ ଟ୍ରାଇବ୍ରେକର ଜରିଆରେ ଝଲପ ଦଳର ଖେଳାଳିମାନେ ବିଜୟୀ ହୋଇ ଚମ୍ପିୟାନ ଆଖ୍ୟା ଅର୍ଜନ କରିଥିଲେ । ଫାଇନାଲ ଖେଳ ତଥା ପୁରସ୍କାର ବିତରଣୀ ରେ ଅତିଥି ଭାବରେ , ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା ,ଜିଲ୍ଲା ସାମ୍ବାଦିକ ସଙ୍ଘ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଅନୀଲ କୁମାର ତ୍ରିପାଠୀ, ଯୁବନେତା ଯୁବରାଜ ବାଗ , ଜାମଖୁଣ୍ଟା ସରପଞ୍ଚ ଉଦ୍ଧବ ବେହେରା , ବିଜେପି ନେତା ପପୁ ସାହୁ , ଜାମଖୁଣ୍ଟା ସମିତି ସଭ୍ୟ ଦ୍ରୋଣସେନ ବେହେରା , ମୁଣ୍ଡପଦର ସମିତି ସଭ୍ୟ ନୀଳକଣ୍ଠ ବାରିକ , ଝରିଆଲ ସମିତି ସଭ୍ୟ ରାଜୁ ହାତୀ , ଚାନ୍ଦୋତରା ସମିତି ସଭ୍ୟ ଘାସିରାମ ସାହୁ , ପ୍ରାଥମିକ ଶିକ୍ଷକ ମହାସଂଘ ଓଡିଶା ରାଜ୍ୟ ସଭାପତି ଜୟନ୍ତୀ ଲାଲ ସାହୁ , ଜିଆରଏସ ନେତ୍ରାନନ୍ଦ ମେହର ପ୍ରମୁଖ ଯୋଗଦେଇ ବିଜେତା ଓ ଉପ ବିଜେତା ଦଳକୁ ଟ୍ରଫି ପ୍ରଦାନ କରିଥିଲେ । ବିଶେଶ୍ୱର ପ୍ରଧାନ ରେଫରି ଭାବେ ଯୋଗଦେଇ ଖେଳ ପରିଚାଳନା

କରିଥିବା ବେଳେ ଶେଷଦେଵ ମଳିକ ଓ କୁନା ମାଝି ଲାଇନ ରେ ସହଯୋଗ କରିଥିଲେ । ନୌରାଜ ରଣା ଓ ଓମପ୍ରକାଶ ସାହୁ  ଖେଳର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିବା ବେଳେ ରିଷବ ଟ୍ରେଡ଼ର୍ସ ସ୍ପନ୍ସର ରହିଥିଲେ ।  ଆୟୋଜକ କମିଟିର ଵିଟୁ ସାହୁ , ରାଜେଶ ତ୍ରିପାଠୀ , ବିଶ୍ୱ ପୁରୋହିତ , ହେମନ୍ତ ସାହୁ , ଓକିଲ ସାହୁ , ଜିଲୁ ବିଶ୍ୱାଳ , ପ୍ରେମ ମଳିକ , ସୁଜିତ ସରାଫ , ବଣ୍ଟି ସାହୁ , ଶିବାନନ୍ଦ ସାହୁ , ଦେବାଶିଷ ସାହୁ , ଆକାଶ ସାହୁ , ସଞ୍ଜୟ ସାହୁ , ଅଙ୍କିତ ସାହୁ , ମଣ୍ଟୁ ସାହୁ , ରିକି ସାହୁ , ବିଶେଷ ସାହୁ , ରିଶବ ଜୈନ , ପିଣ୍ଟୁ ସାହୁ , ଲମ୍ବୁ ସାହୁ , ଚନ୍ଦ୍ରକାନ୍ତ ସାହୁ , ବିକାଶ ସାହୁ , ବଳଦେବ ଚନ୍ଦା , ଅମିତ ସାହୁ ପ୍ରମୁଖ ପ୍ରତିଯୋଗିତା ପରିଚାଳନାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like