-+91-9937148622 |
prerana_bgr@rediffmail.com |
Tuesday 28th April 2026 |
R.N.I. Regd No. ODIODI/2010/46693
Breaking News
15-Nov-2025
ବଲାଙ୍ଗୀର(ପ୍ରେରଣା ଖବର): ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗୀରରେ ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ରଙ୍କ ସଭାପତିତ୍ୱରେ ଶିଶୁଦିବସ ପାଳନ କରାଯାଇଥିଲା । ଏହି ସଭାରେ ସୁଶ୍ରୀ ରୀନା ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବଲାଙ୍ଗୀର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l
ଶିକ୍ଷକ କୃଷ୍ଣ ଚନ୍ଦ୍ର ବାଗ ସଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ ଯୋଗେଶ୍ୱରୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଦିବସର ଦ୍ଵିତୀୟ ଅଧିବେଶନରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା ଏହି ମେଳାରେ କୃତୀ ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ।