-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ପବିତ୍ର ଶିଶୁ ଦିବସରେ ଶିକ୍ଷୟିତ୍ରୀଙ୍କ ପାଠ୍ୟସାମଗ୍ରୀ ବିତରଣ

15-Nov-2025



ଅତାବିରା(ଆକାଶ ମିଶ୍ର): ଆଜି ପ୍ରତି ବର୍ଷ ଭଳି ଶିଶୁ ଦିବସ ଅବସରରେ ଶିକ୍ଷୟିତ୍ରୀ ଅନସୂୟା୍ ଦେବତା କୁନିକୁନି ପିଲାଙ୍କୁ  ଖାତା,କଲମ ଓ ବିସ୍କୁଟ ବଣ୍ଟନ କରି ଶିଶୁ ଙ୍କ ମୁହଁରେ ଚେନାଏ ହସ ଦେବାର ପୁଣି ଏକ ପ୍ରୟାସ କରିଥିଲେ । ପ୍ରକାଶ ଥାଉ କି ଶ୍ରୀମତୀ ଦେବତା ଗତ କିଛି ବର୍ଷ ଧରି ବିଭିନ୍ନ ବିଦ୍ୟାଳୟରେ ଶିଶୁ ଦିବସରେ ପିଲାଙ୍କ ସହ କିଛି ସମୟ ବିତାଇବା ସହ ବିଭିନ୍ନ ସାମଗ୍ରୀ ବଣ୍ଟନ କରି ଆସୁଛନ୍ତି ।ଆଜି ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ପଞ୍ଚାୟତ ର ଭଏଁରୋ ପାଲି  ସରକାରୀ ପ୍ରାଥମିକ ବିଦ୍ୟାଳୟ  ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଠାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭରତ ଚନ୍ଦ୍ର ପଧାନଙ୍କ ଅଧ୍ୟକ୍ଷତାରେ ତଥା ପରିଚାଳନା ରେ  କୁନି କୁନି ପିଲାଙ୍କୁ ନେଇ ମହା ସମାରୋହରେ ଶିଶୁ ଦିବସ ପାଳନ  କରିଥିଲେ ।  ଏହି ଦିବସ ପାଳନ  ଅବସରରେ ବ୍ୟାଙ୍କ୍ ଅଫ ବରୋଦା ର ଅତାବିରା ଶାଖା ପ୍ରବନ୍ଧକ ଆନନ୍ଦ ଶଙ୍କର ସ୍ୱାଇଁ ମୁଖ୍ୟ ଅତିଥି ରୁବେ ଯୋଗ ଦେଇଥିବା ବେଳେ, ସମ୍ମାନିତ ଅତିଥି ଭାବରେ  ଝିଲିମିଣ୍ଡା  ସମିତି ସଭ୍ୟା  ମଞ୍ଜୁଲତା ବଢେଇ ଓ  ଝିଲିମିଣ୍ଡା   ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପରିଚାଳନା କମିଟିର ସଭାପତି ରମେଶ  ବଢେଇ   ମଞ୍ଚାଷିନ ହୋଇଥିଲେ   । ।ପ୍ରଥମେ ମଞ୍ଚାସୀନ ଅତିଥି ମାନଙ୍କ ଦ୍ଵାରା ଜବାହର ଲାଲ ନେହେରୁ ଙ୍କ ଫଟୋଚିତ୍ର ରେ ଦୀପ ପ୍ରଜ୍ବଳନ ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା ।
ଶିକ୍ଷକ  ରାଧାକାନ୍ତ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ ।  ଶ୍ରୀମତୀ ଦେବତା ଙ୍କ ସହ ସମସ୍ତ ଅତିଥି କୁନି କୁନି ପିଲା ମାନଙ୍କୁ ଶିଶୁ ଦିବସର ମହତ୍ତ୍ଵ ପ୍ରତିପାଦନ କରିବା ସହ ଦେଶର ମହାନ୍ ପୁରୁଷ ମାନଙ୍କର କାହାଣୀ ତଥା ଜୀବନ ଚରିତ ମାଧ୍ୟମରେ ଛାତ୍ର ଛାତ୍ରୀ ମାନଙ୍କୁ ପାଠ ପଢ଼ି ଭଳ ମଣିଷ ହେବା ପାଇଁ ଉତ୍ସାହ ଓ ପ୍ରେରଣା ଦେଇଥିଲେ ।ପରିବର୍ତ୍ତିତ ସମୟ ସହ ତାଳ ଦେଇ ସମାଜରେ ଦୈନିକ ପରିବର୍ତ୍ତନ ଘଟୁଥିବା ବେଳେ

ଶିଶୁ ମାନଙ୍କୁ ଏଥିସହ ପରିଚିତ କରାଇ ଭବିଷ୍ୟତ ପାଇଁ ପ୍ରସ୍ତୁତି ରହିବାକୁ କହିଥିଲେ ଶ୍ରୀମତୀ ଦେବତା ଉଦବୋଧନ ଦେଇ ଥିଲେ   । କୁନି କୋମଲ ମତି ପିଲାଙ୍କ ସହ କିଛି ଅନ୍ତରଙ୍ଗ ମୁହୂର୍ତ୍ତ ବିତାଇବା ର ସୁଯୋଗ ପାଇଥିବାରୁ ଶିକ୍ଷୟିତ୍ରୀ କୃତଜ୍ଞତା ଜଣାଇଥିଲେ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ।ଏହି ଅବସରରେ ସେ ବିଦ୍ୟାଳୟର ସମସ୍ତ ପିଲାଙ୍କୁ  ସମାଜ ଖାତା, କଲମ ,ଆଦି ବିତରଣ କରିଥିଲେ ।  ଶିକ୍ଷାପ୍ରେମୀ ଗୋବିନ୍ଦ ପାତ୍ର, ଶିକ୍ଷୟିତ୍ରୀ ସୀମା ବାଗ, ରିଙ୍କି ଭୁଏ ପ୍ରମୁଖ ସହଯୋଗ କରିଥିବା ବେଳେ  ସହକାରୀ ଶିକ୍ଷକ ଭୁବନେଶ୍ୱର ଭୁଏ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like