-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ

15-Nov-2025



(ଡୋଲେଶ୍ୱର ବାଗ)
ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ଅଧ୍ୟକ୍ଷତା ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସହିଦ ବିର୍ସା ମୁଣ୍ଡାଙ୍କ ୧୫୧ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଜନଜାତି ଗୈାରବ ଦିବସ ମଧ୍ୟ ପାଳିତ ହୋଇଥିଲା ଏଥିରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୋଡ଼େନ ରୁଦ୍ରେଶ୍ବର ମେହେର‌ ,ମୁଖ୍ୟ ବକ୍ତା ଜିତେନ୍ଦ୍ର ହଂସ ମହୁଲପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସମ୍ମାନୀତ ଅତିଥି ଭାବରେ ସମାଜସେବୀ ବସନ୍ତ ମାଝୀ ,ସିଆର ସି ସି ମଧୁସୂଦନ ମାଝୀ, ମହୁଲପଡା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୈାରହରି ମେହେର ମଞ୍ଚାସିନ ହୋଇଥିଲେ । ସର୍ବପ୍ରଥମେ ଦେବ ପୂଜନ ଓ ସହିଦ୍ ବିର୍ସା ମୁଣ୍ଡାଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ସହ ସେବାଶ୍ରମର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିଲା । ସଭାପତି ଏହି କାର୍ଯ୍ୟକ୍ରମ ଉଦ୍ଧେଶ୍ୟ ଜ୍ଞାପନ କରିବା ପରେ ନିମନ୍ତ୍ରିତ ଅତିଥି  ବିଭାଗର ବିଭିନ୍ନ ଯୋଜନା ତଥା ଆଦିବାସୀ ଛାତ୍ରଛାତ୍ରୀମାନଙ୍କ ବିକାଶ ପାଇଁ ଆମେ କେଉଁ ବିଷୟରେ ଯତ୍ନବାନ ହେଲେ ତାଙ୍କର ଶିକ୍ଷା ତଥା ସର୍ବାଙ୍ଗୀନ ବିକାଶ ହୋଇପାରିବ ସେ‌ ସଂପର୍କରେ ନିଜସ୍ଵ ମତାମତ ଉପସ୍ଥାପନ କରିଥିଲେ । ଶେଷରେ  କାର୍ଯ୍ୟକ୍ରମ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ବକ୍ତୃତା,ରଙ୍ଗୋଳୀ,ନୃତ୍ୟ, ଚିତ୍ରକଳା, ପ୍ରବନ୍ଧ ଲିଖିନ ଆଦିରେ କୃତି ହୋଇଥିବା ଶିକ୍ଷାର୍ଥୀମାନଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା । ବିଦ୍ୟାଳୟ ଶିକ୍ଷୟତ୍ରୀ ମୋନାଲିସା ପତୀ ଧନ୍ୟବାଦ ଦେଇଥିଲେ ବେଳେ  ଶିକ୍ଷକ ଡିସମ୍ବର ‌ମେହେର ଏହି କାର୍ଯ୍ୟକ୍ରମକୁ ସୁପରିଚାଳନା କରିଥିଲେ । ବିଦ୍ୟାଳୟ ଅନ୍ୟାନ୍ୟ କର୍ମଚାରୀ ଜ୍ୟୋସ୍ନାମୟୀ ଜଗତ , ସୁମିତ୍ରା ବାଗ ସହଯୋଗ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like