-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ ପାଳିତ

14-Nov-2025



ବରପାଲି (ସୁଦାମ ଦୀପ)
 ଜଗବନ୍ଧୁ ଦାଶ ସ୍ନାତକ ମହିଳା  ମହାବିଦ୍ୟାଳୟରେ ସହକାରୀ ଅଧ୍ୟକ୍ଷ ଓଡ଼ିଆ ବିଅଭାଗର ମୁଖ୍ୟ ଯତୀନ୍ଦ୍ର କୁମାର ସାହୁଙ୍କ ଉପସ୍ଥିତିରେ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଅଛି l ଅଧ୍ୟାପିକା ପିଙ୍କି ବାରିକଙ୍କ ପରିଚାଳନା ସଭାରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେଇ ଚାଚା ନେହେରୁଙ୍କ ଫଟୋରେ ପୁଷ୍ପ ମାଲ୍ୟାର୍ପଣ କରି ତାଙ୍କର ଆଦର୍ଶ ବାଦିତା ଉପରେ ଛାତ୍ରୀମାନଙ୍କୁ ଅନେକ ତଥ୍ଯ ପ୍ରଦାନ କରିବା ସହ ଚକୋଲେଟ୍ ପ୍ରଦାନ କରିଥିଲେ।ହିନ୍ଦୀ ବିଭାଗର ଅଧ୍ୟାପକ ନେପାଲ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥଲେ। ଏ ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ସହକର୍ମୀ ବୃନ୍ଦ ଓ ଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ପରେ ପରେ ଛାତ୍ରୀ ମାନଙ୍କୁ ନେଇ ମ୍ୟୁଜିକ ଚେୟାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like