-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||     

HOME   ରାଜ୍ୟ

କଲେଜର ଅଧ୍ୟକ୍ଷା ଡ. ମନସ୍ମିତା ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ କଲେଜର ଉପଦେଷ୍ଟା ଶିକ୍ଷାବିତ୍ ମନୋରଂଜନ ସାହୁ ଯୋଗ ଦେଇ ବ୍ରିଟିଶ ବିରୁଦ୍ଧରେ ପଣ୍ଡିତ ନେହେରୁ ଙ୍କ ଦକ୍ଷତା ଓ ଚତୁରତା ସବୁବେଳେ ମନେ ରହିବ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କଲେଜର ନିର୍ଦ୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା ଓ ନିର୍ଦ୍ଦେଶକ ପୀତବସ ପଣ୍ଡା ଯୋଗ ଦେଇ ଶିଶୁ ଦିବସ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇ ଉତ୍ସାହିତ କରିଥିଲେ ।  ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ୩୫ଜଣ କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଓଡିଆ ବକ୍ତୃତା ପ୍ରତିଯୋଗିତାରେ ସରୋଜ ପ୍ରଧାନ, ହିନ୍ଦୀ ବକ୍‌ୃତା ପ୍ରତିଯୋଗିତାରେ ସରୋଜ ପ୍ରଧାନ ଓ ଇଂରାଜୀ ବକ୍ତୃତା ପ୍ରତିଯେଗିତାରେ ପ୍ରାଚୀ ପି. ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ସଭାକୁ କଲେଜର ଅଧ୍ୟାପିକା ଏବିରାମ ଲିପ୍ସା ସଂଯୋଜନା କରିଥିଲେ । ଏହି ଅବସରରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ମାନଙ୍କ ଦ୍ୱାରା କଲେଜର ଛାତ୍ରଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ଓ ଉପହାର ବଂଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

14-Nov-2025



କଲେଜର ଅଧ୍ୟକ୍ଷା ଡ. ମନସ୍ମିତା ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ କଲେଜର ଉପଦେଷ୍ଟା ଶିକ୍ଷାବିତ୍ ମନୋରଂଜନ ସାହୁ ଯୋଗ ଦେଇ ବ୍ରିଟିଶ ବିରୁଦ୍ଧରେ ପଣ୍ଡିତ ନେହେରୁ ଙ୍କ ଦକ୍ଷତା ଓ ଚତୁରତା ସବୁବେଳେ ମନେ ରହିବ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କଲେଜର ନିର୍ଦ୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା ଓ ନିର୍ଦ୍ଦେଶକ ପୀତବସ ପଣ୍ଡା ଯୋଗ ଦେଇ ଶିଶୁ ଦିବସ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇ ଉତ୍ସାହିତ କରିଥିଲେ । 
ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ୩୫ଜଣ କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଓଡିଆ ବକ୍ତୃତା ପ୍ରତିଯୋଗିତାରେ ସରୋଜ ପ୍ରଧାନ, ହିନ୍ଦୀ ବକ୍‌ୃତା ପ୍ରତିଯୋଗିତାରେ ସରୋଜ ପ୍ରଧାନ ଓ ଇଂରାଜୀ ବକ୍ତୃତା ପ୍ରତିଯେଗିତାରେ ପ୍ରାଚୀ ପି. ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ସଭାକୁ କଲେଜର ଅଧ୍ୟାପିକା ଏବିରାମ ଲିପ୍ସା ସଂଯୋଜନା କରିଥିଲେ । ଏହି ଅବସରରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ମାନଙ୍କ ଦ୍ୱାରା କଲେଜର ଛାତ୍ରଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ଓ ଉପହାର ବଂଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026

You Might Also Like