-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଆନ୍ତବିଦ୍ୟାଳୟ ବିଜ୍ଞାନ ମେଳା ରେ ସ୍ଥାନ ପାଇଲା ପିଲାମାନଙ୍କ ୧୨୦ ଟି ପ୍ରକଳ୍ପ

14-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ପବ୍ଲିକ ସ୍କୁଲ ପରିସରରେ ଆନ୍ତର୍ବିଦ୍ୟାଳୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇ ଯାଇଛି l ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ବୀରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ l ଅନ୍ୟମାନଙ୍କମଧ୍ୟରେ ପରିଚାଳନା କମିଟିର ସମ୍ପାଦକ ଗୋପାଳକୃଷ୍ଣ ସିଂଦେଓ, କୋଷାଧକ୍ଷ ଆଲୋକ ରଞ୍ଜନ ବେଦବାକ, ସଭ୍ୟ ଶିରୀଶଚନ୍ଦ୍ର ହୋତା, ସଭ୍ୟ ଶ୍ରୀ ବାଦଲ ମହାକୁର,  ଯୋଗ ଦେଇଥିଲେ l ଏହି ମେଳାରେ ପ୍ରାୟ ୧୨୦ ଟି ପ୍ରକଳ୍ପ ସ୍ଥାନ ପାଇଥିଲା ଓ ୩ଶହରୁ ଅଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ l ଅନ୍ୟ ମାନଙ୍କ  ମଧ୍ୟରେ ଶିବପ୍ରସାଦ ତ୍ରିପାଠୀ, ସୁଧାନିଧି ମିଶ୍ର, ଆନନ୍ଦ କୁମାର ସାହୁ, ସୁଶ୍ରୀ ଅନନ୍ୟା ମିଶ୍ର, ଦିବ୍ୟସିଂହ ସାହୁ, ଜୟନ୍ତ ମେହେର ,ସମ୍ବିତ ଥନାପତି ଆଦି ବିଜ୍ଞାନଶିକ୍ଷକ ଶିକ୍ଷିକାମାନେ ବିଚାରକ ଭାବରେ ଯୋଗଦେଇଥିଲେ l ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ସେମାନଙ୍କ ବାପାମାଆ ତଥା ଅଭିଭାବକମାନେ ପ୍ରକଳ୍ପ ଗୁଡିକୁ ବୁଲି ଦେଖିଥିଲେ ତଥା କୁନି ବିଜ୍ଞାନୀମାନଙ୍କୁ ଉତ୍ସାହିତ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷା ସତିଶ ପ୍ରଧାନ, ଉପାଧ୍ୟାକ୍ଷ ଦିପକ ବରାଲ, ମମିତା ବେହରା ତଥା ବିଦ୍ୟାଳୟର ବିଜ୍ଞାନ ସଂଯୋଜକ ଶିକ୍ଷକ ଦୌଲତ ମହହାରଣା,ଶାଶ୍ଵତ ପଣ୍ଡାଙ୍କ ମାର୍ଗଦର୍ଶନ,ଓ ସମସ୍ତବିଜ୍ଞାନ ଶିକ୍ଷକଶିକ୍ଷିକାଙ୍କ ସୁପରିଚାଳନା ତଥା ବିଦ୍ୟାଳୟର ଅନ୍ୟାନ୍ୟ ସମସ୍ତଶିକ୍ଷକ ଶିକ୍ଷିକା, କର୍ମଚାରୀଙ୍କ ସହଯୋଗରେ କାର୍ଯ୍ୟକ୍ରମଟି  ସଫଳତାରସହ ସମ୍ପନ୍ନ ହେଇଅଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like