-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

*ଭିନ୍ନକ୍ଷମ ବିଦ୍ୟାଳୟ ଠାରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ*

15-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର କଳାପଥର ସ୍ଥିତ ଜିଲ୍ଲା ଭିନ୍ନକ୍ଷମ ବିଦ୍ୟାଳୟ ଠାରେ ସମ୍ବର୍ଧନା ଉତ୍ସବ ତଥା ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ର ଉପ ସଭାପତି ହରି ନାରାୟଣ ତ୍ରିପାଠୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଯୋଗଦେଇ ଓଡ଼ିଶା ପ୍ରଶାସନିକ ପରୀକ୍ଷାରେ ଚଳିତ ବର୍ଷ ମନୋନୀତ ହୋଇଥିବା ଅନୁଷ୍ଠାନ ର ଦୁଇଜଣ ପୂରାତନ ଛାତ୍ରଛାତ୍ରୀ ସୁଶ୍ରୀ ସ୍ମୃତିଶିଖା ଭୋଇ ଓ ବାହାଦୂର ଦେବତା ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ସୋନପୁର ଶାଖା ର ମୁଖ୍ୟ ପରିଚାଳକ ଲକ୍ଷ୍ମଣ କୁମାର ମାଝୀ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ଯୋଗଦାନ କରିଥିଲେ। ମୁଖ୍ୟ ବକ୍ତା ଭାବରେ ରାଜ୍ୟ ସାମାଜିକ ସୁରକ୍ଷା ବିଭାଗ ର ଡେପୁଟି ସେକ୍ରେଟାରୀ ସନ୍ୟାସୀ କୁମାର ବେହେରା ଯୋଗଦେଇ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିବା ବେଳେ ପ୍ରତିଷ୍ଠାତା ସମ୍ପାଦକ ଉତ୍ତମ ଚରଣ ଦେହୁରୀ ସଭା କାର୍ଯ୍ୟ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ଜିଲ୍ଲା ରୁ ଚଳିତ ଥର ଜିଲ୍ଲାରୁ ଦୁଇଜଣ ଭିନ୍ନକ୍ଷମ ଓଏଏସ ପାଇଥିବା ବିଷୟ ଉଦାହରଣ ଦେଇ ଭିନ୍ନକ୍ଷମ ମାନେ ଏବେ ସବୁ କ୍ଷେତ୍ରରେ ସକ୍ଷମ ବୋଲି କହିବା ସହ ବାପା ମା ମାନଙ୍କୁ ଦୁଃଖ ନ କରି ପିଲାଙ୍କ ଭବିଷ୍ୟତ ପାଇଁ ତାଙ୍କ ପଛପଟେ ଦୃଢ଼ ଭାବରେ ଛିଡା ହେବା ସହ ଏହା ଭଗବାନ ଙ୍କ ଏକ ପ୍ରକାର ଆଶିର୍ବାଦ ବୋଲି କହିଥିଲେ । ସେହିପରି ମୁଖ୍ୟବକ୍ତା ତାଙ୍କ ବକ୍ତବ୍ୟରେ ସେବା, ସ୍ଥାପନା ଏବଂ ସତସଙ୍ଗ ଏହି ତିନୋଟି ଜିନିଷ ତାଙ୍କୁ ସଫଳତା ଦିଗରେ ଅନୁପ୍ରେରିତ କରିଛି । ମୁଁ ଏକ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ବେଳେ ଉନ୍ନତ ମାନ ର ଶିକ୍ଷାନୁଷ୍ଠାନ ରେ ପାଠ ପଢିବା ତାଙ୍କ ପାଇଁ ସ୍ବପ୍ନ ଥିଲା । କିନ୍ତୁ ଯାହା ବି ଶିକ୍ଷା ଗ୍ରହଣ କରିଥିଲି ତାହା ସମସ୍ତଙ୍କୁ ପ୍ରସାର ତଥା ଅନୁଭବ ବାଣ୍ଟୁଥିଲି । ଏବଂ ଅପର ର କଲ୍ୟାଣ କଲେ ନିଜ କଲ୍ୟାଣ ର ମାର୍ଗ ପ୍ରଶସ୍ତ ହୋଇଥାଏ ବୋଲି କହିଥିଲେ । ସଭା ଶେଷରେ ଅନୁଷ୍ଠାନ ର ଶିକ୍ଷୟତ୍ରୀ ପ୍ରଜ୍ଞା ପରିମିତା ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି ଅବସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ରେ ସଫଳ ବ୍ୟକ୍ତିତ୍ଵ ଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ନୃତ୍ୟ ଗୀତ ପରିବେଷଣ କରିଥିଲେ ଛାତ୍ରଛାତ୍ରୀ । ଅଭିଭାବକ ଓ ଜନସାଧାରଣ ପ୍ରମୁଖ ଉପସ୍ଥିତ ରହି ସଭାକୁ ସାଫଲ୍ୟ ମଣ୍ଡିତ କରିଥିବା ବେଳେ ବିଦ୍ୟାଳୟର ସମସ୍ତ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like