-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

୧୮ ତମ ରାଜ୍ୟସ୍ତରୀୟ ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ଉଦଘାଟନ

14-Nov-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଷ୍ଟାଡିୟମର ସ୍ଵନକ୍ଷତ୍ର ଦିବସ ଅବସରରେ ଷ୍ଟାଡିୟମ ଟ୍ରଷ୍ଟବୋର୍ଡ ଏବଂ ଏଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ୧୮ ତମ ରାଜ୍ୟସ୍ତରୀୟ “ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ଉଦଘାଟନ ହୋଇଯାଇଛି l ଷ୍ଟାଡିଅମ ଟ୍ରଷ୍ଠାବୋର୍ଡ ଏବଂ ଏଥଲେଟିକ ଏସୋସିଏସନ ଲୋଇସିଂହା ଦ୍ୱାରା ଆୟୋଜିତ ଟୁର୍ନାମେଣ୍ଟ ରେ  ୮ ଟି ଦଳ ଅଂଶଗ୍ରହଣ କରିଛନ୍ତି l ପ୍ରଥମ ଦିନରେ ରାମଧୁନ କ୍ଲବ ସୋନେପୁର ଓ ମୁଣ୍ଡା ଏଫସି ବରଗଡ ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହୋଇଥିଲା l ପରେ ଟ୍ରାଏ ବ୍ରେକର ମାଧ୍ୟମରେ 1-0 ରେ ବରଗଡ ଦଳ ବିଜୟୀ ହୋଇଥିଲା l ପ୍ଳେଅର ଅଫ ଦି ମ୍ୟାଚ ବରଗଡ ର ଦେବରାଜ ହୋଇଥିଲେ l ଆଜିର ମ୍ୟାଚ ରେ ରେଫରୀ ଭାବେ ସୁଦିପ ତରିଆ, କରୁଣାକର ପଧାନ, ସୁରେଶ ନାଏକ, ରୋଶନ ମେହେର l

ମ୍ୟାଚ କମିଶନର ଥିଲେ ସୁଦୟ ବାରିକ, ମୁଖ୍ୟଅତିଥି ଶାଳିନୀ କୁଲ୍ଲୁ ମୁଖ୍ୟ ପ୍ରବନ୍ଧକ ଏସବିଆଇ ଲୋଇସିଂହା l ଅତିଥି ଭାବେ ଅର୍ଚନା ଦେବୀ ଜମିଦାର ଲୋଇସିଂହା, ଦିଲୀପ କୁମାର ବେହେରା ଟ୍ରଷ୍ଟ ବୋର୍ଡ ମେମ୍ବର, ସ୍ମିତା ମିଶ୍ର ସେକେଟ୍ରି ଟ୍ରଷ୍ଟ ବୋର୍ଡ଼, ନବକିଶୋର ନାଏକ ସରପଞ୍ଚ ଲୋଇସିଂହା l ଆଜିର ମ୍ୟାଚ ରେ ରଶ୍ମିରଂଜନ ପଧାନ ଶ୍ରୀୟା ଟେଣ୍ଟ ହାଉସ ଯୋଗୀସର୍ଡl ଦ୍ୱାରା ଖେଳାଳି ଙ୍କୁ ଉତ୍ସାହିତ କରିବା ପାଇଁ ପ୍ରତ୍ୟେକ ଗୋଲ କୁ ଏକ ହଜାର ଟଙ୍କା ଘୋଷଣା କରିଥିଲେ l ଖେଳରେ ସହଯୋଗ କରିଥିଲେ ରଞ୍ଜନ ବେହେରା, ଭାଗବଟିଆ ଭୋଇ, ଶିବ ଅଗ୍ରୱାଲ, ଟିକୁ ପାଣ୍ଡିଆ, ଦେବ ବିଶ୍ୱାଳ, ରିତେଶ, ରମେଶ, ସୁମିତ ଓ ପ୍ରକାଶ l ଶତାଧିକ ସଂଖ୍ୟାରେ ଦର୍ଶକ ଙ୍କ ଭିଡ଼ ଦେଖିବାକୁ ମିଳିଥିଲା l ଆସନ୍ତା କାଲି ଏ ଏ ଲୋଇସିଂହା ଓ ବୌଦ୍ଧ ମଧ୍ୟରେ ଖେଳ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like