-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

*ପୁଷ୍ପଲତା ଏଚ ପି ଗ୍ୟାସ୍ ଏଜେନ୍ସି ର ୩୦ ବର୍ଷ ପୂର୍ତ୍ତି ପାଳନ*- - *ଚକ୍ଷୁ ଚିକିତ୍ସା ଶିବିର କୁ ଉଦ୍ଘାଟନ କଲେ ଜିଲ୍ଲାପାଳ*-

14-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ପୁରୁଣା ମେଡିକାଲ୍ ପାର୍ଶ୍ଵ ରେ ଥିବା ପୁଷ୍ପଲତା ଏଚ ପି ଗ୍ୟାସ ଏଜେନ୍ସି ର ଆଜି ମହା ସମାରୋହ ରେ ୩୦ ବର୍ଷ ପୂର୍ତ୍ତି ପାଳନ ହୋଈ ଯାଇଛି l ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଯୋଗ ଦେଈ ଏହି ଏଜେନ୍ସୀ ର ୩୦ ବର୍ଷ ପୂର୍ତ୍ତି ଅବସର ରେ ଜନ୍ମ ଦିନ ର କେକ୍ କାଟି ଅନୁଷ୍ଠାନ ର ସମୃଦ୍ଧି ପାଇଁ ଶୁଭ କାମନା କରି ଥିଲେ l ଦୀର୍ଘ ୩୦ ବର୍ଷ ଧରି ସୋନପୁର ଓ ମନମୁଣ୍ଡା,  କଣ୍ଟାମାଳ ଅଞ୍ଚଳ ରେ ୧୬ ହଜାର ରୁ ଉର୍ଦ୍ଧ୍ବ ଏଚ ପି ଗ୍ୟାସ ଗ୍ରାହକ ଙ୍କୁ ଉତ୍ତମ ସେବା ପ୍ରଦାନ କରି ଆସୁଥିବା ବିଷୟ ଅବଗତ ହେବା ପରେ ଜିଲ୍ଲାପାଳ ଡ଼. ସାହୁ ଏଜେନ୍ସି ର ପ୍ରୋପାଇଟର ବାସନ୍ତୀ ନାଏକ ଙ୍କୁ ପ୍ରଶଂସା କରି ଥିଲେ l  ଏହି ଅବସର ରେ ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ଯୋଗାଣ ଅଧିକାରୀ ବିଭୁ ଭୂଷଣ, ପ୍ରତିଷ୍ଠାତା ପୁଷ୍ପଲତା ନାଏକ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଅର୍ଜୁନ ମାଝୀ, ବରିଷ୍ଠ ନାଗରିକ  ଦୁଃଖୀରାମ ନାଏକ , ପୁରୁଷୋତ୍ତମ ପାଣିଗ୍ରାହୀ  ଯୋଗ ଦେଇଥିଲେ l ପରେ ପରେ ଏହି ଅବସର ରେ ଜିଲ୍ଲାପାଳ ଙ୍କ ଦ୍ବାରା ଏକ ଚକ୍ଷୁ ଚିକିତ୍ସା ଶିବିର ଉଦ୍ଘାଟନ କରାଯାଇଥିବା ବେଳେ ଏଥିରେ ୬୦ ରୁ ଉର୍ଦ୍ଧ୍ବ ଜଣ ଶିଶୁ ପୁରୁଷ ଓ ମହିଳା ଙ୍କ ଚକ୍ଷୁ, ବ୍ଲଡ ପ୍ରେସର୍, ବ୍ଲଡ ସୁଗର ର ପରୀକ୍ଷା କରା ଯାଇଥିଲା l ପାଞ୍ଚ ଜଣ  ମୋତିଆ ବିନ୍ଦୁ ରୋଗୀ ଙ୍କୁ ଅପରେସନ ପଇଁ ପରାମର୍ଶ କରାଯାଇ ଅନେକ ଲୋକ ଙ୍କୁ ଚଷମା ପ୍ରଦାନ କରାଗଲା l ଏଜେନ୍ସି ର ନିର୍ଦେଶକ ଚରଣ ନାଏକ, ଓ ଚନ୍ଦ୍ର ଶେଖର ନାଏକ ଙ୍କ ତତ୍ୱା ଵଧାନ ରେ ଏହି କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିଲା l ଏଠାରେ ୩୦ ବର୍ଷ ଧରି ସଚ୍ଚୋଟ ଓ ସୂଚାରୁ ରୂପେ ଦାୟିତ୍ଵ ରେ ଥିବା ମ୍ୟାନେଜର ରମାକାନ୍ତ ନାଏକ, ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଭୋଇ ଓ ପୁଷ୍ପ ଲତା ନାଏକ ଙ୍କୁ ଜିଲ୍ଲାପାଳ ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରା ଯାଇଥିଲା l ମହାନଦୀ ନେତ୍ର ଚିକିତ୍ସାଳୟ ର ଡାକ୍ତରୀ ଦଳ ଓ ଟେକ୍ନିସିଆନ ଚକ୍ଷୁ ଓ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ରେ ସହଯୋଗ କରିଥିବା ବେଳେ ସମାଜସେବୀ ମନୋଜ ପଣ୍ଡା ଓ ମନୋରଞ୍ଜନ ତ୍ରୀପାଠୀ ଏ ସମସ୍ତ କାର୍ଯ୍ୟ କ୍ରମ ସଂଯୋଜନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like