-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||     

HOME   ରାଜ୍ୟ

ଦୁଇ ବନ୍ଧୁଙ୍କ ଗୋଟିଏ ପ୍ରେମିକା: ତ୍ରିକୋଣୀୟ ପ୍ରେମ କାହାଣୀର ଦୁଃଖଦ ଅନ୍ତ, ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କଲା ଅନ୍ୟ ଜଣେ

31-Jan-2021



ସୁରଟ(ପ୍ରେରଣା ଖବର) ତ୍ରିକୋଣୀୟ ପ୍ରେମ କାହାଣୀର କରୁଣ ପରିଣତି। ଜଣେ ପ୍ରମିକା କିନ୍ତୁ ପ୍ରେମିକ ଦୁଇ ଜଣ। ପ୍ରେମିକାଙ୍କୁ ହାସଲ କରିବ କିଏ ? ଶେଷରେ ପ୍ରେମ କାହାଣୀ ହତ୍ୟାକାଣ୍ଡର ରୂପ ନେଲା। ଜାନୁଆରୀ ୨୬ ସକାଳ ୮ରେ ସୁରଟର ରେଲଓ୍ବେ ୟାର୍ଡ ପାଖରୁ ଜଣେ ଯୁବକଙ୍କ ମୃତ ଦେହ ମିଳିଥିଲା। ମୃତକଙ୍କ ନାଁ ସିରାଜ ହୋଇଥିବା ବେଳେ ସେ ସୁରଟରେ ରହୁଥିଲେ ଏବଂ ତାଙ୍କ ବୟସ ୨୨ ବର୍ଷ । ଛାନଭନ୍‌ କରିବା ପରେ ରେଲ୍‌ଓ୍ବେ ପୋଲିସକୁ ଘଟଣା ସମ୍ପର୍କରେ ଜଣାପଡ଼ିଛି। ଅଭିଯୁକ୍ତକୁ ଉତ୍ତରପ୍ରଦେଶର ହମିରପୁରରୁ ଗିରଫ କରିଛି ପୋଲିସ।ସୁରଟ ରେଲଓ୍ବେ ପୋଲିସର ପଚରା ଉଚରା ପରେ ଅଭିଯୁକ୍ତ ସତ ଓଗାଳିଛି। ଅଭିଯୁକ୍ତ କିଷନର କହିବା ଅନୁଯାୟୀ, ସେ ଆଉ ସିରାଜ ଗୋଟିଏ ଝିଅକୁ ଭଲ ପାଉଥିଲେ। ଯାହାକୁ ନେଇ ବହୁ ବାର ସେମାନଙ୍କ ମଧ୍ୟରେ ଝଗଡ଼ା ବି ହୋଇଥିଲା। ଏହାକୁ କେନ୍ଦ୍ର କରି ସେ, ସୁରଟର ରେଲଓ୍ବେ ୟାର୍ଡ ପାଖରେ ଥିବା ବୁଦା ମୂଳରେ ସିରାଜକୁ ପଥରରେ ଛେଚି ହତ୍ୟା କରିଥିଲା ବୋଲି ମାନିଛି। ପରେ ମୃତହେହକୁ ସେଠାରେ ଫୋପାଡ଼ି ଦେଇ ନିଜ ଘର ହମିରପୁରକୁ ଚାଲିଯାଇଥିଲା ଅଭିଯୁକ୍ତ।୨୬ ଜାନୁଆରୀ ସକାଳ ୮ ସମୟରେ ଆରପିଏଫ୍‌ ପାଟ୍ରୋଲିଂ କରୁଥିବା ବେଳେ ୟାର୍ଡ ନିକଟରେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲା। ପାଖକୁ ଯାଇ ଦେଖିବା ପରେ ମୃତକଙ୍କ ମୁଣ୍ଡ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଦେଖିଥିଲା । ପୋଲିସ ଏହାକୁ ନେଇ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ଜଣାପଡ଼ିଥିଲା ସିରାଜଙ୍କ ଜଣେ ବନ୍ଧୁ ମଧ୍ୟ ନିଖୋଜ ଅଛି। ପରେ ଜଣାପଡ଼ିଲା କିଷନ ହମୀରପୁର ପହଞ୍ଚିସାରିଛି । ତାକୁ ଗିରଫ କରି ସୁରଟ ଆଣିବା ପରେ ସମସ୍ତ ମାମଲା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026

You Might Also Like