-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ଶୀତର ଲହରୀ |

14-Nov-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର) ଡାବୁଗାଁ ଅଞ୍ଚଳରେ ତିନି ଦିନ ହେଲା ବଢିଛି ଶୀତର ପ୍ରକୋପ ପାରଦ ହଠାତ ତଳ ମୁହାଁ ହେବା ଆରମ୍ଭ କରିଛି। ଆଗାମୀ ଦିନରେ ଶୀତ ଆହୁରି ବଢ଼ିବା ସୂଚନା ଦେଉଛି। ଶୀତ ବଢିବା ଯୋଗୁଁ ଲୋକେ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ନିଆଁ ଲଗାଇ ପାଖରେ ବସିବା ଦୃଶ୍ୟ ଦେଖିବାକୁ ମିଳୁଛି। ଅନେକ ଲୋକ ଘରୁ ପଦାକୁ ବାହାରୁ ନାହାଁନ୍ତି । କିଛି ଲୋକ ଶୀତକୁ ଉପଭୋଗ କରୁଛନ୍ତି, ମୁଖ୍ୟତଃ ଅଧିକାଂଶ ଯୁବ ପିଢ଼ିଙ୍କ ମଧ୍ୟରେ ସକାଳୁ ସକାଳୁ ବ୍ୟାୟାମ କରୁଥିବା ଦେଖିବାକୁ ମିଳୁଛି ପଡିଆ ଓ ଖୋଲା ସ୍ଥାନ ମାନଙ୍କରେ ନିଜକୁ ଫିଟ୍ ଆଉ ଗରମ ରଖିବାକୁ ବିଭିନ୍ନ ବ୍ୟାୟାମ କରୁଛନ୍ତି। ନବରଙ୍ଗପୁର ଜିଲ୍ଲାକୁ ସାଧାରଣତଃ ନଭେମ୍ବର ମାସରୁ ଶୀତ ଆରମ୍ଭ ହୋଇ ଥାଏ। ପ୍ରାୟତ ପ୍ରତି ବର୍ଷ ଏହି ଅଂଚଳରେ ଡିସେମ୍ବର ୧୫ ଠାରୁ ଜାନୁୟାରୀ ୧୫ ବା ଶେଷ ଯାଏ ପ୍ରବଳ ଶୀତ ଅନୁଭୂତ ହୋଇଥାଏ। କିନ୍ତୁ ଏବର୍ଷ ନଭେମ୍ବର ମାସରୁ ଶୀତର ପ୍ରକୋପ ବଢ଼ିଲାଣି।ବର୍ତ୍ତମାନ ଶୀତ ଆରମ୍ଭ ହୋଇଛି ଆଗକୁ ଆହୁରି ତାପମାତ୍ରା କମିବା ସହ ଆହୁରି ଅଧିକ ଶୀତ ହେବା ଆଶଙ୍କା ରହିଛି ।


Next

କଲେଜର ଅଧ୍ୟକ୍ଷା ଡ. ମନସ୍ମିତା ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ କଲେଜର ଉପଦେଷ୍ଟା ଶିକ୍ଷାବିତ୍ ମନୋରଂଜନ ସାହୁ ଯୋଗ ଦେଇ ବ୍ରିଟିଶ ବିରୁଦ୍ଧରେ ପଣ୍ଡିତ ନେହେରୁ ଙ୍କ ଦକ୍ଷତା ଓ ଚତୁରତା ସବୁବେଳେ ମନେ ରହିବ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କଲେଜର ନିର୍ଦ୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା ଓ ନିର୍ଦ୍ଦେଶକ ପୀତବସ ପଣ୍ଡା ଯୋଗ ଦେଇ ଶିଶୁ ଦିବସ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇ ଉତ୍ସାହିତ କରିଥିଲେ ।  ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ୩୫ଜଣ କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଓଡିଆ ବକ୍ତୃତା ପ୍ରତିଯୋଗିତାରେ ସରୋଜ ପ୍ରଧାନ, ହିନ୍ଦୀ ବକ୍‌ୃତା ପ୍ରତିଯୋଗିତାରେ ସରୋଜ ପ୍ରଧାନ ଓ ଇଂରାଜୀ ବକ୍ତୃତା ପ୍ରତିଯେଗିତାରେ ପ୍ରାଚୀ ପି. ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ସଭାକୁ କଲେଜର ଅଧ୍ୟାପିକା ଏବିରାମ ଲିପ୍ସା ସଂଯୋଜନା କରିଥିଲେ । ଏହି ଅବସରରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ମାନଙ୍କ ଦ୍ୱାରା କଲେଜର ଛାତ୍ରଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ଓ ଉପହାର ବଂଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like