-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||     

HOME   ଜିଲ୍ଲା

ବିନିକା ଗୋକୁଳାଷ୍ଟମୀ ମହୋତ୍ସବ, ଗୋପରେ ନନ୍ଦୋତ୍ସବ ପାଳିତ

15-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା କଂଶାରିପଡ଼ା ବ୍ରଜବିହାରି ନୃତ୍ୟକଳା ପରିଷଦ ତରଫରୁ ଚାଲିଥିବା ଗୋକୁଳାଷ୍ଟମୀ ମହୋତ୍ସବର ଶୁକ୍ରବାର ଷଷ୍ଠ ଦିବସରେ ନଟଖଟିଆ କୃଷ୍ଣଙ୍କ ସାହସିକତାରେ ସାରା ଗୋପପୁରବାସୀ ଉତ୍ସବ ମନାଇବା ସହିତ କୃଷ୍ଣ ବଳରାମଙ୍କୁ ଦୋଳିରେ ଝୁଲାଇ "ହାତୀ ଝୁଲଇ ଗୋ କେଡେ ସୁନ୍ଦର ଦିଶେ" ଆଦି ସୁନ୍ଦର ଗୀତ ଗାନ କରି ଭକ୍ତି ମୟରେ ମଜ୍ଜି ଯାଇଥିଲେ ।ସେହିପରି କୃଷ୍ଣ ମାତା ଯଶୋଦାଙ୍କ ବାସଲ୍ୟ ପ୍ରେମରେ ଗୋପରେ ନନ୍ଦୋତ୍ସବ ପାଳିତ ହୋଇଥିବା ଦେଖିବାକୁ ମିଳିଥିଲା ଦଧିବାମନ ମନ୍ଦିର ପ୍ରାଙ୍ଗଣରେ। ଅନ୍ୟ ପକ୍ଷରେ ଯୋଗେଶ୍ୱର ମନ୍ଦିର ବନଦୂର୍ଗା ପ୍ରାଙ୍ଗଣ ମଥୁରା ନଗରୀ ରାଜ ଦରବାରରେ ମହାରାଜ କଂସ ରଙ୍ଗ ସଭା ଆୟୋଜନ କରିଥିଲେ । ଦୈବବାଣୀରେ ବିଚଳିତ କଂସ ମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଧେନୁକାସୁର ରାକ୍ଷସକୁ ଡକାଇ ଗୋପପୁର ପ୍ରେରଣ କରିଥିଲେ ।ପରେ ମଥୁରା ନଗରୀ ବାସୀଙ୍କ ମନୋରଞ୍ଜନ ସକାଶେ ଦରବାରରେ କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।ଗୋପରେ ଧେନୁକାସୁର ପହଞ୍ଚିବା ପରେ ବିଭିନ୍ନ ସ୍ଥାନରେ ଆତଙ୍କରାଜ ଚଳାଇବା ଜାଣି କୃଷ୍ଣ ତା ପାଖକୁ ଯାଇ ଯୁଦ୍ଧ କରି ନିଧନ କରିଥିଲେ ।  କଂସର ନିମନ୍ତ୍ରଣ କ୍ରମେ ଦରବାରରେ ରାଜକୀୟ ଅତିଥି ଭାବେ ରାଜନୈତିକ ବ୍ୟକ୍ତି ବିଶେଷ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ।ଏହି ଅବସରରେ କମିଟି ସଭାପତି ମନୋଜ ଦାସ ସଭାପତିତ୍ତ କରିଥିବା ବେଳେ ସମ୍ପାଦକ ଅତିଥି ପରିଚୟ ପ୍ରଦାନ ଏବଂ ହିମାଂଶୁ ଭୂଷଣ ପଣ୍ଡା,ସୌମ୍ୟ ରଞ୍ଜନ ପୂଜାରୀ,ବିରଞ୍ଚି ନାରାୟଣ ମେହେର ମଞ୍ଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026

You Might Also Like