-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଚlଚା ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ

15-Nov-2025



କଟକ(ପ୍ରେରଣା ଖବର): ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଂଘର ସଭାପତି ଡ. ପ୍ରତିମା ମହାପାତ୍ରଙ୍କ ଅଧ୍ୟକ୍ଷତାରେ  ନାରୀ ସେବା ସଦନ ଗୃହରେ ଅନୁଷ୍ଟିତ ହୋଇଯାଇଛି। ପ୍ରଥମେ ନେହେରୁଙ୍କ ଫୋଟୋ ଚିତ୍ରରେ  ପୁଷ୍ପ ମାଲ୍ୟାର୍ପଣ କରlଯାଇଥିଲା ସଂଘର ସଭାପତି ଡ଼ ପ୍ରତିମା ମହାପାତ୍ର ଅଧ୍ୟକ୍ଷତାରେ ଶିଶୁ ଦିବସ ପାଳନ

କରାଯାଇଥିଲା। ସହସମ୍ପାଦିକl ଇନ୍ଦିରା ଅରୋରା ସ୍ବାଗତ ଭାଷଣ   ଦେଇଥିଲେ। ସଭାନେତ୍ରୀ ଦ. ମହାପାତ୍ର ସଂଗଠନ ସମ୍ପାଦିକl ମୀରା ବେଉରା ଓ ସଫଳl ଦାସ୍  ବିଦ୍ୟାଳୟର ପିଲାମାନଙ୍କୁ ଚlଚl  ନେହେରୁଙ୍କ  ଯିବନାଦର୍ଶ  ସମ୍ପର୍କରେ ଆଲୋଚନା କରି  ଶିଶୁ ଦିବସର ତାତ୍ପର୍ଯ୍ୟ  କୁନି କୁନି ପିଲାଙ୍କୁ ବୁଝାଇଥିଲେ। ସଂଘ ପକ୍ଷରୁ ପିଲା ମାନଙ୍କ ପାଇଁ କେକ କଟା ଯାଇଥିଲା ଓ ମିଷ୍ଟାନ୍ନ ବଣ୍ଟନ କରା ଯାଇଥିଲା। ହଲ୍ ସମ୍ପାଦିକା ମଞ୍ଜୁ ସିଂହ ସଂଘର

କାର୍ଯ୍ୟକାରୀ କମିଟି ସଭ୍ୟା ପୁଷ୍ପ ନାୟକ, ନଳିନୀ ଦାଶ, ମମତା ଦାସ, ସୁପ୍ରିତି ଦାସ, କୋଷାଧ୍ୟକ୍ଷl ନୟନ ତାରl  ନନ୍ଦ,  ସୂପର୍ଣ୍ଣl ବେହେରା,  ପ୍ରମୁଖ ଉପସ୍ଥିତ ରହି ପିଲାମାନଙ୍କୁ  ଗପ କହି ଉତ୍ସାହିତ କରିଥଲେ।  ଏହି ଉପଲକ୍ଷେ ସଂଘ ପକ୍ଷରୁ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ କୃତୀ ପ୍ରତିଯୋଗୀଙ୍କୁ   ପାଠ୍ୟସାମଗ୍ରୀ ପ୍ରଦାନ କରାଯାଇଥିଲା। ସଭ୍ୟl ମାନେ ଓ ଶିକ୍ଷୟିତ୍ରୀ ବୃନ୍ଦ  କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ପଦ୍ମଜl ତ୍ରୀପାଠୀ ଧନ୍ୟବାଦ୍ ଦେଇଥିଲେ। 
       


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026

You Might Also Like