-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

14-Nov-2025



ବରଗଡ଼ ଜିଲ୍ଲାର ଭଟଲି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ, କାଶିପାଲିରେ ବିପୁଳ ଉତ୍ସାହ ଓ ରୁଚିର ସହ ଏବର୍ଷର ବିଦ୍ୟାଳୟସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଆୟୋଜିତ ହୋଇ ଯାଇଅଛି ପ୍ରଦର୍ଶନୀର ଶୁଭ ଉଦ୍ଘାଟନ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପବିତ୍ର ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା।ପ୍ରଧାନଶିକ୍ଷକ ସୁଦାମ ସେଟ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଛାତ୍ରଛାତ୍ରୀମାନଙ୍କ ସୃଜନୀଶୀଳତା, ବିଜ୍ଞାନ ଚିନ୍ତାଧାରା ଓ ନବୋତ୍ତମ ଧାରଣାକୁ ଉତ୍ସାହିତ କରିବା ହେଉଛି  ଏହାର ପ୍ରଧାନ ଲକ୍ଷ୍ୟ ବୋଲି ମତାମତ ଦେଇଥିଲେ। ମୁଖ୍ୟଅତିଥି ଭାବେ ନାରଙ୍ଗପୁର ସିଆରସିସି ଗୁପ୍ତଚନ୍ଦ୍ର ରାଏ

ଯୋଗଦାନ କରିଥିଲେ।  ଅନ୍ୟତମ ସମ୍ମାନିତ ଅତିଥି ଭାବେ ଗ୍ରାମ୍ୟ ଶାନ୍ତି କମିଟିର ସଭାପତି ସରୋଜ କୁମାର ମହାପାତ୍ର ମଞ୍ଚାସିନ ଥିଲେ। ବିଚାରକ ଭାବେ   ଅଚ୍ୟୁତ ସାହୁ (ସୀମାନ୍ତ ହାଇସ୍କୁଲ୍, ବିଛୁଆଁ), ଅନନ୍ତ ସାହୁ (ସରକାରୀ ଉ.ପ୍ରା. ବିଦ୍ୟାଳୟ ସାନଅମଲିପାଲି) ଏବଂ ଅବିନାଶ କୁମାର ପଧାନ

(ସରକାରୀ ଉ.ପ୍ରା. ବିଦ୍ୟାଳୟ ଝିକଝିକି) ଯୋଗ ଦେଇଥିଲେ । ସେମାନଙ୍କ ବୈଜ୍ଞାନିକ ମୂଲ୍ୟାଙ୍କନ ଛାତ୍ରମାନଙ୍କୁ ବହୁତ ପ୍ରେରଣା ଦେଇଥିଲା। ଛାତ୍ରମାନଙ୍କ ପ୍ରକଳ୍ପ ପ୍ରସ୍ତୁତି ପାଇଁ ପ୍ରଦୀପ କୁମାର ପଧାନ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ।  ସହକାରୀ ଶିକ୍ଷକ ନେହେରୁ ପାଇକ, ଗୋବିନ୍ଦ ବାଗ ଏବଂ ଦେବ ପ୍ରସାଦ ବାଗ ସହଯୋଗ କରିଥିଲେ।  ବିଦ୍ୟାଳୟର ଶିକ୍ଷକ ରାମ ନାରାୟଣ ରଥ ମଞ୍ଚ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like