-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

୫୦କେଜି ଗଞ୍ଜେଇ ଜବତ,୨ଗିରଫ

14-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁରରୁ ବିନିକା ଭାୟା ଦେଇ ରାମପୁର ମୁଖ୍ୟ ରାସ୍ତାଟି ଏବେ ଗଞ୍ଜେଇ ବେପାରୀଙ୍କ କରିଡ଼ର ରାସ୍ତା ପାଲଟିଛି ।ତେଣୁ ଏହି ବେଆଇନ କାର୍ଯ୍ୟକୁ ରୋକିବା ପାଇଁ ଏବଂ ଏହି ବ୍ୟବସାୟରେ ସଂଶ୍ଳିଷ୍ଟ ବ୍ୟକ୍ତି ବିଶେଷ ମାନଙ୍କୁ ଧରିବା ପାଇଁ ପୋଲିସ ତରଫରୁ ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରେ ଗାଡ଼ି ମଟର ଚେକିଂ କୁ ଗୁରୁତ୍ତ୍ଵ ଦିଆଯାଉଛି ।ଆଜି ସକାଳେ ବିନିକା ସହର ମୁଖ୍ୟ ରାସ୍ତା ଥାନା ଛକ ଠାରେ ପୋଲିସ ପକ୍ଷରୁ ଯାନ ବାହାନ ଗୁଡ଼ିକୁ କଡାକଡି ଚେକିଙ୍ଗ କରାଯାଉଥିବା ବେଳେ ସଂଦେହରେ ମହିନ୍ଦ୍ରା ୫୦୦ କାର ଯାହାର ନଂ OD 05R 1111 ଅଟକାଇ ଯାଞ୍ଚ କରାଯାଇଥିଲା ।ଗାଡ଼ିରେ ଗଞ୍ଜେଇ ଥିବା ଦେଖି ପୋଲିସ ଗାଡ଼ିକୁ ଜବତ କରି ଏଥିରେ ଥିବା ୨ଜଣ ବ୍ୟକ୍ତିଙ୍କୁ ଥାନାକୁ ନେଇ ପୋଲିସ ପଚରାଉଚୁରା କରିଥିଲା ।ଅପରାହ୍ନରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ବିନିକା ଅତିରିକ୍ତ ତହସିଲଦାର ପହଞ୍ଚିବା ପରେ ବିନିକା ଥାନା ଅଧିକାରୀ ଓ ପୋଲିସ ଷ୍ଟାଫ ଉକ୍ତ ଗାଡିକୁ ଟିକିନିଖି ଯାଞ୍ଚ କରି ଗାଡ଼ି ଭିତରୁ ଗଞ୍ଜେଇ ବାହାର କରି ଓଜନ କରିଥିଲେ ।ପ୍ରାୟ ୫୦କେଜି ଗଞ୍ଜେଇ ଜବତ କରାଯାଇଛି ।ଯାହାର ଆନୁମାନିକ ମୂଲ୍ୟ ୫୦ଲକ୍ଷ ଟଙ୍କା ହେବ  ।ଏଥିରେ ସଂଶ୍ଲିଷ୍ଟ ବୌଦ୍ଧ ଜିଲ୍ଲାର ୨ଜଣ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like