-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||     

HOME   ଜିଲ୍ଲା

*ପୋଡ଼ାଗଡ ଆଦର୍ଶ ବନ ବିଦ୍ୟାଳୟରେ ଶିଶୁ ଦିବସ ମହା ଆଡମ୍ବରରେ ପାଳିତ*

15-Nov-2025



(ପ୍ରିୟଦର୍ଶିନୀ ପାତ୍ର)
ଉମରକୋଟ ବ୍ଲକ୍ ଭଣ୍ଡାରିଗୁଡା  ଅଧିନ ପୋଡ଼ାଗଡ ଆଦର୍ଶ ବନ ବିଦ୍ୟାଳୟରେ ଶିଶୁ ଦିବସ ମହା ଆଡମ୍ବରରେ ଅନୁଷ୍ଟିତ ହୋଇଯାଇଛି  ଏହି ଅବସରରେ ନିର୍ଦ୍ଦେଶକ ଡ଼ଃ କୈଳାଶ ଚନ୍ଦ୍ର ବେହେରା ସଭାପତିତ୍ବ କରିଥିଲେ ଅନ୍ୟ ଗୁରୁଜୀ ଗୁରୁମା ମାନଙ୍କ ସହିତ ପଣ୍ଡିତ ଜବାହାର ଲାଲ ନେହେରୁଙ୍କ ଫଟୋ  ଚିତ୍ରରେ ଚନ୍ଦନ ସିନ୍ଦୂର ଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଓ ତତ୍ ସହିତ ବିଦ୍ୟାଳୟର ସମସ୍ତ ପିଲାଙ୍କ ମୁଣ୍ଡରେ ଚନ୍ଦନ ସିନ୍ଦୂର i ପୁଷ୍ପ ବୃଷ୍ଟି କରିଥିଲେ ପରବର୍ତ୍ତୀ ସମୟରେ  ନିର୍ଦ୍ଦେଶକ ଡ଼ଃ ବେହେରା ପ୍ରଥମ ପ୍ରଧାନ ମନ୍ତ୍ରୀ ନେହୂରୁଙ୍କ ଜୀବନ କାହାଣୀ ବର୍ଣ୍ଣନା କରିଥିଲେ ତାଙ୍କ ଅଭିଭାଷଣ  ପରେ କରୁଣା ଗୁରମା ,ଜଗଦୀଶ ଗୁରୁଜୀ ,ଜୟଶ୍ରୀ ପ୍ରିୟଦର୍ଶିନୀ ଗୁରୁମା ଶୁଭଶ୍ରୀ ,ସବିତା, ପାର୍ବତୀ ଗୁରୁ ମା ଭାସନ୍ ଦେଇଥିଲେ ସଂଯୁକ୍ତା ଗୁରମା ଶ୍ରୁଖଳା ଦାୟିତ୍ଵ ବହନ କରିଥିଲେ ପରେ ଛୋଟ ଛୋଟ ପିଲା ମାନେ ଛୋଟ ନାଟକ ପ୍ରଦର୍ଶନ କରିଥିଲେ= ବାଟି ଖେଳିବା ନାହିଁ =ନିୟମିତ ବିଦ୍ୟାଳୟ କୁ ଆସିବା ମୋବାଇଲ୍ ବ୍ୟବହାର କରିବା ନାହିଁ ଏହିଭଳି ସଚେତନ ମୂଳକ ନାଟକ ପରିବେଷିତ ହୋଇଥିଲା ପରେ କୁନି କୁନି ପିଲା ମାନେ ନୃତ୍ୟ ପରିବେଷିତ କରିଥିଲେ ଶେଷରେ ଜଗଦୀଶ ଗୁରୁଜୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk